Latest Odisha News

BREAKING NEWS

Browsing Tag

Fire

ଟ୍ରକରେ ଲାଗିଲା ନିଆଁ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଶୁକ୍ରବାର ଦିନ ଏକ ଟ୍ରକରେ ଅଗ୍ନିକାଣ୍ଡ ଘଟିଛି । ଯାହାକୁ ନେଇ ସ୍ଥାନୀୟ ବାସିନ୍ଦା ଆତଙ୍କିତ ହୋଇପଡିଥିବା ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ତେବେ…

ଘରେ ଲାଗିଲା ନିଆଁ, ଦୁଇ ମହିଳା ଗୁରୁତର

ଝାରସୁଗୁଡ଼ା: ବ୍ରଜରାଜଗନରରେ ସକାଳୁ ସକାଳୁ ଅଗ୍ନିକାଣ୍ଡ । ଗୋଟିଏ ଘରେ ନିଆଁ ଲାଗିବାରୁ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି ଦୁଇ ଜଣ ମହିଳା । ସେମାନଙ୍କୁ ଚିକିତ୍ସା ପାଇଁ ରାଉରକେଲା ଆଇଜିଏଚରେ ଭର୍ତ୍ତି କରାଯାଇଛି । ବ୍ରଜରାଜନଗର ଷ୍ଟେସନପଡ଼ାରେ ଥଏହି ଅଘଟଣ ଘଟିଛି । ଆହତ ଦୁଇ ମହିଳା…

ବିଫଳ ପ୍ରେମ କାହାଣୀ, ଜଳିଲା ଜାଳିଲା !

ଆନ୍ଧପ୍ରଦେଶ: କୋଭିଡ୍ ଯୋଦ୍ଧାଙ୍କ ସହ ଘଟିଛି ଅମାନବୀୟ କାଣ୍ଡ । ପ୍ରେମ ସଂପର୍କର ଭୟାନକ ପରିଣତି । ନିଜେ ଖୋଳିଥିବା ଗାତରେ ପଡିଥିଲା ପ୍ରେମିକ । ହେଲେ ଏହି ଧାରାରେ ବଳିପଡିଥିଲେ ଜଣେ ନୀରିହ ମହିଳା ତଥା କୋଭିଡ୍ ହସ୍ପିଟାଲ ନର୍ସ । ସୋମବାର ରାତିରେ ଆନ୍ଧ୍ରପ୍ରଦେଶର କ୍ରିଷ୍ଣା ଜିଲ୍ଲାରେ…

ସପିଂ ସେଣ୍ଟରରେ ଅଗ୍ନିକାଣ୍ଡ, ପୂରା ଅଞ୍ଚଳ ଧୂଆଁମୟ

ମୁମ୍ବାଇ: ଥାଣେର ଏକ ସପିଂ ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ହଠାତ ଲାଗିଲା ନିଆଁ । ଚାହିଁ ଚାହୁଁ ଚାରିଆଡେ ମାଡ଼ିଗଲା । ଅଗ୍ନିକାଣ୍ଡରେ ଜଳିଯାଇଛି ବହୁ ଧନ ସମ୍ପତ୍ତି । ତେବେ ଏଥିରେ କେହି ମୃତାହତ ହୋଇ ନାହାନ୍ତି । ସକାଳ ପାଖାପାଖି ୮ଟା ୧୦ । ଥାଣେର ହୀରାନନ୍ଦନୀ ଇଷ୍ଟେଟରେ ଥିବା…

କଟକ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

କଟକ: ଜଗତପୁର ସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ଏହାର ଆଇସିୟୁରେ ନିଆଁ ଲାଗିଥିବା କୁହାଯାଉଛି । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିପାରିନାହିଁ । ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଥିବା ବେଳେ କିଛି ପ୍ରତ୍ୟକ୍ଷଦର୍ଶୀ ଆଇସିୟୁ…

ପାର୍ଲାମେଣ୍ଟ ଉପଭବନ ବିଲଡିଂରେ ନିଆଁ

ନୂଆଦିଲ୍ଲୀ: ସଂସଦ ଉପଭବନ ବିଲଡିଂରେ ଅଗ୍ନିକାଣ୍ଡ । ଷଷ୍ଠ ମହଲାରେ ନିଆଁ ଲାଗିଛି । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ପାଞ୍ଚଟି ଗାଡ଼ି ପହଞ୍ଚି ନିଆଁ ଲିଭା କାମରେ ଲାଗିଛନ୍ତି । ନିଆଁ ଲିଭା କାମରେ ଲାଗିଛନ୍ତି ଅଗ୍ନିଶମ ବାହିନୀ ତକର୍ମଚାରୀ । ତେବେ କ୍ଷୟକ୍ଷତି ନେଇ ବର୍ତ୍ତମାନ…

ପେନ୍‌ସିଲ୍ ବୋମା କାରଖାନାରେ ନିଆଁ ଲାଗି ୮ ମୃତ, ୪ ଆହତ

ଗାଜିଆବାଦ: ପେନ୍‌ସିଲ୍ ବୋମା ତିଆରି ଫ୍ୟାକ୍ଟ୍ରିରେ ଭୟାନକ ଅଗ୍ନିକାଣ୍ଡ । ନିଆଁ ଲାଗି ଘଟଣାସ୍ଥଳରେ ୮ ଜଣଙ୍କ ମୃତ୍ୟୁ ହୋଇଛି । ଉତ୍ତର ପ୍ରଦେଶର ଗାଜିଆବାଦ ଜିଲ୍ଲାରେ ଘଟିଛି ଏଭଳି ଅଘଟଣ । ମୃତକଙ୍କ ମଧ୍ୟରେ ୭ ଜଣ ମହିଳା ଏବଂ ଜଣେ ଛୁଆ ରହିଛି। ଏହି ଦୁର୍ଘଟଣାରେ ୪ ଜଣ ଆହତ ହୋଇ…

ଆସାମ ତୈଳ କୂଅରୁ ବାହାରୁଛି ନିଆଁ, ୨ ଅଗ୍ନିଶମ କର୍ମଚାରୀ ମୃତ

ଗୁଆହାଟୀ: ଆସାମ ତିନସୁକିୟା ଜିଲ୍ଲାରେ ଗତ ୧୫ ଦିନ ହେଲା ତୈଳ କୂଅରୁ ଗ୍ୟାସ ନିର୍ଗତ ହେଉଛି । ମଙ୍ଗଳବାର ଦିନ ଅଏଲ ଇଣ୍ଡିଆ ତୈଳ କୂଅରେ ଭୀଷଣ ଅଗ୍ନିକାଣ୍ଡ ଘଟିଥିଲା । ନିଆଁ ଲିଭାଇବା ପାଇଁ ଅଗ୍ନିଶମ ବାହିନୀ ଓ ଏନଡିଆରଏଫ ଟିମ ନିୟୋଜିତ ହୋଇଥିଲେ । ତେବେ ଏହି ନିଆଁ ଲିଭା କାର‌୍ୟ୍ୟରେ…

ଗୁଜରାଟର ରାସାୟନିକ କାରଖାନାରେ ବିସ୍ଫୋରଣ, ୫ ମୃତ, ୩୨ ଆହତ

ସୁରଟ: ଗୁଜରାଟର ଭରୁଚ ଜିଲ୍ଲାରେ ଥିବା ଦହେଜ ଇଷ୍ଟ୍ରିଆଲ ଅଂଚଳର ଏକ ରାସାୟନିକ କାରଖାନାରେ ବଡ ବିସ୍ଫୋରଣ ହୋଇଛି । ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୨ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ସେମାନଙ୍କ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।…

ରାଜଧାନୀର ଆର୍ଯ୍ୟ ପ୍ୟାଲେସ ହୋଟେଲରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ହୋଟେଲ ଆର୍ଯ୍ୟ ପ୍ୟାଲେସରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ମିଳିଥିବା ସୂଚନାନୁଯାୟୀ ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନଥିବାବେଳେ ଅନେକ ସାମଗ୍ରୀ ଗୁଡିକରେ ନିଆଁ ଲାଗି ପୋଡିଯାଇଛି । ଅନ୍ୟପକ୍ଷରେ ଏହି ହୋଟେଲର କିଚେନରୁ ନିଆଁ…