Latest Odisha News

BREAKING NEWS

Browsing Tag

firecracker

ବାଣ ବିସ୍ଫୋରଣରେ ଜଳିଗଲା ସରକାରୀ କ୍ୱାର୍ଟର

ଭୁବନେଶ୍ୱର: ଗୁରୁବାର ସକାଳେ ଭୁବନେଶ୍ୱରର ୟୁନିଟ୍-୨ରେ ଥିବା ଏକ ସରକାରୀ କ୍ୱାର୍ଟରରେ ବାଣ ବିସ୍ଫୋରଣ ହୋଇଛି । ଘରେ ଗଚ୍ଛିତ ଥିବା ବାଣ ବିସ୍ଫୋରଣ ଫଳରେ କ୍ୱାର୍ଟରରେ ନିଆଁ ଲାଗି ରୁମ୍ ସମ୍ପୂର୍ଣ୍ଣ ଜଳି ଯାଇଛି । ସୂଚନା ଅନୁସାରେ, ଉକ୍ତ ସରକାରୀ କ୍ୱାର୍ଟରରେ ବେଆଇନ୍ ଭାବେ ବାଣ ତିଆରି…

ବାଣ ଭିଡ଼ିବା ବେଳେ ବିସ୍ଫୋରଣ, ୭ ଆହତ

ବ୍ରହ୍ମପୁର: ବାଣ ଭିଡ଼ିବା ବେଳେ ବିସ୍ଫୋରଣ ଘଟି ୭ ଜଣ ଗୁରୁତର ଆହତ ହୋଇଛନ୍ତି । ଗଞ୍ଜାମ ଜିଲା କୋଦଳା ଥାନା ବେରୁଆବାଡି ଗାଁର ଗୋଟିଏ ଘରେ ବାଣ ଭିଡ଼ିବା ବେଳେ ଏଭଳି ଅଘଟଣ ଘଟିଛି । ବାଣ ବିସ୍ଫୋରଣରେ ଘରଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ଗୁରୁତରଙ୍କୁ ପ୍ରଥମେ କୋଦଳା ଗୋଷ୍ଠୀ…

ବାଣ ଫୁଟାଇବାରୁ ପିଲାମାନଙ୍କୁ ବଞ୍ଚିତ କରିବା ପ୍ରଦୂଷଣ ନିରାକରଣର ସମାଧାନ ନୁହେଁ; ସଦଗୁରୁ

ନୂଆଦିଲ୍ଲୀ: ଆଧ୍ୟାତ୍ମିକ ଗୁରୁ ସଦ୍‌ଗୁରୁ ଜାଗି ବାସୁଦେବ ବାଣ ବ୍ୟାନ୍‌କୁ ବିରୋଧ କରିଛନ୍ତି। ପିଲାମାନଙ୍କୁ ବାଣ ଫୁଟାଇବାରୁ ନରୋକିବା ଲାଗି ଭିଡିଓ ଜାରି କରି କହିଛନ୍ତି ସଦ୍‌ଗୁରୁ। ବୁଧବାର ପୋଷ୍ଟ କରାଯାଇଥିବା ଏକ ଟୁଇଟରେ ସେ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତିତ ଥିବା ସମସ୍ତ…

ଏଥର ଦିପାବଳୀରେ ରାଜଧାନୀରେ ବାଣ ବ୍ୟାନ୍‌

ନୂଆଦିଲ୍ଲୀ: ଏଥର ରାଜଧାନୀ‌ରେ ବାଣ ଫୁଟିବା ଉପରେ ପ୍ରତିବନ୍ଧକ ଲଗାଯାଇଛି। ସହରରେ ଭୟଙ୍କର ପ୍ରଦୂଷଣ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀରେ ଏଥର ମଧ୍ୟ ବାଣ ଉପରେ ନିଷେଦ୍ଧାଦେଶ ଜାରି କରିଛନ୍ତି ଦିଲ୍ଲୀ ସରକାର। ବାଣ ସଂରକ୍ଷଣ, ବିକ୍ରୟ ଏବଂ ବ୍ୟବହାର ଉପରେ ବ୍ୟାନ୍‌ ଲାଗାଯାଇଛି।…