Latest Odisha News

BREAKING NEWS

Browsing Tag

Firecrackers

ଦୀପାବଳି ଦିନ ରାତି ୮ଟାରୁ ୧୦ଟା ବାଣ ଫୁଟାଇବାକୁ ଅନୁମତି

ଭୁବନେଶ୍ୱର: ରାଜଧାନୀରେ ମେଲିଛି ବାଣ ପସରା । ଦୋକାନରେ ରହିଛି ଭଳିକି ଭଳି ଭେରାଇଟିର ବାଣ । କୁମ୍ପି ହେଉ କି ଚକ୍ରି ଝରଝରି ସବୁ ପ୍ରକାର ବାଣ ବିକ୍ରି ହେଉଛି । ଓଡ଼ିଶାକୁ ବାତ୍ୟା ବିପଦ ଟଳିଥିବା ବେଳେ ଦୀର୍ଘ ୨ ବର୍ଷ ପରେ କରୋନା କଟକଣା ନଥିବାରୁ ବାଣ ଫୁଟାଇ ଖୁସି ମନାଇବାକୁ ସମସ୍ତେ…

୧ ନମ୍ବର ହାଟରେ ପୋଲିସର ରେଡ୍, ବିପୁଳ ବାଣ ଜବତ

ଭୁବନେଶ୍ୱର: ଆଉ ୪ ଦିନ ପରେ ଦୀପାବଳି । ବାଣ ଫୁଟାଇବା ପାଇଁ ସମସ୍ତେ ଉତ୍ସୁକ ଥିବାବେଳେ ବଜାରରେ ବାଣର ପସରା ମେଲିଛି । ଏଣେ ବିଭିନ୍ନ ସ୍ଥାନରେ ବେଆଇନ୍ ଭାବେ ବାଣ ନିର୍ମାଣ ସହ ବିକ୍ରି କରାଯାଉଛି । ଦିନକ ତଳେ କଟକରେ ବେଆଇନ୍ ବାଣ ନିର୍ମାଣ କରୁଥିବା ୬ ଜଣଙ୍କୁ ପୋଲିସ ଗିରଫ କରିଥିଲା । ଆଜି…

ଏଥର ଦୀପାବଳିରେ ରାଜଧାନୀର ୭ଟି ସ୍ଥାନରେ ବିକ୍ରି ହେବ ବାଣ

ଭୁବନେଶ୍ୱର: ଦୀପାବଳିରେ ରାଜଧାନୀରୁ କେଉଁଠି କିଣିବେ ବାଣ । ଏନେଇ ଆପଣ ଦ୍ୱନ୍ଦ୍ୱରେ ରୁହନ୍ତୁ ନାହିଁ । ରାଜଧାନୀର ୭ଟି ସ୍ଥାନରେ ବାଣ ବିକ୍ରି ନେଇ ଅନୁମତି ମିଳିଛି । ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ୭ଟି ସ୍ଥାନକୁ ବାଣ ବିକ୍ରି ଲାଗି ଚିହ୍ନଟ କରାଯାଇଛି । ଏଥିପାଇଁ…

ବିଭିନ୍ନ ରାଜ୍ୟରେ ବାଣ ଫୁଟାଇବା ଉପରେ ନିଷିଦ୍ଧାଦେଶ ଜାରି କରିଛନ୍ତି ରାଜ୍ୟ ସରକାର; ଜାଣନ୍ତୁ ଗ୍ରୀନ୍‌ କ୍ରାକର୍‌କୁ…

ନୂଆଦିଲ୍ଲୀ: କରୋନା ସଙ୍କଟ ଏବଂ ବାୟୁ ପ୍ରଦୂଷଣ ମଧ୍ୟରେ ଅନେକ ରାଜ୍ୟ ସରକାର ବାଣ ଫୁଟାଇବା ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଦିଲ୍ଲୀ, ହରିୟାଣା, ପଶ୍ଚିମବଙ୍ଗ ଏବଂ ରାଜସ୍ଥାନ ପରେ ବର୍ତ୍ତମାନ ଓଡିଶା ସରକାର ମଧ୍ୟ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଓଡିଶା ସରକାର ୧୦ ରୁ ୩୦ ନଭେମ୍ବର ୨୦୨୦…

ବାଣ ବଜାର ନ ଖୋଲିବାକୁ ଆହ୍ୱାନ

ବ୍ରହ୍ମପୁର:କରୋନା ଭିତରେ ବାଣ ବଜାର ନ ଖୋଲିବାକୁ ଆହ୍ୱନ । ଗ୍ରୀନ୍ ଓ କୋଭିଡ ମୁକ୍ତ ଦୀପାବଳି ପାଇଁ ଗଂଜାମ ଜିଲ୍ଲାପାଳ ଆହ୍ୱାନ କରିଛନ୍ତି । ଏଥିସହ ବାଣ ମାର୍କେଟ ନ ଖୋଲିବାକୁ ସେ ନିବେଦନ କରିଛନ୍ତି । ସେ କହିଛନ୍ତି, ପ୍ରଥମେ ବାଣ ମାର୍କେଟ ଖୋଲିବା ନେଇ ଯେଉଁ ଗାଇଡଲାଇନ୍ ରହିଛି ତାହା…

ବିବାହ ପ୍ରୋସେସନରେ ଫୁଟିଲା ବାଣ; ୫ ଶିଶୁ ଆହତ

ମୁଜାଫରନଗର: ମୁଜାଫରନଗର ନିକଟ ଏକ ଗ୍ରାମରେ ବିବାହ ପ୍ରୋସେସନ୍ ଚାଲିଥିବା ବେଳେ ବାଣ ଫୁଟି ୫ ଜଣ ଶିଶୁ ଗୁରୁତର ଆହତ ହୋଇଛନ୍ତି । ଏହି ଘଟଣାଟି ରବିବାର ରାତିରେ ଘଟିଥିବା ନେଇ ସୂଚନା ମିଳିଛି । ଆହତଙ୍କ ମଧ୍ୟରେ ଶବନ୍ (୭), ଉମେଦ୍ (୮), ରିହାନ୍ (୯), ୧୦ ବର୍ଷୀୟ ଅଙ୍କିତ ଓ ଅମିର…

କଟକରୁ ୫୦ ଲକ୍ଷର ବାଣ ଜବତ

କଟକ: କଟକ ଜିଲ୍ଲା ଜଗତପୁର ନିକଟ ତ୍ରିଲୋଚନପୁର ଓ ମହାଜନପୁର ଗ୍ରାମରେ ପୋଲିସ ଶନିବାର ଦିନ ଚଢାଉ କରିବା ସହ ପ୍ରାୟ ୫୦ ଲକ୍ଷ ଟଙ୍କାରୁ ଅଧିକ ବାଣ ଜବତ କରିଛି । କୌଣସି ସୁତ୍ରରୁ ଖବର ପାଇ ଆଇଆଇସିଙ୍କ ନେତୃତ୍ୱରେ ଜଗତସିଂହପୁର ଥାନାର ୧୦ ଜଣିଆ ଟିମ୍ ଓ ୪ ପ୍ଲାଟୁନ ଫୋର୍ସ ଉକ୍ତ ଗ୍ରାମ…