Latest Odisha News
Browsing Tag

First phase cut off marks

ପ୍ରକାଶ ପାଇଲା +୨ କର୍ଟ ଅଫ୍ ମାର୍କ

କଟକ: ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମେରିଟ ଲିଷ୍ଟ । ଏଥିରେ ମନୋନୀତ ଛାତ୍ରଛାତ୍ରୀମାନେ ୨୨ ତାରିଖରୁ ୨୭ ତାରିଖ ମଧ୍ୟରେ ନାମ ଲେଖାଇବେ। ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ ମୋଟ ୪ ଲକ୍ଷ ୭୬ ହଜାର ୯୩ ଜଣ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୨୬ ହଜାର ୪୭୨ ଜଣଙ୍କ ନାଁ…