Latest Odisha News
Browsing Tag

Flight Crash

ନେପାଳ ବିମାନ ଦୁର୍ଘଟଣା, ମୃତକଙ୍କ ମଧ୍ୟରେ ୫ ଭାରତୀୟ ଥିବା ସୂଚନା

କାଠମାଣ୍ଡୁ: ନେପାଳର ପୋଖରାରେ ବିମାନ ଦୁର୍ଘଟଣାରେ ଏବେ ସୁଦ୍ଧା ୩୬ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଛି । ୭୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନରେ ୧୦ ଜଣ ବିଦେଶୀ ଥିଲେ । ବିମାନଟି ପୋଖରା ବିମାନବନ୍ଦରରେ ଅବତରଣ ବେଳେ ନଦୀ ପାର୍ଶ୍ୱକୁ ଖସି ଜଳି ଯାଇଥିଲା । ଦୁର୍ଘଟଣାଗ୍ରସ୍ତ ATR-72…

ବିମାନରେ ଯାତ୍ରା କରୁଥିଲେ କୁକୁର, ଲାଣ୍ଡିଂ ସମୟରେ ଘଟିଲା ଦୁର୍ଘଟଣା

ବିମାନରେ ଯାଉଥିଲେ କୁକୁର । ଗୋଟିଏ ବା ୨ଟି ନୁହେଁ, ୫୩ କୁକୁର କରୁଥିଲେ ବିମାନଯାତ୍ରା । କୁକୁରଙ୍କ ସହ ୩ ଜଣ ଯାତ୍ରୀ ମଧ୍ୟ ଥିଲେ । ହେଲେ ଲାଣ୍ଡ କରୁ କରୁ ବିମାନ କ୍ରାଶ ହୋଇଗଲା । ଲାଣ୍ଡ କରିବା ସମୟରେ ନିକଟରେ ଥିବା ଗଛକୁ ଧକା ଦେଇ କିଛି ଦୂରକୁ ଘୋଷାଡି ହୋଇ ଯାଇଥିଲା ।  ତେବେ…