Latest Odisha News

BREAKING NEWS

Browsing Tag

Flight

ଆଜିଠୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ

ଭୁବନେଶ୍ୱର : ବିମାନଯାତ୍ରୀଙ୍କ ପାଇଁ ଖୁସି ଖବର । ଆଜିଠୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ । ଆଜିଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ସୋମବାରରୁ ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ଇଣ୍ଡିଗୋ…

ଭୁବନେଶ୍ୱରରୁ ଗଞ୍ଜାମ ରଙ୍ଗେଇଲୁଣ୍ଡାକୁ ଉଡ଼ାଣ ଭରିଲା ବିମାନ  

ଭୁବନେଶ୍ୱର : ଆଜି ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ୍‌ରୁ ଉଡ଼ିଲା ବିମାନ । ଏଥିପାଇଁ ସରିଛି ସମସ୍ତ ପ୍ରସ୍ତୁତି । ଆଜି ପଞ୍ଚାୟତିରାଜ ଦିବସ ଅବସରରେ ଭୁବନେଶ୍ବର-ରଙ୍ଗେଇଲୁଣ୍ଡା-ଭୁବନେଶଜ୍ବର ବିମାନ ଉଡ଼ାଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ପ୍ରାଥମିକ ପର୍ଯ୍ୟାୟରେ…

ଦିନକ ପରେ ରଙ୍ଗେଇଲୁଣ୍ଡାରୁ ଉଡିବ ବିମାନ

ଗୋପାଳପୁର:ରଙ୍ଗେଇଲୁଣ୍ଡାରୁ ଉଡିବ ବିମାନ । ସମସ୍ତ ପ୍ରସ୍ତୁତି ସରିଛି । ଆଉ ମାତ୍ର ୨୪ ଘଣ୍ଟାର ଅପେକ୍ଷା । ଇଣ୍ଡିଆ :ାନ ଏୟାର ଚଳାଇବ ୯ ସିଟ ବିଶିଷ୍ଟ ବିମାନ । ଗତକାଲି ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢୀ ଓ ମୁଖ୍ୟ ଯନ୍ତ୍ରୀ ତାରା ପ୍ରସାଦ ମିଶ୍ର ରଙ୍ଗେଇଲୁଣ୍ଡା…

ପକ୍ଷୀ ମାଡ଼ ହେବାରୁ ଭୁବନେଶ୍ୱରରେ ଜରୁରୀ ଅବତରଣ କଲା ଏୟାର ଏସିଆ ବିମାନ

ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏୟାର ଏସିଆର ଏକ ବିମାନ ଜରୁରୀ ଅବତରଣ କରିଛି । ବିମାନରେ ପକ୍ଷୀ ମାଡ଼ ହେବା ପରେ ଜରୁରୀ ଅବତରଣ କରାଯାଇଥିଲା ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ, ଭୁବନେଶ୍ୱର ବିମାନବନ୍ଦରରୁ ପୁଣେ ଅଭିମୁଖେ ସନ୍ଧ୍ୟା ୫ଟାରେ ବିମାନ…

ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ

ଭୁବନେଶ୍ୱର: ଆସନ୍ତା ମାସରୁ ଦୁବାଇକୁ ଉଡ଼ିବ ବିମାନ । ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ପାଇ ପାରିବେ ଯାତ୍ରୀ । ମାର୍ଚ୍ଚ ୫ ତାରିଖରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ । ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀରୁ…

ରାଜଧାନୀରୁ ଷ୍ଟିଲସିଟିକୁ ଉଡ଼ିଲା ବିମାନ

ଭୁବନେଶ୍ୱର:ଆଜିଠୁ ଭୁବନେଶ୍ୱରରୁ ରାଉରକେଲାକୁ ଉଡ଼ି‍ବ ବିମାନ। ଭିଡିଓ କନଫରେନ୍ସିଂରେ ଆଜିର ଶୁଭାରମ୍ଭ କକରିଛନ୍ତି ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିମାନବନ୍ଦରରେ ସବୁଜ ପତାକା…

୧୩୫ ଟଙ୍କାରେ ୭ ଦିନିଆ ବିଦେଶ ଯାତ୍ରା

ନୁୂଆଦିଲ୍ଲୀ:  ବିଦେଶ ଯାତ୍ରା କରିବାକୁ ସମସ୍ତଙ୍କର ମନ । ହେଲେ ପକେଟ ସମସ୍ତଙ୍କୁ ଅନୁମତି ଦିଏନି । ତେଣୁ ବିଦେଶ ଭ୍ରମଣ ସ୍ୱପ୍ନ ସମସ୍ତଙ୍କର ଅଧାରେ ରହିଯାଏ । ହେଲେ ଏହି ଖବର ଶୁଣିବା ପରେ ମରିଯାଇଥିବା ସ୍ୱପ୍ନ ପୁଣି ମୁଣ୍ଡ ଟେକିବ । ମାତ୍ର ୧୩୫ଟଙ୍କାରେ ୭ ଦିନିଆ ବିଦେଶ ଯାତ୍ରା । ତା…

ତୀର୍ଥ ଯାତ୍ରା ପାଇଁ ୭୫ ବର୍ଷରୁ ଅଧିକ ବୟସ୍କଙ୍କୁ ବିମାନରେ ପଠାଇବେ ସରକାର

ଭୋପାଳ: ଆଉ ବସ୍ କି ଟ୍ରେନ୍ ନୁହେଁ, ଏଣିକି ବିମାନରେ ବୟସ୍କଙ୍କୁ ତୀର୍ଥ ଯାତ୍ରାରେ ପଠାଇବେ ସରକାର । ଆଜ୍ଞା ହଁ ଏମିତି ନିଷ୍ପତ୍ତି ନେଇଛନ୍ତି ମଧ୍ୟପ୍ରଦେଶ ସରକାର । ୭୫ ବର୍ଷରୁ ଅଧିକ ବୟସ୍କଙ୍କୁ ସରକାର ବିମାନରେ ତୀର୍ଥ ଯାତ୍ରା ଲାଗି ପଠାଇବାକୁ ଯୋଜନା କରିଛନ୍ତି । ବିମାନରେ ସରକାର…

ଫେରି ଆସିଲା ଏୟାର୍‌ ଇଣ୍ଡିଆ ବିମାନ: ୟୁକ୍ରେନ୍‌ରେ ଫସି ରହିଗଲେ ଅନେକ ଭାରତୀୟ

ଦିଲ୍ଲୀ: ଫେରି ଆସିଲା ଏୟାର୍‌ ଇଣ୍ଡିଆ ବିମାନ । ୟୁକ୍ରେନ୍‌ରେ ଫସି ରହିଗଲେ ଅନେକ ଭାରତୀୟ । ରୁଷ୍‌ ଆକ୍ରମଣ ହେତୁ ବେସାମରିକ ବିମାନ ଚଳାଚଳ ପାଇଁ ୟୁକ୍ରେନ୍‌ ଆକାଶ ମାର୍ଗ ବନ୍ଦ କରିଦେବାରୁ ସେଠାରେ ଥିବା ଭାରତୀୟ ନାଗରିକମାନଙ୍କୁ ଆଣିବାକୁ ଯାଇଥିବା  ଏକ ବିମାନ ଫେରି ଆସିଛି । ରୁଷ୍‌ ଓ…

ଆଜିଠୁ ଆରମ୍ଭ ହେବ ଝାରସୁଗୁଡା-ପାଟନା ମଧ୍ୟରେ ବିମାନ ଚଳାଚଳ

ଝାରସୁଗୁଡା: ଦେଶର ଦ୍ୱିତୀୟ ବୃହତ୍ତମ ବିମାନ କମ୍ପାନୀ ସ୍ପାଇସଜେଟ୍ ପଶ୍ଚିମ ଓଡିଶା ସହରର ଲୋକଙ୍କ ଦୀର୍ଘ ଦିନର ଦାବି ପୂରଣ କରିଛି। ଶନିବାର ଦିନ ଅର୍ଥାତ୍‌ ଆଜିଠୁ ଝାରସୁଗୁଡା ଏବଂ ପାଟନା ମଧ୍ୟରେ ବିମାନ ସେବା ଆରମ୍ଭ କରିଛି। ବୀର ସୁରେନ୍ଦ୍ର ସାଏ ବିମାନବନ୍ଦର ଅଧିକାରୀ କିଶୋର କୁମାର…