Latest Odisha News

BREAKING NEWS

Browsing Tag

Flood Affected District

ବରୀରେ ସୃଷ୍ଟି ହୋଇଥିବା ସମସ୍ତ ଘାଇ ମନୁଷ୍ୟକୃତ, ଅଭିଯୋଗ ଆଣିଲେ ପୂର୍ବତନ ବିଧାୟକ

ବରୀ: ବରୀରେ ଲଗାଣ ବର୍ଷା ଯୋଗୁଁ ଅନେକ ସ୍ଥାନରେ ଘାଇ ସୃଷ୍ଟି ହୋଇଛି । ତେବେ ଏହି ଘାଇକୁ ନେଇ ଏବେ ରାଜନୀତି ଜୋର୍ ଧରିଛି । ସୃଷ୍ଟି ହୋଇଥିବା ଘାଇଗୁଡିକ ମନୁଷ୍ୟକୃତି ବୋଲି ଅଭିଯୋଗ ଆଣିଛନ୍ତି ପୂର୍ବତନ ବରୀ ବିଧାୟକ ଦେବାଶିଷ ନାୟକ । ପୂର୍ବତନ ବିଧାୟକ ଦେବାଶିଷ ନାୟକ ବୁଧବାର ବରୀରେ…

ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ଘୋଷଣା, ମିଳିବ ୫୦ କେଜି ଚାଉଲ ଓ ୫ଶହ ଟଙ୍କା

ଭୁବନେଶ୍ୱର: ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ଘୋଷଣା ହେଲା ସହାତୟା । ବନ୍ୟାଂଚଳ ବୁଲି ଦେଖିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ଘୋଷଣା କରିଛନ୍ତି । ବନ୍ୟା ଯୋଗୁଁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ ଆଶ୍ରୟସ୍ଥଳରେ ଥିବା ପର୍ଯ୍ୟନ୍ତ ରନ୍ଧା ଖାଦ୍ୟ/ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ।…

ଆକାଶମାର୍ଗରୁ ବନ୍ୟା ସ୍ଥିତି ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆକାଶମାର୍ଗରୁ ବନ୍ୟା ଅଂଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ଆଜି ବନ୍ୟାଞ୍ଚଳ ପରିଦର୍ଶନ କଲି। ବହୁ ଜିଲ୍ଲା ଜଳମଗ୍ନ ହୋଇଛି, ବହୁ ଗାଁ ବୁଡ଼ିଯାଇଛି, ଅନେକ ଘର ଭାଙ୍ଗି ଯାଇଛି ଏବଂ ବହୁ ସ୍ଥାନରେ ରାସ୍ତା…

ଆସନ୍ତାକାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ବନ୍ୟାଂଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି । ବନ୍ୟା ଅଞ୍ଚଳ ପରିଦର୍ଶନ ପରେ ବରିଷ୍ଠ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଏହାସହ ଏବେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ…

ବନ୍ୟାରେ ୧୦ ଜିଲ୍ଲାର ୩୯ଟି ବ୍ଲକ ପ୍ରଭାବିତ, ପାଣି ଘେରରେ ୫୫୧ଟି ଗାଁ

ଭୁବନେଶ୍ୱର: ଲଘୁଚାପ ଜନିତ ବର୍ଷା ଓ ପରବର୍ତ୍ତୀ ବନ୍ୟାରେ ରାଜ୍ୟର ୧୦ଟି ଜିଲ୍ଲା ପ୍ରଭାବିତ ହୋଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ଅନୁଗୋଳ, ବଲାଙ୍ଗିର, ବାଲେଶ୍ୱର, ବୌଦ୍ଧ, କଟକ, ଯାଜପୁର, ଢେଙ୍କାନାଳ, ନୂଆପଡ଼ା, ଦେବଗଡ଼ ଓ ସୋନପୁର । କ୍ଷତିଗ୍ରସ୍ତ ହୋଇଛି ୩୯ଟି ବ୍ଲକର ୯୯୭ଟି ଗାଁ । ବର୍ଷା…