Latest Odisha News

BREAKING NEWS

Browsing Tag

Flood alert

‘ମାମୁ ଭଣଜା ଯୋଡି ଡିନାମାଇଟ ଲଗାଇ ବନ୍ଧ ଭାଙ୍ଗିଛନ୍ତି’

ଭୁବନେଶ୍ୱର: ମାମୁ ଭଣଜା ଯୋଡି ଡିନାମାଇଟ ଲଗାଇ ନଦୀର ବନ୍ଧ ଭାଙ୍ଗିଛନ୍ତି । ନଦୀ ବନ୍ଧ ଭାଙ୍ଗି ଲକ୍ଷାଧିକ ଲୋକଙ୍କ ଜୀବନକୁ ସଂକଟାପନ୍ନ କରିଛନ୍ତି । ଏପରି କହି ଆଜି ସାମ୍ବାଦିକ ସମ୍ମିଳନୀରେ ବିଜେଡି ଉପରେ ବର୍ଷିଛନ୍ତି ବିଜେପି ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତସିଂହାର । ସେ…

ଆସନ୍ତାକାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ବନ୍ୟାଂଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସୂଚନା ଦେଇଛନ୍ତି । ବନ୍ୟା ଅଞ୍ଚଳ ପରିଦର୍ଶନ ପରେ ବରିଷ୍ଠ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଏହାସହ ଏବେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ…

ବନ୍ଦ ହେଲା ହୀରାକୁଦ ଡ୍ୟାମର ୩ଟି ଗେଟ୍‌

ଭୁବନେଶ୍ୱର: ହୀରାକୁଦ ଜଳଭଣ୍ଡାରର ବନ୍ଦ ହେଲା ୩ଟି ଗେଟ୍ । ଏବେ ୪୩ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ତେବେ ହୀରାକୁଦର ସ୍ଥିତିରେ ସାମାନ୍ୟ ସୁଧାର ଆସିଛି । ଡ୍ୟାମକୁ ଜଳ ପ୍ରବେଶ କମିଛି। ଏବେ ଡ୍ୟାମକୁ ୬ଲକ୍ଷ ୮୮ ହଜାର ୮୬୩ କ୍ୟୁସେକ ଜଳ ପ୍ରବେଶ କରୁଛି। ସେହିପରି ଡ୍ୟାମରୁ ୭ଲକ୍ଷ ୬୫…

ବନ୍ୟା ଯୋଗୁଁ ୨୦ ଜିଲ୍ଳା ପ୍ରଭାବିତ, ୧୭ ମୃତ: ଏସ୍‌ଆର୍‌ସି

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଥିଲା । ଫଳରେ ହୀରାକୁଦ ଡ୍ୟାମର ଗୋଟିଏ ପରେ ଗୋଟିଏ ଗେଟ୍ ଖୋଲା ଯାଇଛି । ଏଥିଯୋଗୁଁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏହି ବନ୍ୟାରେ କ’ଣ ସବୁ କ୍ଷୟକ୍ଷତି ହୋଇଛି ସେ ନେଇ ଏସ୍‌ଆର୍‌ସି ସୂଚନା…

ଦଳେଇ ଘାଇରେ ବିପଦ ସଂକେତ ଟପିଲା

ଜଗତସିଂହପୁର: ଦଳେଇ ଘାଇରେ ବିପଦ ସଂକେତ ଟପିଲା ଦେବୀ ନଦୀ । ଏଠାରେ ବିପଦ ସଂକେତ ୫୭ ଫୁଟ୍ ରହିଥିବା ବେଳେ ଏବେ ଏଠାରେ ୫୭.୧୦ ଫୁଟରେ ଜଳ ପ୍ରବାହିତ ହେଉଛି । ସେହିପରି ମାଛ ଗାଁରେ ମଧ୍ୟ ବିପଦ ସଂକେତ ଟପିଛି ଦେବୀ ନଦୀ । ଏଠାରେ ବିପଦ ସଂକେତ ୧୩ ଫୁଟ ଥିବା ବେଳେ ଏବେ ୧୪.୪୦ ଫୁଟ ଉପରେ…

ବୈତରଣୀରେ ମଧ୍ୟମ ଧରଣର ବନ୍ୟା, ମୟୂରଭଞ୍ଜରେ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସମ୍ଭାବ୍ୟ ବନ୍ୟା ସ୍ଥିତି ଉପୁଜିଛି । ସ୍ୱତନ୍ତ୍ର ରିଲିଫ କମିଶନର କହିଛନ୍ତି, ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ ଗୋଟିଏ ଲେଖାଏଁ ଓଡ୍ରାଫ ଟିମ୍ ମୁତୟନ କରାଯାଇଛି । ବାଲେଶ୍ୱର…