ବନ୍ୟା କ୍ଷୟକ୍ଷତି ରିପୋର୍ଟର ଶ୍ୱେତପତ୍ର ପ୍ରକାଶ କରନ୍ତୁ ସରକାର
ଭୁବନେଶ୍ୱର : ବନ୍ୟା ପାଇଁ ରାଜ୍ୟ ସରକାର ଦାୟୀ । ସରକାର ବନ୍ୟା କ୍ଷୟକ୍ଷତି ଆକଳନରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି । ରାଜ୍ୟ ସରକାର କେତେବେଳେ, କେଉଁ ଅଧିକାରୀମାନେ, କେଉଁ କେଉଁ ବନ୍ୟାଂଚଳ ପରିଦର୍ଶନ କରି ଏବଂ କେଉଁ ତଥ୍ୟ ଆଧାରରେ ୧୨୮ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ? ମିଛ…