Latest Odisha News

BREAKING NEWS

Browsing Tag

flood odisha

ବନ୍ୟା କ୍ଷୟକ୍ଷତି ରିପୋର୍ଟର ଶ୍ୱେତପତ୍ର ପ୍ରକାଶ କରନ୍ତୁ ସରକାର

ଭୁବନେଶ୍ୱର : ବନ୍ୟା ପାଇଁ ରାଜ୍ୟ ସରକାର ଦାୟୀ । ସରକାର ବନ୍ୟା କ୍ଷୟକ୍ଷତି ଆକଳନରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି  । ରାଜ୍ୟ ସରକାର କେତେବେଳେ, କେଉଁ ଅଧିକାରୀମାନେ, କେଉଁ କେଉଁ ବନ୍ୟାଂଚଳ ପରିଦର୍ଶନ କରି ଏବଂ କେଉଁ ତଥ୍ୟ ଆଧାରରେ ୧୨୮ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ? ମିଛ…

ବନ୍ୟାରେ ଭାଙ୍ଗିଛି ୧୪ ହଜାର ୨୩୫ ଘର

ଭୁବନେଶ୍ୱର : ପ୍ରବଳ ବର୍ଷା ପରେ ରାଜ୍ୟରେ ବନ୍ୟାର ବିଭୀଷିକା ସୃଷ୍ଟି ହୋଇଥିଲା  । ଏଥିରେ ରାଜ୍ୟରେ ଅନେକ ଧନ ଜୀବନ ନଷ୍ଟ ହୋଇଥିଲା ।  ଆଜି ରାଜ୍ୟରେ ହୋଇଥିବା ବନ୍ୟାର କ୍ଷୟକ୍ଷତି ରିପୋର୍ଟ ଆସିଛି। ବନ୍ୟାରେ ୧୪ ହଜାର ୨୩୫ ଘର ଭାଙ୍ଗିଛି । ଏଥିରେ ୧ଲକ୍ଷ ୨୬ ହଜାର ୧୬୨ ହେକ୍ଟର ଚାଷଜମି…

ବନ୍ୟା ଉଜାଡ଼ିଦେଇଛି ଚାଷୀଙ୍କ ଫସଲ ,୧ଲକ୍ଷ ୨୦ ହଜାର ହେକ୍ଟର ଚାଷ ଜମି ନଷ୍ଟ ।

ଭୁବନେଶ୍ୱର : ବନ୍ୟାର ବିଭୀଷିକା ପରେ ବନ୍ୟାରେ କ୍ଷୟକ୍ଷତି ହୋଇଥିବା ନେଇ ରିପୋର୍ଟ ଆସିଛି  । ବନ୍ୟା ଉଜାଡ଼ିଦେଇଛି ଚାଷୀଙ୍କ ଫସଲ । ଜିଲ୍ଲା ପ୍ରଶାସନ ରାଜସ୍ୱ ବିଭାଗକୁ ପ୍ରଦାନ କରିଥିବା ରିପେର୍ଟ ଅନୁସାରେ  ରାଜ୍ୟର ୧ଲକ୍ଷ ୨୦ ହଜାର ହେକ୍ଟର ଚାଷ ଜମି ନଷ୍ଟ ହୋଇଛି  । ବନ୍ୟା ପ୍ରଭାବରେ…

ବନ୍ୟାଞ୍ଚଳ ପାଇଁ  ରିଲିଫ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି,…