Latest Odisha News

BREAKING NEWS

Browsing Tag

Flood Water

ଆଜି ହୀରାକୁଦ ଡ୍ୟାମ୍ ଛାଡ଼ିବ ଚଳିତବର୍ଷର ପ୍ରଥମ ବନ୍ୟା ଜଳ

ସମ୍ୱଲପୁର: ହୀରାକୁଦ ଜଳଭଣ୍ଡାରରୁ ଆଜି ଛଡ଼ାଯିବ ଚଳିତବର୍ଷର ପ୍ରଥମ ବନ୍ୟା ଜଳ । ଦିନ ୧୧ଟା ବେଳେ ଜଳ ନିଷ୍କାସନ ନେଇ ସମୟ ଧାର୍ୟ୍ୟ ହୋଇଛି । ବିଧି ଅନୁସାରେ ପୂଜାର୍ଚ୍ଚନା ପରେ ୭ ନମ୍ବର ଗେଟ୍ ପ୍ରଥମ ବନ୍ୟା ଜଳ ଛଡ଼ାଯିବ । ଏହାପରେ ଆଉ କେତୋଟି ଗେଟ୍ ଖୋଲାଯିବ ସେନେଇ ଡ୍ୟାମ୍ କର୍ତ୍ତୃପକ୍ଷ…

ପ୍ରବଳ ବର୍ଷାରେ ବନ୍ୟା ଚିନ୍ତା

ଯାଜପୁର: ବାତ୍ୟା ଗଲା । ଏବେ ବାତ୍ୟା ପରେ ପରେ ବନ୍ୟା ଚିନ୍ତା । ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ଫଳରେ ବୈତରଣୀ ଏବଂ ଏହାର ଶାଖା ନଦୀରେ ପ୍ରଥମ ବନ୍ୟା ଜଳ ଆସିଛି। ଆଖୁଆପଦାଠାରେ ନଦୀ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ଯାଜପୁର ଜିଲ୍ଲାର ଯାଜପୁର, ଦଶରଥପୁର ଏବଂ କୋରେଇ ବ୍ଲକ ଅଂଚଳରେ…

ଲଗାଣ ବର୍ଷାରେ ବଢୁଛି ବିଭିନ୍ନ ଡ୍ୟାମର ଜଳସ୍ତର, ଖୋଲିଲା ହୀରାକୁଦର ୨ଟି ଗେଟ୍

କୋରାପୁଟ/ନବରଙ୍ଗପୁର/ସମ୍ବଲପୁର: ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଯୋଗୁଁ ରାଜ୍ୟର ବିଭିନ୍ନ ଡ୍ୟାମର ଜଳସ୍ତର ବଢିବାରେ ଲାଗିଛି । ଯାହାଫଳରେ ଜଳ ନିଷ୍କାସନ ଲାଗି ଡ୍ୟାମର କିଛି କିଛି ଗେଟ୍ ଖୋଲାଯାଉଛି । କୋରାପୁଟ ଜିଲ୍ଲାରେ ଥିବା ମାଛକୁଣ୍ଡ ଡ୍ୟାମର ୪ଟି ଗେଟକୁ ଆଜି…

ଖୋଲିଲା ହୀରାକୁଦ ଡ୍ୟାମର ଆଉ ୨ଟି ଗେଟ୍

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଲାଗି ରବିବାର ଦିନ ଆଉ ୨ଟି ଗେଟ୍ ଖୋଲିଛନ୍ତି ଡ୍ୟାମ୍ କର୍ତ୍ତୃପକ୍ଷ । ମିଳିଥିବା ସୂଚନାନୁଯାୟୀ ବର୍ଷା ଯୋଗୁଁ ଆଜି ସକାଳ ୭ଟା ସୁଦ୍ଧା ଏହି ଜଳଭଣ୍ଡାରର ଜଳସ୍ତର ୬୨୦.୧୭ ଫୁଟକୁ ଛୁଇଁଥିଲା । ଏହା ମଧ୍ୟକୁ ସେକେଣ୍ଡ ପିଛା ୧,୫୧,୨୨୫…

ମହାନଦୀରେ ବନ୍ୟା ଆଶଙ୍କା ନାହିଁ: ଓଡିଶା ସରକାର

ଭୁବନେଶ୍ୱର: ହୀରାକୁଦ ଜଳ ଭଣ୍ଡାରର ୫ଟି ଗେଟ୍ ଶନିବାର ଦିନ ବନ୍ଦ କରାଯାଇଥିବା ବେଳେ ମହାନଦୀର ତଳମୁଣ୍ଡରେ ଆଉ ବନ୍ୟା ଆଶଙ୍କା ନାହିଁ ବୋଲି କହିଛନ୍ତି ଓଡିଶା ସରକାର । ପ୍ରାପ୍ତ ସୂଚନାନୁଯାୟୀ ଗତ ଗୁରୁବାର ଦିନ ହୀରାକୁଦ ଡ୍ୟାମରୁ ଜଳ ନିଷ୍କାସନ ଲାଗି ୨୦ଟି ଗେଟ୍ ଖୋଲାଯାଇଥିବା ବେଳେ…

ହୀରାକୁଦ ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର: ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ବୁଧବାର ଦିନ ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସିତ ହୋଇଥିବା ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ପ୍ରଦାନ କରିଛନ୍ତି । ମିଳିଥିବା ସୂଚନାନୁଯାୟୀ ଆଜି ସକାଳ ୧୧ଟା ୨୪ମି.ରେ ପ୍ରଥମେ ୭ନଂ ଗେଟ୍ ଖୋଲାଯାଇଥିଲା । ଅପରପକ୍ଷରେ ଜଳ ଭଣ୍ଡାର ମଧ୍ୟକୁ ସେକେଣ୍ଡ…

ବିପଦ ସଙ୍କୁଳ ସ୍ଥିତିରେ ମହାନଦୀ ମୁହାଣ: ଜିଲ୍ଲାପାଳମାନଙ୍କୁ ଆଲର୍ଟ ଜାରି

ଭୁବନେଶ୍ୱର: ମହାନଦୀର ଉପରମୁଣ୍ଡରେ ଜାରି ରହିଥିବା ପ୍ରବଳ ବର୍ଷା ଯୋଗୁଁ ରାଜ୍ୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଉପୁଜିଛି । ଯାହାର ମୁକାବିଲା ଲାଗି ରାଜ୍ୟ ସରକାର ପ୍ରାୟ ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଜିଲ୍ଲାଗୁଡିକ ମଧ୍ୟରେ ବଲାଙ୍ଗିର, ସୋନପୁର, ବୌଦ୍ଧ,…

ବଢୁଛି ହୀରାକୁଦ ଡ୍ୟାମ୍ ଜଳସ୍ତର, ୧୪ରେ ଖୋଲିବ ଗେଟ୍

ସମ୍ବଲପୁର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍ ଡିପ୍ରେସନରେ ପରିଣତ ହେବା ଫଳରେ ମହାନଦୀର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଯୋଗୁଁ ହୀରାକୁଦ ଡ୍ୟାମର ଜଳସ୍ତରରେ ବୃଦ୍ଧି ଘଟିଛି । ଏହାକୁ ନଜରରେ ରଖି ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ଲାଗି ଆସନ୍ତା ସପ୍ତାହରେ ଗେଟ୍…