Latest Odisha News

BREAKING NEWS

Browsing Tag

flood

ବନ୍ୟା ଓ ପରବର୍ତ୍ତୀ ସ୍ଥିତି ନେଇ ଆଲର୍ଟ ରହିବାକୁ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ହୀରାକୁଦ ବନ୍ୟା ଜଳ ଛାଡ଼ିବା ପରେ ଅନେକ ଅଞ୍ଚଳ ଜଳମଗ୍ନ ହୋଇ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ । ଏହି ସମୟରେ ଅନେକ ଜଳବାହିତ ରୋଗ ଦେଖା ଦେଇଥାଏ । ଯାହାକୁ ନେଇ କ୍ଷେତ୍ର ସ୍ତରୀୟ ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ଆଲର୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ । ଏନେଇ ଜନସ୍ୱାସ୍ଥ୍ୟ…

ମହାନଦୀରେ ୨୦ ଫୁଟର ଘାଇ, ଚାଲିଛି ମରାମତି ପାଇଁ ଉଦ୍ୟମ

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ତେରମାଣପୁରରେ ମହାନଦୀରେ ବଡ଼ ଘାଇ । କୁଜଙ୍ଗ ବ୍ଲକ ରାହାମା ତେରମାଣପୁରଠାରେ ୨୦ ଫୁଟର ଘାଇ ସୃଷ୍ଟି ହୋଇଛି । ଫଳରେ ସ୍ଥାନୀୟ ଅଞ୍ଚଳ ଜଳବନ୍ଦୀ ହୋଇଛି । ଜିଲ୍ଲାର ତେରମାଣପୁର, ପୋଟସାହି ଓ ମଠ ସାହି ଭିତରେ ଘାଇ ସୃଷ୍ଟି ହୋଇ ବନ୍ୟାଜଳ ପ୍ରବେଶ କରିଛି ।…

ମୁଣ୍ଡଳିରେ ବଢ଼ୁଛି ଜଳସ୍ତର, ଆଜି ରାତି ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର: ବର୍ତ୍ତମାନ ମହାନଦୀ ମୁଣ୍ଡଳୀ ଠାରେ ପିକ୍ ଜଳ ପ୍ରବାହିତ ହେଉଛି । ଏବେ ମୁଣ୍ଡୁଳିରେ ୯.୨୦ ଲକ୍ଷ କ୍ୟୁସେକ୍ ବନ୍ୟା ଜଳ ପ୍ରବାହିତ ହେଉଛି । ଅପରାହ୍ଣ ୪ଟାରୁ ପିକ୍ ଜଳ ପ୍ରବାହିତ ହେଉଛି । ଆସନ୍ତା ୮ ଘଣ୍ଟା ପର୍ଯ୍ୟନ୍ତ ବନ୍ୟା ଜଳ ପ୍ରବାହ ଏମିତି ସ୍ଥିର ରହିବ । ଆସନ୍ତାକାଲି…

ଦିଲ୍ଲୀରେ ଜାରି ରହିଛି ଲଗାଣ ବର୍ଷା, ବନ୍ୟା ସ୍ଥିତି ନେଇ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଦିଲ୍ଲୀରେ ବନ୍ୟା ସ୍ଥିତି ଏବେବି ସଙ୍ଗୀନ ରହିଛି । ଦେଶର ରାଜଧାନୀର ବହୁ ଅଂଚଳ ଜଳବନ୍ଦୀ ରହିଛି । ଯମୁନା ନଦୀ ୪୫ ବର୍ଷର ରେକର୍ଡ ଭାଙ୍ଗି ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ୨୬ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଥିବା ବେଳେ ୪୦ରୁ ଅଧିକ କ୍ୟାମ୍ପ…

କାଲିଫର୍ଣ୍ଣିଆରେ ତାଣ୍ଡବ ରଚିଛି ଘୂର୍ଣ୍ଣିବଳୟ, ୧୯ ଜଣଙ୍କର ମୃତ୍ୟୁ

ଆମେରିକା: ଆମେରିକାର କାଲିଫର୍ନିଆରେ  ତାଣ୍ଡବ ରଚିଛି ବାତ୍ୟା । ଏହି ପ୍ରାକୃତିକ ବିପର୍ଯ୍ୟୟରେ ୧୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବନ୍ୟାରେ ଅନେକ ଘର ନଷ୍ଟ ହୋଇଯାଇଛି। ଜାତୀୟ ପାଣିପାଗ ସେବା ପୂର୍ବାନୁମାନ କରିଛି ଯେ ଆଗାମୀ ଦିନରେ ପୁଣି ଦୁଇଟି ଝଡ-ତୋଫାନ ଆତଙ୍କ ସୃଷ୍ଟି କରିପାରେ।…

ବନ୍ୟା ବିପନ୍ନଙ୍କ ପାଇଁ ୬ ଲକ୍ଷ ଟଙ୍କା ଦେଲା ଓଡ଼ିଶା ହୋଟେଲ ଓ ରେଷ୍ଟୁରାଣ୍ଟ ଆସୋସିଏସନ୍

ଭୁବନେଶ୍ୱର: ହୋଟେଲ ଓ ରେଷ୍ଟୁରାଣ୍ଟ ଆସୋସିଏସନ୍, ଓଡ଼ିଶା ବନ୍ୟା ବିପନ୍ନଙ୍କୁ ସହାୟତା ପାଇଁ ଆଗେଇ ଆସିଛି । HRAO ରାଜ୍ୟ ସରକାରଙ୍କୁ ବନ୍ୟା ବିପନ୍ନଙ୍କ ଲାଗି ୬ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି । ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ରଙ୍କ ଜରିଆରେ ଓଡ଼ିଶା ହୋଟେଲ ଓ…

ପାକିସ୍ତାନ ସମୁଦ୍ର ଭଳି ଦିଶୁଛି, ଆମକୁ ଟ୍ରିଲିୟନ୍ ଟଙ୍କା ଦରକାର: ପାକିସ୍ତାନ ପ୍ରଧାନମନ୍ତ୍ରୀ

କରାଚି: ପାକିସ୍ତାନରେ ପ୍ରଳୟଙ୍କରୀ ବନ୍ୟା । ଉଜାଡ଼ି ଦେଇଛି ସବୁକିଛି । ଜଳ ପ୍ରଳୟରେ ମୃତ୍ୟୁସଂଖ୍ୟା ୧୩୫୦କୁ ବୃଦ୍ଧି ପାଇଛି । ପାକିସ୍ତାନର ଏଭଳି ଦୁଃସ୍ଥିତିରେ ପୁଣି ଥରେ ଭାବପ୍ରବଣ ନିବେଦନ କରିଛନ୍ତି ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ । ଅନ୍ତର୍ଜାତୀୟ ସମୁଦାୟକୁ ସାହାଯ୍ୟ ମାଗି କହିଛନ୍ତି,…

ବନ୍ୟା ପରେ ଦୁର୍ଦ୍ଦଶାରେ ଚାଷୀ, ଧୋଇ ଯାଇଛି ଏକର ଏକର ଧାନ ଚାଷ

ଯାଜପୁର: ବନ୍ୟା ପାଣି ଛାଡ଼ି ଯାଇଛି । ହେଲେ ଦେଇ ଯାଇଛି ଦୁଃଖ । ନଷ୍ଟ ହୋଇ ଯାଇଛି ଏକର ଏକର ଜମିରେ ହୋଇଥିବା ଚାଷ । ଯାଜପୁରର ବୈତରଣୀ ଏବଂ ଶାଖା ନଦୀରେ ଆସିଥିବା ବନ୍ୟା ଯୋଗୁଁ ଦଶରଥପୁର, ଯାଜପୁର ବ୍ଲକର ବ୍ୟାପକ ଅଞ୍ଚଳରେ ଚାଷ କାର୍ଯ୍ୟ ନଷ୍ଟ ହୋଇଛି । ଧାନ ରୁଆ ପୋତା ସମୟରେ ବନ୍ୟା ପାଣି…

ବନ୍ୟା ଜଳରେ ବୁଡ଼ି ଜଣେ ମହିଳାଙ୍କ ମୃତ୍ୟୁ

ପୁରୀ: ସାରା ଜିଲ୍ଲାରେ ବନ୍ୟା ତାଣ୍ଡବ ରଚିଥିବା ବେଳେ ଏବେବି ଜଳ ଛାଡ଼ିନି । ଅନେକ ସ୍ଥାନରେ ଗାଁ ଦାଣ୍ଡରେ ବନ୍ୟା ଜଳର ସୁଅ ରହିଛି । ଏହାରି ଭିତରେ ପୁରୀ ଜିଲ୍ଲା ଗୋପ ବ୍ଲକରୁ ଆସିଛି ଦୁଃଖଦ ଖବର । ଗୋପରେ ବନ୍ୟା ପାଣିରେ ବୁଡ଼ି ଯାଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଗୋପ…

ବନ୍ୟା ପାଇଁ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ନାମଲେଖା ତାରିଖ ଅବଧି ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ-୩ ଛାତ୍ରଛାତ୍ରୀଙ୍କ ନାମଲେଖା ତାରିଖ ଅବଧିକୁ ବୃଦ୍ଧି କରାଯାଇଛି ।  ଏହି ମର୍ମରେ ଉଚ୍ଚଶିକ୍ଷା ମନ୍ତ୍ରୀ  ରୋହିତ ପୂଜାରୀଙ୍କ ଅନୁମୋଦନ କ୍ରମେ ଯୁକ୍ତ-୩ ନାମଲେଖା ନିମନ୍ତେ ପରିବର୍ତ୍ତିତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି ।…