Latest Odisha News

BREAKING NEWS

Browsing Tag

flood

କଳାବଜାରି କରି ଦରଦାମ ବୃଦ୍ଧି କରୁଥିବା ବ୍ୟବସାୟୀଙ୍କ ଉପରେ ଗୁଇନ୍ଦା ନଜର

ଭୁବନେଶ୍ୱର : ରାଜ୍ୟ ବାସିଙ୍କ ପାଇଁ ବୋଝ ଉପରେ ନଳିତା ବିଡା  । ବର୍ଷା ଓ ବନ୍ୟାର ଦୁଃଖ ସହ ଦରଦାମ ବୃଦ୍ଧି ରାଜ୍ୟବାସିଙ୍କ  ମୁଣ୍ଡବ୍ୟଥାର କାରଣ ପାଲିଟିଛି  । ଚାଷୀ କ୍ଷତିଗ୍ରସ୍ତ ହେବା ସହ ସେମାନଙ୍କ ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି । ତାସହ  ଦରଦାମ ବୃଦ୍ଧି ଖାଉଟି  ମାନଙ୍କ ଉପରେ ବୋଝ…

ବନ୍ୟା ସ୍ଥିତିର ସମୀକ୍ଷା କଲେ ଜଳସମ୍ପଦ ବିଭାଗ ମନ୍ତ୍ରୀ ଟୁକୁନି ସାହୁ

ଭୁବନେଶ୍ୱର : ରାଜ୍ୟର ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ଜଳ ସମ୍ପଦ ବିଭାଗ ମନ୍ତ୍ରୀ ଟୁକୁନି ସାହୁ । ଆଜି  ଦିନ ୧୧ଟାରେ ଏହି ସମୀକ୍ଷା ବୈଠକ ବସିଥିଲା । ରାଜ୍ୟରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ନେଇ ଆକ୍ସନକୁ ଆସିଛି ରାଜ୍ୟ ସରକାର । ରବିବାର ଏନେଇ ସମୀକ୍ଷା ବୈଠକ କରିଥିଲେ ଜଳସଂପଦ…

ବନ୍ୟା ପ୍ରଭାବରେ ବାଲେଶ୍ୱର ଜିଲ୍ଲା, ଉତ୍ତର ଓଡିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର :  ରାଜ୍ୟର ବନ୍ୟାସ୍ଥିତି ସମ୍ପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର ଶ୍ରୀ ପ୍ରଦୀପ ଜେନା କହିଲେ ଯେ, ଲଘୁଚାପ ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହୋଇଛି । ଝାଡଖଣ୍ଡର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗାଲୁଡିହ…

ଜଳ ସଂପଦ ମନ୍ତ୍ରୀ ଟକୁନୀ ସାହୁଙ୍କ ବନ୍ୟା ସ୍ଥିତି ସମୀକ୍ଷା

ଭୁବନେଶ୍ୱର:  ରାଜ୍ୟରେ ବନ୍ୟା ସ୍ଥିତି ଲାଗିରହିଥିବା ସହ ଅନେକ ଧନ ଜୀବନ ନଷ୍ଟ ହେଲାଣି । ବନ୍ୟା ସ୍ଥିତି ଲାଗିରହିଥିବା ବେଳେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହି ଲଘୁଚାପ ପ୍ରଭାବରେ  ଉତ୍ତର ଓଡିଶାରେ ପ୍ରବଳ ବର୍ଷା ହୋଇଥିବାରୁ ବନ୍ୟାସ୍ଥିତି ଉତ୍ପନ ହୋଇଛି  ।   ରାଜ୍ୟରେ…

ବନ୍ୟାପରେ ରାଜ୍ୟବାସୀ ସରକାରଙ୍କ ଭରସାରେ ନୁହେଁ ଭଗବାନଙ୍କ ଭରସାରେ ଅଛନ୍ତି

ଭୁବନେଶ୍ୱର : ରାଜ୍ୟରେ ଆସିଥିବା ବଡଧରଣର ବନ୍ୟାରେ ଅନେକ ଧନ ଜୀବନ ନଷ୍ଟ ହୋଇଛି । ତେବେ ଏହି ବନ୍ୟାପାଇଁ ରାଜ୍ୟ ସରକାରଙ୍କୁ ସମ୍ପୂର୍ଣ ଦାୟୀ କରିଛି ବିଜେପି  । ଏଭଲି ବନ୍ୟା  ପ୍ରାକୃତିକ ନୁହେଁ ସମ୍ପୂର୍ଣ ଭାବେ ମନୁଷ୍ୟକୃତ ବୋଲି ଏକ ସାମ୍ବାଦିକ ସମ୍ମିଳନି କରି ବିଜେପିର ସାଧାରଣ ସମ୍ପାଦକ…

ବନ୍ୟାପାଣି ଘେରରେ ବାଲିପାଟଣା ଗ୍ରାମବାସୀ

ବାଲିପାଟଣା:  ଲଗାଣ ବର୍ଷା ପରେ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକର ଅନେକ ଗ୍ରାମବାସୀ ଏବେ ପାଣିଘେରରେ । ପ୍ରାୟ ୭ ଦିନ ହେବ ଲୋକମାନେ ଜଳବନ୍ଦୀ ଅବସ୍ଥାରେ ରହି ବିଭିନ୍ନ ଅସୁବିଧାର ସମ୍ମୁଖିନ ହେଉଛନ୍ତି । କିଛି ଗ୍ରାମ ଜଳମଗ୍ନ ହେବା ଫଳରେ ଗମନା ଗମନର କୌଣସି ବିକଳ୍ପ ନାହିଁ । ପାଣି ଜମି…

ବନ୍ୟା ଦୃଷ୍ଟିରୁ ଘୁଞ୍ଚିଲା ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ନାମଲେଖା

ଭୁବନେଶ୍ବର : ରାଜ୍ୟରେ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ନାମଲେଖା ତାରିଖ ବୃଦ୍ଧି କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଅନୁମୋଦନ କ୍ରମେ ଯୁକ୍ତ ୨ ନାମଲେଖା ନିମନ୍ତେ ପରିବର୍ତ୍ତିତ କାର୍ଯ୍ଯସୂଚୀ ପ୍ରସ୍ତୁତ ହୋଇଛି।…

ବୈତରଣୀ ନଦୀର ଜଳ ସ୍ତର କମିଛି ହେଲେ ବିପଦ ଟଳିନି

ଯାଜପୁର: ବୈତରଣୀରେ ଆସିଥିବା ବନ୍ୟା ଛାଡ଼ି ଯାଇଛି ସତ ହେଲେ ବିପନ୍ନଙ୍କ ଦୁଃଖ ବଢି ଯାଇଛି । ଏବେବି ବନ୍ୟା ଜଳରେ ବୁଡ଼ି ରହିଛି ଏକର ଏକର ଚାଷ ଜମି । ଲୋକେ ଚାଷ ସହ ସହ ବାସ ହରାଇଛନ୍ତି । କିନ୍ତୁ ସାହାଯ୍ୟ ଭାବେ ଏଯାଏ ମିଳିଛି କେଇ ମୁଠା ଚୂଡ଼ା ଓ ଗୁଡ଼। ବୈତରଣୀରେ ବନ୍ୟା ଏବଂ ଶାଖା…

କମୁଛି ବନ୍ୟା ଜଳ, ବଢ଼ୁଛି ଦୁର୍ଦ୍ଦଶା

ପାରାଦୀପ: ବେଘର କରିଛି ଜଳ ପ୍ରଳୟ । ବନ୍ୟା ଉଜାଡ଼ି ଦେଇଛି ସବୁକିଛି । କିଏ ଛାତ ଉପରେ ରୋଷେଇ କରୁଛି ତ ଆଉ କିଏ ରାସ୍ତା ଉପରେ ପାଲ ଟାଣି ଘରର ସମସ୍ତ ଜିନିଷକୁ ଜଗି ରହିଛି । ମହାନଦୀରେ ବନ୍ୟା ଆସିବା ପରେ ଜଳରେ ବିତୁଛି ଜୀବନ । ଗାଁ ଦାଣ୍ଡରେ ଡଙ୍ଗା ଚାଲିଛି । ଲୋକଙ୍କ ଘର ଭିତରେ ପାଣି…

ପ୍ରଦେଶ କଂଗ୍ରେସ ପକ୍ଷରୁ ଗଠିତ ହେଲା ରାଜ୍ୟସ୍ତରୀୟ ବନ୍ୟା ରିଲିଫ କମିଟି

ଭୁବନେଶ୍ୱର :  ସଂପ୍ରତି ରାଜ୍ୟରେ ବନ୍ୟା ପରିସ୍ଥିତି ଉଗ୍ରରୂପ ଧାରଣ କରିଥିବାରୁ ପିସିସ ପକ୍ଷରୁ ଗଠିତ ହୋଇଛି ରାଜ୍ୟସ୍ତରୀ ବନ୍ୟା ରିଲିଫ କମିଟି । ଏହି କମିଟି ଜନସାଧାରଣଙ୍କୁ ସହଯୋଗ ଏବଂ ସାହାଯ୍ୟ କରିବାକୁ ନିଷ୍ପତ୍ତି ନିଆଯାଇଛି ।  ନଦୀମାନଙ୍କରେ ଘାଇ ସୃଷ୍ଟି ହେବାଫଳରେ ହଜାର ହଜାର…