ପ୍ରଦେଶ କଂଗ୍ରେସ ପକ୍ଷରୁ ଗଠିତ ହେଲା ରାଜ୍ୟସ୍ତରୀୟ ବନ୍ୟା ରିଲିଫ କମିଟି
ଭୁବନେଶ୍ୱର : ସଂପ୍ରତି ରାଜ୍ୟରେ ବନ୍ୟା ପରିସ୍ଥିତି ଉଗ୍ରରୂପ ଧାରଣ କରିଥିବାରୁ ପିସିସ ପକ୍ଷରୁ ଗଠିତ ହୋଇଛି ରାଜ୍ୟସ୍ତରୀ ବନ୍ୟା ରିଲିଫ କମିଟି । ଏହି କମିଟି ଜନସାଧାରଣଙ୍କୁ ସହଯୋଗ ଏବଂ ସାହାଯ୍ୟ କରିବାକୁ ନିଷ୍ପତ୍ତି ନିଆଯାଇଛି । ନଦୀମାନଙ୍କରେ ଘାଇ ସୃଷ୍ଟି ହେବାଫଳରେ ହଜାର ହଜାର…