ବଡ ବନ୍ୟା ଆଶଙ୍କା ନାହିଁ: ଏସ୍ଆର୍ସି
ଭୁବନେଶ୍ୱର: ଅବପାତ ଜନିତ ବର୍ଷା ଯୋଗୁଁ ରାଜ୍ୟରେ ବଡ ବନ୍ୟାର ଆଶଙ୍କା ନାହିଁ ବୋଲି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସ୍ପଷ୍ଟ କରିଛନ୍ତି । ବର୍ଷା ପ୍ରଭାବରେ ଗଜପତି ଓ ଗଂଜାମ ଜିଲ୍ଲାରେ କିଛି ମାତ୍ରାରେ କ୍ଷୟ କ୍ଷତି ହୋଇଛି । ଗଭୀର ଅବପାତ, ଅବପାତରେ ପରିଣତ ହୋଇଛି । ଏହାର ପ୍ରଭାବ…