ଆସାମରେ ବନ୍ୟା ବିତ୍ପାତ: ଜଳମଗ୍ନ କାଞ୍ଜିରଙ୍ଗା ଅଭୟାରଣ୍ୟ
ନୂଆଦିଲ୍ଲୀ: ଆସମାରେ ଗତକିଛି ଦିନ ହେବ ଜାରି ରହିଥିବା ପ୍ରବଳ ବର୍ଷା ଯୋଗୁଁ ବ୍ରହ୍ମପୁତ୍ର ନଦୀ ଜଳ ପ୍ରାୟ ୩୦ଟି ଜିଲ୍ଲାରେ ପ୍ରବେଶ କରିବା ଫଳେ ଭୀଷଣ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।
ଏହି ବନ୍ୟା ଯୋଗୁଁ ଆସାମରେ ପାଖାପାଖି ୨୬ ଲକ୍ଷରୁ ଅଧିକ ଜନଜୀବନ ପ୍ରଭାବିତ ହୋଇଛି । ଏପରିକି…