Latest Odisha News

BREAKING NEWS

Browsing Tag

Floor Test

ବିହାରରେ ବହୁମତ ପରୀକ୍ଷା ପୂର୍ବରୁ ୨୪ଟି ସ୍ଥାନରେ CBI ଚଢ଼ାଉ

ପାଟଣା: ବିହାରର ୨୪ଟି ସ୍ଥାନରେ ସିବିଆଇ ରେଡ୍ । ଚାକିରି ବଦଳରେ ଜମି ମାମଲାରେ କେନ୍ଦ୍ରୀୟ ଯାଞ୍ଚ ଏଜେନ୍ସି ସିବିଆଇ ରେଡ୍ କରିଥିବା ଜଣାପଡ଼ିଛି । ଆରଜେଡି ଏମଏଲସି ସୁନୀଲ ସିଂହ, ପୂର୍ବତନ ଆରଜେଡି ଏମଏଲସି ସୁବୋଧ ରାୟ, ରାଜ୍ୟସଭା ସାଂସଦ ଅଶଫାକ କରୀମ ଏବଂ ଫୈୟାଜ ଅହମଦଙ୍କ ବିଭିନ୍ନ ସ୍ଥାନରେ…

ED ପାଇଁ ମହାରାଷ୍ଟ୍ରରେ ଗଠନ ହେଲା ସରକାର, ବିଧାନସଭାରେ ଏମିତି କହିଲେ ଫଡନାବିସ୍

ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭାରେ ବହୁମତ ଜିତିବାରେ ସଫଳ ହୋଇଛି ଏକନାଥ ସିନ୍ଦେଙ୍କ ସରକାର । ବହୁମତ ସାବ୍ୟସ୍ତ ପରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିସ୍ ମହାବିକାଶ ଅଘାଡ଼ି ମେଣ୍ଟ ଉପରେ ଶାଣିତ ଆକ୍ରମଣ କରିଛନ୍ତି । ବିଧାନସଭାରେ ଇଡି… ଇଡି ନାରା ବିରୋଧୀ ଦେଉଥିବା ବେଳେ ଅସନ୍ତୋଷ…

ବହୁମତ ପରୀକ୍ଷା ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି ଉଦ୍ଧବ ଠାକରେ

ମୁମ୍ବାଇ: ମହାରାଷ୍ଟ୍ରରେ ରାଜନୈତିକ ସଂକଟ ଭିତରେ ବଡ଼ ସଂକେତ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ । ସେ କହିଛନ୍ତି ଯଦି ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ତାଙ୍କ ବିପକ୍ଷରେ ଯାଏ ତ ସେ ବହୁମତ ପରୀକ୍ଷା ପୂର୍ବରୁ ଇସ୍ତଫା ଦେଇ ପାରନ୍ତି । ଫଳରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ମହାରାଷ୍ଟ୍ରର…