Latest Odisha News
Browsing Tag

Flyover

ଭୁବନେଶ୍ବରରେ ଦବିଲା ଫ୍ଲାଏଓଭର ରାସ୍ତା

ଭୁବନ‌େଶ୍ବର: ଭୁବନେଶ୍ୱର ଦେଇ ଯାଇଥିବା ୧୬ ନମ୍ୱର ଜାତୀୟ ରାଜପଥରେ ସୋମବାର ଦିନ ଦବିଯାଇଛି ରାସ୍ତା। ପ୍ରବଳ ବର୍ଷା ଫଳରେ ରାସ୍ତାଟି ପ୍ରାୟ ୩ ଫୁଟ ଦବିଯାଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ଏକ ମିନି ଟ୍ରକ୍‌ ଖୋର୍ଦ୍ଧା ଅଭିମୁଖେ ଯାଉଥିଲା। ଆଇଗିଣିଆ ନିକଟସ୍ଥ ୧୬…

ଆଖି ବୁଜିଲେ ଓଭରବ୍ରିଜରୁ ଖସି ପଡ଼ିଥିବା ଛାତ୍ର

ସମ୍ବଲପୁର: ସମ୍ବଲପୁର ସହର ଲକ୍ଷ୍ମୀ ଟକିଜ ଛକ ନିକଟ ଫ୍ଲାଏ ଓଭର ବ୍ରିଜରୁ ତଳକୁ ଖସି ପଡିଥିବା ଦଶମ ଶ୍ରେଣୀ ଛାତ୍ରଙ୍କର ଡାକ୍ତରଖାନାରେ ଆଜି ମୃତ୍ୟୁ ଘଟିଛି। ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବୁର୍ଲା ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା  । ସେଠାରେ ତାଙ୍କର…

ସିଦ୍ଧ ମହାବୀର ଫ୍ଲାଏ ଓଭର ନିର୍ମାଣ ନେଇ ନୀତିନ ଗଡ଼କରୀଙ୍କୁ ଭେଟିଲେ ସମ୍ବିତ ପାତ୍ର

ପୁରୀ: ପୁରୀ କୋଣାର୍କ ଜାତୀୟ ରାଜପଥରେ ସିଦ୍ଧ ମହାବୀର ଫ୍ଲାଏ ଓଭର ନିର୍ମାଣ ନେଇ ନୀତିନ ଗଡକରୀଙ୍କୁ ଭେଟିଛନ୍ତି ସମ୍ବିତ ପାତ୍ର। ରେଳଧାରଣା ଉପରେ ଫ୍ଲାଏ ଓଭର ବ୍ରିଜ୍ ନହେବାରୁ ଘଂଟା ଘଂଟା ଧରି ଯାତ୍ରୀମାନଙ୍କ ସମୟ ନଷ୍ଟ ହେଉଛି। ସିଦ୍ଧମହାବୀର ଫ୍ଲାଏ ଓଭର ବ୍ରିଜ ନିର୍ମାଣ ନେଇ ବିଜେପି…

ଯୋଡା ଟାଉନ ଭିତର ଦେଇ ଯାଇଥିବା ରାଜପଥରେ ନିର୍ମାଣ ହେବ ଫ୍ଲାଏ ଓଭର, କ୍ୟାବିନେଟ୍ ଦେଲା ମଞ୍ଜୁରୀ

କେନ୍ଦୁଝର: ଜିଲ୍ଲାର ଯୋଡାବାସୀଙ୍କ ପାଇଁ ଖୁସି ଖବର । ଟାଉନ ଭିତରେ ଆଉ ଟ୍ରାଫିକ ସମସ୍ୟା କି ପ୍ରଦୂଷଣ ହେବ ନାହିଁ । ଏହି ସମସ୍ୟାକୁ ଦୂର କରିବା ପାଇଁ ଯୋଡ଼ା ଟାଉନ ଭିତରେ ଯୋଡା-ବାମବେରି ଜାତୀୟ ରାଜପଥରେ ନିର୍ମାଣ ହେବ ଏକ ଫ୍ଲାଏ ଓଭର୍ । ଏସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛି ରାଜ୍ୟ…

ଫିଲ୍ମ ଷ୍ଟାଇଲରେ ଫ୍ଲାଏଓଭରରୁ ହଠାତ୍ ଉଡି ଆସିଲା କାର୍; ଜାଣନ୍ତୁ କ’ଣ ରହିଛି ସମ୍ପୂର୍ଣ୍ଣ ଘଟଣା

ହାଇଦ୍ରାବାଦ: ହାଇଦ୍ରାବାଦର ରାଏଦୁର୍ଗମ ଅଞ୍ଚଳସ୍ଥିତ ନ୍ୟୁ ବାୟୋଡାଇଭର୍ସିଟି ଫ୍ଲାଏଓଭରରେ ଆସୁଥିବା ଏକ ଦ୍ରୁତଗାମୀ କାର୍ କୌଣସି କାରଣବଶତଃ ଭାରସାମ୍ୟ ହରାଇ ହଠାତ୍ ତଳକୁ ଖସିପଡୁଛି । ଏହି ଘଟଣାରେ ଜଣେ ପଥଚାରୀ ମୃତ୍ୟୁବରଣ କରିଥିବା ବେଳେ କାର୍ ଡ୍ରାଇଭର୍ ଓ ଅନ୍ୟ୨ଜଣ ଆହତ ହୋଇଥିବା ନେଇ…