Latest Odisha News
Browsing Tag

Football

ଆହୁରି ଲମ୍ବା ହେଲା ୫୮ ବର୍ଷର ଯନ୍ତ୍ରଣାଦାୟକ ପ୍ରତୀକ୍ଷା

ଯେଉଁ ଦେଶରେ ଫୁଟବଲର ସୃଷ୍ଟି, ସେହି ଦେଶର ଏହି ଖେଳରେ ପ୍ରାଧାନ୍ୟ ରହିବା କଥା । ଆନ୍ତର୍ଜାତିକ ଟାଇଟଲର ଅଭାବ ରହିବା କଥା ନୁହେଁ । କିନ୍ତୁ ଏ କ୍ଷେତ୍ରରେ ଇଂଲଣ୍ଡର ରେକର୍ଡ ଅତି ନିରାଶାଜନକ, ଦୁର୍ବଳ । ଫୁଟବଲର ଜନ୍ମଦାତା ହୋଇ ସୁପରପାୱାର ହୋଇପାରିନାହିଁ ଇଂଲଣ୍ଡ । ମାତ୍ର ଥରେ ହିଁ ଜିତିଛି…

ଓଡିଶାରେ ଏଆଇଏଫଏଫ ସଭାପତି ଓ ସମ୍ପାଦକ , ଫାଓ ପକ୍ଷରୁ ସମ୍ବର୍ଦ୍ଧନା

କଟକ: ଓଡିଶା ଗସ୍ତରେ ଆସିଛନ୍ତି  ସର୍ବ ଭାରତୀୟ ଫୁଟବଲ ମହାସଂଘର ନବ ନିର୍ବାଚିତ ସଭାପତି ଓ ସମ୍ପାଦକ । ପ୍ରଥମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ରାଜ୍ୟ ରେ କିପରି ଫୁଟବଲ କ୍ରୀଡ଼ାର ବିକାଶ ହେବ ସେନେଇ ଆଲୋଚନା କରିଥିଲେ  । ଏହା ପରେ କଳିଙ୍ଗ ଷ୍ଟାଡିୟମ ବୁଲିବା ସହ  କ୍ରୀଡା ସଚିବ…

ୟୁରୋ କପ ଫୁଟବଲ ଫାଇନାଲର ଟିକେଟ ବ୍ଲାକ ହେଉଛି ୫୬ ଲକ୍ଷରେ!

ଲଣ୍ଡନ: ୟୁରୋକପ ଫୁଟବଲର ଫାଇନାଲ ମ୍ୟାଚ ଇଂଲଣ୍ଡ ଏବଂ ଇଟାଲୀ ମଧ୍ୟରେ ରବିବାର ବିଳମ୍ବିତ ରାତିରେ ଖେଳାଯିବ । ଇଂଲଣ୍ଡ ଫାଇନାଲରେ ପ୍ରବେଶ କରିଥିବାରୁ ଟିକେଟ ରେଟ ଆକାଶଛୁଆଁ ହୋଇଛି । ଟିକେଟ ଇ-କମର୍ସ ୱେବସାଇଟାରେ ଏହା ୫୬ ଲକ୍ଷ ପର୍ଯ୍ୟନ୍ତ ବ୍ଲାକ ହେଉଛି । ୩୦ ହଜାର ଟଙ୍କା ମୂଲ୍ୟର ଟିକେଟ…

ୟୁରୋ କପ ଫାଇନାଲରେ ଇଟାଲୀ

ଲଣ୍ଡନ: ଚଳିତ ୟୁରୋ କପ ଫୁଟବଲ ଟୁର୍ଣ୍ଣାମେଂଟରେ ପ୍ରଥମ ଦଳ ଭାବେ ଇଟାଲୀ ଫାଇନାଲରେ ପ୍ରବେଶ କରିଛି । ରୋମାଂଚକ ସେମିଫାଇନାଲ ମୁକାବିଲାରେ ଇଟାଲୀ ପେନାଲ୍ଟି ଶୁଟଆଉଟ (୪-୨)ରେ ସ୍ପେନକୁ ହରାଇ ଟାଇଟଲ ମୁକାବିଲାରେ ଅବତୀର୍ଣ୍ଣ ହୋଇଛି । ପ୍ରଥମାର୍ଦ୍ଧ ଗୋଲ ଶୂନ୍ୟ ରହିଥିଲା । ଦ୍ୱିତୀୟାର୍ଦ୍ଧର…

କୋପା ଆମେରିକା ଫୁଟବଲ ଫାଇନାଲରେ ବ୍ରାଜିଲ

ରିଓ ଡେ ଜାନେରିଓ: କୋପା ଆମେରିକା ଫୁଟବଲ ଟୁର୍ଣ୍ଣାମେଂଟର ସଂଘର୍ଷପୂର୍ଣ୍ଣ ସେମିଫାଇନାଲ ମୁକାବିଲାରେ ବ୍ରାଜିଲ ୧-୦ ଗୋଲରେ ପେରୁକୁ ହରାଇ ଫାଇନାଲରେ ପ୍ରବେଶ କରିଛି । ନେମାର ଜୁନିୟରଙ୍କ ଏକ ଚମତ୍କାର ପାସକୁ ଲୁକାସ ପକେଟା ୩୫ତମ ମିନିଟରେ ଗୋଲରେ ପରିଣତ କରିଥିଲେ । ପ୍ରଥମାର୍ଦ୍ଧ ଶେଷ…

ୟୁରୋକପ ଫୁଟବଲ: ସେମିଫାଇନାଲରେ ସ୍ପେନ-ଇଟାଲୀ ମୁକାବିଲା

ଲଣ୍ଡନ: ୟୁରୋକପ ଫୁଟବଲ ପ୍ରଥମ ସେମିଫାଇନାଲରେ ଦୁଇ ଶକ୍ତିଶାଳୀ ଟିମ୍ ଇଟାଲୀ ଓ ସ୍ପେନ ମଧ୍ୟରେ ମୁକାବିଲା ହେବ । ଇଟାଲୀ କ୍ରମାଗତ ୩୨ ମ୍ୟାଚରେ ଅପରାଜେୟ ରହିଥିବା ବେଳେ ସ୍ପେନ ମଧ୍ୟ ଲଗାତାର ୧୨ ମ୍ୟାଚ ଜିତି ଭଲ ଫର୍ମରେ ରହିଛି । ଉଭୟ ଟିମ୍ ୪ର୍ଥ ଥର ପାଇଁ ଏହି ମୁକାବିଲାରେ ସାମ୍ନା ସାମ୍ନି…

ଆରପାରିରେ ଫୁଟବଲ ଯାଦୁଗର ମାରାଡୋନା !

ଭୁବନେଶ୍ୱର: ଆର୍ଜେଣ୍ଟିନାର ମହାନ୍ ଫୁଟବଲର୍ ଡିଏଗୋ ମାରାଡୋନା । ସାରା ବିଶ୍ୱରେ ଜଣେ ଅନନ୍ୟ ଖେଳାଳି ରୂପେ ଇତିହାସର ସ୍ୱର୍ଣ୍ଣ ପୃଷ୍ଠାରେ ତାଙ୍କ ନାଁ ଲିପିବଦ୍ଧ । ତେବେ ବୁଧବାର ଏହି ମହାନ ଖେଳାଳି ଅଗଣିତ ଫୁଟବଲ ପ୍ରେମୀଙ୍କୁ ଏକାକି କରି ଆରପାରିକୁ ଚାଲିଯାଇଛନ୍ତି । ସ୍ଥାନୀୟ ଗଣମାଧ୍ୟମର…

ପୂର୍ବତନ ଖେଳାଳିଙ୍କ ପୁତ୍ର ବି‌‌‌‌‌‌ୟୋଗ

ଭୁବନେଶ୍ୱର: ରାଜ୍ୟର ଜଣାଶୁଣା ଫୁଟ୍‌ବଲ୍ ପ୍ରଶାସକ ତଥା ପୂର୍ବତନ ସନ୍ତୋଷ ଟ୍ରଫି‌ ଖେଳାଳି ପ୍ରଫୁଲ୍ଲ ମିଶ୍ରଙ୍କ ପୁତ୍ର ମିଥୁନ ମିଶ୍ରଙ୍କର ଗୁରୁବାର ୨୪ ବର୍ଷ ବୟସରେ ଅକାଳ ବି‌ୟୋଗ ଘଟିଛି। ସାଧାରଣ ଜ୍ୱର  ପରେ ଶ୍ୱାସକ୍ରିୟା ପିଡ଼ିତ ସମସ୍ୟା ବଢ଼ିବାରୁ ସମ୍‌ ହସପିଟାଲ୍‌ରେ ଚିକିତ୍ସାଧୀନ…

ରେକର୍ଡ ତୃତୀୟ ଥର ପାଇଁ ଇଣ୍ଡିଆନ ସୁପର୍ ଲିଗ୍ ଚାମ୍ପିଅନ ହେଲା ଏଟିକେ ଟିମ୍

ଗୋଆ: ଇଣ୍ଡିଆନ ସୁପର୍ ଲିଗ୍ ଫାଇନାଲ ରେ ଚେନ୍ନାଇ-ଇନ ଫୁଟବଲ କ୍ଲବକୁ ୩-୧ ଗୋଲ ରେ ହରାଇ ରେକର୍ଡ ତୃତୀୟ ଥର ପାଇଁ ଚାମ୍ପିଅନ ହୋଇଛି କୋଲକାତାର ଏଟିକେ ଫୁଟବଲ କ୍ଲବ । ??????? ???????!@ATKFC are the #HeroISL 2019-20 CHAMPIONS ?#HeroISLFinal #LetsFootball…