୪ ଦିନିଆ ଭାରତ ଗସ୍ତରେ ବ୍ରିଟେନ୍ ବୈଦେଶିକ ମନ୍ତ୍ରୀ ଡୋମିନିକ୍ ରାବ୍
ନୂଆଦିଲ୍ଲୀ: ବ୍ରିଟେନର ବୈଦେଶିକ ମନ୍ତ୍ରୀ ଡୋମିନିକ୍ ରାବ୍ ସୋମବାର ଦିନ ଚାରି ଦିନିଆ ଗସ୍ତ ପାଇଁ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟ ମଧ୍ୟରେ ସେ ପାରସ୍ପରିକ ସ୍ୱାର୍ଥର ଦ୍ୱିପାକ୍ଷିକ, ଆଞ୍ଚଳିକ ତଥା ଅନ୍ତର୍ଜାତୀୟ ପ୍ରସଙ୍ଗରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହ…