Latest Odisha News
Browsing Tag

Forest

ହାତୀ ସୁରକ୍ଷା ଚିନ୍ତା, ଜଙ୍ଗଲରେ ବିକଳ୍ପ ବିଦ୍ୟୁତ୍ ବ୍ୟବସ୍ଥା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ: ରାଜ୍ୟରେ ହାତୀ ମୃତ୍ୟୁକୁ ନେଇ ଆଜି ହାଇକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି । ବିଦ୍ୟୁତ୍ ଆଘାତରେ ହାତୀ ମୃତ୍ୟୁକୁ ରୋକିବା ଲାଗି ବିଦ୍ୟୁତର ବିକଳ୍ପ ବ୍ୟବସ୍ଥା କରିବାକୁ ରାଜ୍ୟ ସରକାରଙ୍କ ଜଏଣ୍ଟ ଟାସ୍କ ଫୋର୍ସକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ । ସରକାରଙ୍କ ପକ୍ଷରୁ ରିଟ୍…

ହାତୀ ମୃତ୍ୟୁ ନେଇ ଧର୍ମେନ୍ଦ୍ରଙ୍କ ଉଦବେଗ, ନବୀନ ଓ ଭୂପେନ୍ଦରଙ୍କୁ ଚିଠି

ଭୁବନେଶ୍ବର : ଓଡ଼ିଶାରେ ହାତୀ ଓ ବନ୍ୟାପ୍ରାଣୀଙ୍କ ମୃତ୍ୟୁକୁ ନେଇ ଚିନ୍ତାପ୍ରକଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଖାସ କରି ହାତୀମାନଙ୍କର ସୁରକ୍ଷା ଓ ସଂରକ୍ଷଣ ପାଇଁ ସମୟୋଚିତ ପଦକ୍ଷେପ ସମେତ ହସ୍ତକ୍ଷେପ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଜଙ୍ଗଲ…

ଉଦ୍‌ଘାଟିତ ହେଲା ପଞ୍ଚବଟୀ ଉଦ୍ୟାନ

ସୁବର୍ଣ୍ଣପୁର : ଉଦ୍‌ଘାଟିତ ହେଲା ପଞ୍ଚବଟୀ ଉଦ୍ୟାନ । ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ବଡ଼ଝିଙ୍କି ନିକଟରେ ଜଙ୍ଗଲ ଓ ପରିବେଷ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ଦ୍ବାରା ଏହି ଉଦ୍ୟାନ ଉଦ୍‌ଘାଟିତ ହୋଇଯାଇଛି । ଜଙ୍ଗଲ ବିଭାଗ ଦ୍ବାରା ପଞ୍ଚବଟୀ ଉଦ୍ୟାନ ୧୨.୮ ହେକ୍ଟର ଜମିରେ ତିଆରି କରାଯାଇଥିବା…

ଯେଉଁ ଦିନ ପ୍ରଥମ ଥର ପାଇଁ ପୃଥିବୀ ହଳ ହେଲା, ସେଦିନୁ ବିନାଶର କାହାଣୀ ଆରମ୍ଭ ହେଲା

 ଆଜିକାଲିର ଆଧୁନିକ ସମାଜ ଆଳରେ ହଜି ଯାଉଛି ବନ୍ୟଜନ୍ତୁଙ୍କ ବାସସ୍ଥାନ | ବୈଜ୍ଞାନିକମାନେ ଆକଳନ କରିଛନ୍ତି ଯେ ଏହି ଶତାବ୍ଦୀର ଶେଷ ସୁଦ୍ଧା ପୃଥିବୀର ପ୍ରାୟ ୫୦ ପ୍ରତିଶତ ଜୀବ ବିଲୁପ୍ତ ହୋଇଯିବେ। ଧରା ପୃଷ୍ଠରୁ ଜୀବମାନେ ବିଲୁପ୍ତ ହେବାରେ ସବୁଠୁ ବଡ଼ ଭୂମିକା ରହିଛି ଆମର ଆଧୁନିକ ପ୍ରଣାଳୀର…

ବନ୍ଧୁକ ଓ ଧନୁତୀର ଜବତ, ୩ ଜଣ ଶିକାରୀ ଗିରଫ

କାମାକ୍ଷାନଗର: ରଞ୍ଜାଗଡ଼ ସଂରକ୍ଷିତ ଜଙ୍ଗଲରୁ ଶିକାରୀ ଗିରଫ । ଢେଙ୍କାନାଳ ବନଖଣ୍ଡ କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ କୋଇ ବାଲିସାହି ଗାଁ ନିକଟ ରଞ୍ଜାଗଡ଼ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ୩ ଜଣ ଶିକାରୀଙ୍କୁ ଗିରଫ କରିଛି । ଗିରଫ ଶିକାରୀଙ୍କ ଠାରୁ ୨ଟି ଦେଶୀ ବନ୍ଧୁକ, ଧନୁ ତୀର,…

ଧାନବିଲରୁ ୨ଟି ହାତୀର ମୃତଦେହ ଠାବ

ସମ୍ବଲପୁର: ପୁଣି ହାତୀ ମୃତ୍ୟୁ । କୁଚିଣ୍ଡା ବାମରା ବନଖଣ୍ଡ ବଡ଼ରମା ରେଞ୍ଜ ତିଲେଇମାଲ ପତ୍ରା ଜଙ୍ଗଲ ନିକଟରୁ ୨ଟି ହାତୀଙ୍କ ମୃତଦେହ ମିଳିଛି । ଗୋଟିଏ ମାଈ ଓ ଗୋଟିଏ ଦନ୍ତାହାତୀର ମୃତଦେହ ମିଳିଥିବା ବେଳେ ହାତୀ ମୃତ୍ୟୁର କାରଣ ଜଣାପଡ଼ିନାହିଁ । ଖବର ପାଇବା ପରେ ତଦନ୍ତ ଆରମ୍ଭ କରିଛି ବନ…

ଜଙ୍ଗଲରୁ ମିଳିଲା ହାତୀ କଙ୍କାଳ, ମୃତ୍ୟୁର କାରଣ ଅସ୍ପଷ୍ଟ

ଅନୁଗୁଳ: ପୁଣି ହାତୀ ମୃତ୍ୟୁ । ଜଙ୍ଗଲ ଭିତରେ ଏକ ହାତୀର କଙ୍କାଳ ଠାବ ହୋଇଛି । ଅନୁଗୁଳ ବନଖଣ୍ଡ ଫୁପୁଣ୍ଡା ଜଙ୍ଗଲର କମ୍ପାର୍ଟମେଣ୍ଟ ୨ ଅଞ୍ଚଳରୁ ଏକ ହାତୀର କଙ୍କାଳ ମିଳିଛି । ହାତୀ କଙ୍କଳା ପଡ଼ିଥିବା ଦେଖିଥିଲେ ୱାଚର । ଏନେଇ ୱାଚର ବନ ବିଭାଗ ଅଧିକାରୀଙ୍କୁ ଖବର ଦେଇଥିଲେ । ଖବର ପାଇ…

[ଦେଖନ୍ତୁ ଭିଡିଓ] ଭାଲୁ ଆକ୍ରମଣରେ ତିନିଜଣଙ୍କ ମୃତ୍ୟୁ, ୨ ଗୁରୁତର

ନୂଆପଡ଼ା: ଜଙ୍ଗଲି ଭାଲୁ ଆକ୍ରମଣରେ ୩ ଜଣଙ୍କ ମୃତ୍ୟୁ । ମେଡିକାଲ୍ ବେଡରେ ଜୀବନ ପାଇଁ ସଂଘର୍ଷ କରୁଛନ୍ତି ଆଉ ୨ ଜଣ । ନୂଆପଡ଼ା ଜିଲ୍ଲା ଲଖନା ଥାନା ସମରସିଂ ଗାଁରେ ବଣୁଆ ଭାଲୁ ଆକ୍ରମଣରେ ୩ ଜଣଙ୍କ ଜୀବନ ଯାଇଛି । ଜାଳେଣୀ କାଠ ପାଇଁ ସମରସିଂ ଗାଁର ରତନ ମାଝୀ ସ୍ଥାନୀୟ ଜଙ୍ଗଲକୁ ଯାଇଥିଲେ ।…