Latest Odisha News

BREAKING NEWS

Browsing Tag

Forest Officer

ଭିଜିଲାନ୍ସ ଜାଲରେ ପଡ଼ିଲେ ଫରେଷ୍ଟ ଅଫିସର

ଭୁବନେଶ୍ୱର: ଘରେ ରଖିଥିଲେ ପୁଳା ପୁଳା ସମ୍ପତ୍ତି । ମାଡ଼ି ବସିଲା ଭିଜିଲାନ୍ସ  । ଭିଜିଲାନ୍ସ ଜାଲରେ ପଡିଛନ୍ତି ସୁନ୍ଦରଗଡ଼ ଜିଲ୍ଲା ଉଜ୍ଜ୍ୱଳପୁର ଫରେଷ୍ଟ ରେଞ୍ଜ୍ ଅଫିସର ସଂଗ୍ରାମ ମଣିହିରା। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସମ୍ବଲପୁର,  ବଲାଙ୍ଗିର ଓ ସୁନ୍ଦରଗଡ଼ର  ୫ଟି…

ଦଳି ଦେଲା ଦନ୍ତା, ସ୍ୱାମୀ ଆଗରେ ସ୍ତ୍ରୀକୁ କଚାଡି ମାରିଲା

ଢ଼େଙ୍କାନାଳ: ପୁଣି ହାତୀ ଉପଦ୍ରବ । ସ୍ୱାମୀ ଆଗରେ ସ୍ତ୍ରୀକୁ କଚାଡି ମାରିଲା ଦନ୍ତା । ଅଳ୍ପକେ ବର୍ତ୍ତିଗଲେ ସ୍ୱାମୀ । ଏଭଳି ଘଟଣା ଘଟିଛି ଢ଼େଙ୍କାନାଳ ଜିଲ୍ଲା ପରଜଙ୍ଗ ମଝିଖମଣ ଗାଁରେ । ମୃତକ ହେଉଛନ୍ତି ନେତ୍ରମଣି ସାହୁ । ସୂଚନାମୁତାବକ, ସ୍ବାମୀ ଓ ସ୍ତ୍ରୀ ବିଲକୁ ଯାଇଥିବା ବେଳେ ହାତୀ…

ମହଙ୍ଗା ପଡିଲା ଦୁର୍ନୀତି, ବନବିଭାଗ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତି ଅଭିଯୋଗରେ ବନ ବିଭାଗ ଅଧିକାରୀ ସୁଧାଂଶୁ ଶେଖର ମିଶ୍ରଙ୍କୁ ରାଜ୍ୟ ସରକାର ଗୁରୁବାର ଦିନ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ୨୦୧୬ ମସିହାରେ ଆଠଗଡରେ ଡିଭିଜନାଲ୍ ଫରେଷ୍ଟ ଅଫିସର (ଡିଏଫଓ) ଭାବେ ଶ୍ରୀ ମିଶ୍ର ନିଯୁକ୍ତ ହୋଇଥିଲେ । ଶ୍ରୀ ମିଶ୍ର ଓ ତାଙ୍କ ପରିବାର…