Latest Odisha News

BREAKING NEWS

Browsing Tag

Forest officials

ବନ ବିଭାଗ ହେପାଜତରେ ମୃତ୍ୟୁ ମାମଲା, ୬ ବନ କର୍ମଚାରୀ ଗିରଫ

କଟକ: ଆଠଗଡ଼ ବଡ଼ମ୍ବା ବନ ବିଭାଗ ହେପାଜତରେ ଧନେଶ୍ୱର ବେହେରା ମୃତ୍ୟୁ ମାମଲା । ପୋଲିସ ହାତରେ ବନ୍ଧା ହେଲେ ୬ ଜଣ ବନ କର୍ମଚାରୀ । ବଡ଼ମ୍ବା ରେଞ୍ଜର ସୁବ୍ରତ ବେହେରାଙ୍କ ସହ ଫରେଷ୍ଟର ମନୋଜ ଦାସ, ଦୀପକ ସେଠୀ, ଫରେଷ୍ଟ ଗାର୍ଡ ସୁନାୟକ ମାଝୀ, କୁନା ବେହେରା ଓ ପ୍ରଭାତ ପ୍ରଧାନ ଗିରଫ ହୋଇଛନ୍ତି…

ନୟାଗଡ ହାତୀ ମୃତ୍ୟୁ ଘଟଣା: ନିଲମ୍ବିତ ହେଲେ ୨ ବନ କର୍ମଚାରୀ

ନୟାଗଡ : ବନଖଣ୍ଡ ଅଧିକାରୀ (ଡିଏଫଓ) ଶୁକ୍ରବାର ଦିନ କର୍ତ୍ତବ୍ୟରେ ଅବହେଳା ଦର୍ଶାଇ ନୟାଗଡ ଜିଲ୍ଲା ପଞ୍ଚରିଡା ରେଞ୍ଜରେ ମୁତୟନ ହୋଇଥିବା ୨ ଜଣ ବନ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି । ନିଲମ୍ବିତଙ୍କ ମଧ୍ୟରେ ଫରେଷ୍ଟର କୈଳାଶ ପ୍ରଧାନ ଓ ଫରେଷ୍ଟ ଗାର୍ଡ ବିଶ୍ୱଜିତ ସାମନ୍ତରା ରହିଛନ୍ତି…