Latest Odisha News

BREAKING NEWS

Browsing Tag

former up cm kalyan singh

ଉତ୍ତରପ୍ରଦେଶର ପୂର୍ବତନ ସିଏମ କଲ୍ୟାଣ ସିଂ ଗୁରୁତର

ଲକ୍ଷ୍ନୌ: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଏ ନେଇ ହସ୍ପିଟାଲ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଡାକ୍ତର କହିଛନ୍ତି ଯେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ତାଙ୍କୁ ଭେଣ୍ଟିଲେଟର ସହାୟତାରେ…