Latest Odisha News

BREAKING NEWS

Browsing Tag

foundation day

ରାଜଧାନୀ ଭୁବନେଶ୍ୱରର ୭୬ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ, ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ମିଳିତ ଆନୁକୂଲ୍ୟରେ ରାଜଧାନୀ ଭୁବନେଶ୍ୱରର ୭୬ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବର ପ୍ରାରମ୍ଭରେ ସକାଳେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର…

ଶିକ୍ଷା ଓ ଅନୁସନ୍ଧାନ- ଗୁଣାତ୍ମକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଆଗରେ

ଉଚ୍ଚଶିକ୍ଷା କ୍ଷେତ୍ରରେ ବୈପ୍ଳବିକ ପରିବର୍ତନ ଆଣିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଭିନ୍ନ କ୍ଷେତ୍ରରେ ଓ ନୂତନ ସମସ୍ୟାକୁ ସାମ୍ନା କରିବା ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ ବୃତିଗତ ସ୍ତରରେ ପ୍ରସ୍ତୁତ କରିବାରେ ବ୍ୟସ୍ତ ରହିଛି । ସୋଆର ମୁଖ୍ୟ ଉଦେଶ୍ୟ ହେଉଛି ଛାତ୍ରଛାତ୍ରୀମାନଙ୍କୁ…

ଏମ୍‌ସ ଭୁବନେଶ୍ୱର ୧୧ତମ ପ୍ରତିଷ୍ଠା ଦିବସ, କାର୍ଯ୍ୟକ୍ଷମ ହେଲା ଧର୍ମଶାଳା

ଭୁବନେଶ୍ୱର: ପ୍ରଥମ ଦଶନ୍ଧିର ଗୌରବମୟ ଯାତ୍ରା ସହିତ ପୂର୍ବ ଭାରତରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସମସ୍ତଙ୍କ ଆସ୍ଥା ଭାଜନ ହୋଇପାରିଥିବା ଏମ୍‌ସ ଭୁବନେଶ୍ୱର ଆଜି ଏହାର ୧୧ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ଏହି ଅବସରରେ ଏମ୍‌ସ ପକ୍ଷରୁ ଇ-ଅଫିସ୍ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି । ଏହି…

ଓଡ଼ିଶା ଖଣି ନିଗମର ୬୮ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଓଡ଼ିଶା ଖଣି ନିଗମ (OMC) ୬୮ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ଭୁବନେଶ୍ୱରର ଜୟଦେବ ଭବନରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ । ସେ କହିଥିଲେ, ୧୯୫୬ରୁ ଆରମ୍ଭ ହୋଇଥିବା ଓଏମସି ଦୀର୍ଘ…

ବିଜେଡିର ୨୫ ବର୍ଷ ପୂର୍ତ୍ତିରେ ୨୦୨୪ ପାଇଁ କି ସଂକେତ ଦେଲେ ନବୀନ ?

ପୁରୀ: ଶଙ୍ଖକ୍ଷେତ୍ର ପୁରୀରେ ଶକ୍ତି ପ୍ରଦର୍ଶନ କରିଛି ବିଜେଡି । ଦଳର ୨୫ ବର୍ଷ ପୂର୍ତ୍ତିରେ ବିଜେଡି ପୁରୀର ତାଳବଣିଆରେ ପ୍ରାୟ ୫୦ ହଜାର କର୍ମୀଙ୍କୁ ଏକାଠି କରିଥିବା ବେଳେ ନବୀନ ଦେଇଛନ୍ତି ଗୁରୁମନ୍ତ୍ର । ଓଡ଼ିଶା, ଓଡ଼ିଶାବାସୀଙ୍କ ପାଇଁ ବିଜେଡି ଲଢ଼ୁଛି, ଆଗକୁ ଲଢ଼ିବ ବୋଲି ନବୀନ କହିବା…

ପୁରୀରେ ବିଜେଡିର ବଡ଼ ଆୟୋଜନ, ୨୦୨୪ ପାଇଁ କି ମନ୍ତ୍ର ଦେବେ ନବୀନ ?

ପୁରୀ: ବିଜେଡି ପାଳିବ ୨୬ ତମ ପ୍ରତିଷ୍ଠା ଦିବସ । ୧୯୯୭ ଡିସେମ୍ବର ୨୬ରେ ପ୍ରତିଷ୍ଠା ହୋଇଥିବା ବିଜୁ ଜନତା ଦଳକୁ ଆସନ୍ତାକାଲି ୨୫ ପୂରି ୨୬ ଚାଲିବ । ଏହି ଅବସରରେ ଦଳ ପୁରୀରେ କରିବ ଶକ୍ତି ପ୍ରଦର୍ଶନ । ପ୍ରତିଷ୍ଠା ଦିବସରେ ବିଜେଡି ପ୍ରାୟ ୫୦ ହଜାର କର୍ମୀଙ୍କୁ ଏକାଠି କରୁଥିବା ବେଳେ ୨୦୨୪…

‘ସମାଜ’ର ୧୦୩ତମ ସ୍ଵନକ୍ଷତ୍ର ଉତ୍ସବ ପାଳିତ

କଟକ:ଦୈନିକ ଖବରକାଗଜ ‘ସମାଜ’ର ୧୦୩ତମ ସ୍ଵନକ୍ଷତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାର ସାମାଜିକ ଓ ରାଜନୈତିକ ଜୀବନରେ ‘ସମାଜ’ ତାର ଗୁରୁତ୍ୱ ବଜାୟ ରଖିଛି। ଆସନ୍ତା ୯ ତାରିଖରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ଶତବାର୍ଷିକୀ ପାଳନ…

ରାଜଧାନୀ ପ୍ରତିଷ୍ଠା ଦିବସ: ୭୪ ବର୍ଷରେ ରାଜଧାନୀ ଭୁବନେଶ୍ବର

ଭୁବନେଶ୍ୱର : ଓଡ଼ିଶାର ରାଜଧାନୀ ଭୁବନେଶ୍ବର ।  ଭୁବନେଶ୍ବରର ଇତିହାସ ୭୩ ବର୍ଷ ପୁରୁଣା। ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖ, ମହାବିଷୁବ ସ˚କ୍ରାନ୍ତି ଓଡ଼ିଆ ନବବର୍ଷ ଅବସରରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ପଣ୍ତିତ ଜବାହରଲାଲ ନେହରୁ ଓଡ଼ିଶାର ନୂଆ ରାଜଧାନୀ ଭୁବନେଶ୍ବରଠାରେ ନିର୍ମାଣର…

ଝାଡଖଣ୍ଡର ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ଟୁଇଟ୍‌ କରି ଅଭିନନ୍ଦନ ଜଣାଇଲେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ଆଜି ହେଉଛି ଝାଡଖଣ୍ଡ ସ୍ଥାପନା ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟର ସମସ୍ତ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଟୁଇଟ୍ କରି ରାଜ୍ୟବାସୀଙ୍କ ପାଇଁ ସୁଖ ଓ ସମୃଦ୍ଧି କାମନା କରିଛନ୍ତି। ସୂଚନାଯୋଗ୍ୟ ଝାଡଖଣ୍ଡ ରାଜ୍ୟ ୨୦୦୦…