ନୂତନ ସଂସଦ ଭବନର ଭୂମି ପୂଜନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ନୂଆଦିଲ୍ଲୀ: ନୂତନ ସଂସଦ ଭବନର ଭୂମି ପୂଜନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୈଦିକ ମନ୍ତ୍ର ଉଚ୍ଚାରଣ ଭିତରେ ନୂତନ ସଂସଦର ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସର୍ବଧର୍ମ ପ୍ରାର୍ଥନାରେ କମ୍ପିଲା ଭୂମି ପୂଜନ ସ୍ଥଳ ।
ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜନୈତିକ ଦଳର…