Latest Odisha News
Browsing Tag

Free Covid Vaccine

ଦିଲ୍ଲୀରେ ସମସ୍ତଙ୍କୁ ମିଳିବ ମାଗଣା କରୋନା ଟିକା

ନୂଆଦିଲ୍ଲୀ: ଦିଲ୍ଲୀ ସରକାର ୧୮ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ମାଗଣା ଟିକାକରଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୧.୩୪ କୋଟି ଡୋଜର ଆଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସୋମବାର ଘୋଷଣା କରିଛନ୍ତି। ସମସ୍ତ ବୟସ୍କଙ୍କ ପାଇଁ କୋଭିଡ୍-୧୯ ଟିକାକରଣ ମେ ୧ ରୁ…

ରାତି ୮ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ, ମାଗଣା କୋଭିଡ୍ ଟିକା ଘୋଷଣା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ସଂକ୍ରମଣ ମାମଲା ଦୈନିକ ୬ ହଜାର ଉପରେ ରହିଛି । ସ୍ୱାସ୍ଥ୍ୟ ବିଭାଗ ରିପୋର୍ଟ ଅନୁସାରେ ରାଜ୍ୟରେ ବେଡ୍ କି କୋଭିଡ୍ ଔଷଧର ଅଭାବ ମଧ୍ୟ ନାହିଁ । ତେବେ, ମେ’୧ରୁ ୧୮ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକାକରଣ ଆରମ୍ଭ ହେବ । ଏଥିପାଇଁ କୋଭାକ୍ସିନ୍ ଓ କୋଭିସିଲ୍ଡ ମଧ୍ୟ…