ରାଜ୍ୟ ଓ ରାଜ୍ୟ ବାହାରର ୫୫୪ଟି ଘରୋଇ ହସ୍ପିଟାଲରେ BSKY ହିତାଧିକାରୀଙ୍କୁ ମାଗଣା ଚିକିତ୍ସା
ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY)ରେ ନୂଆ ହସ୍ପିଟାଲ୍ ସାମିଲ୍ କରାଯାଇଛି । ଏଣିକି ବିଏସକେୱାଇ ହିତାଧିକାରୀ ରାଜ୍ୟ ଓ ରାଜ୍ୟ ବାହାରେ ୫୫୪ଟି ହସ୍ପିଟାଲରେ ମାଗଣା ଚିକିତ୍ସା ସୁବିଧା ପାଇ ପାରିବେ ।
ରାଜ୍ୟ ବାହାରେ ଆସାମ, ଆନ୍ଧ୍ରପ୍ରଦେଶ, ଛତିଶଗଡ଼, ପଶ୍ଚିମବଙ୍ଗ,…