ତ୍ରୟୋମାସିକ ପତ୍ରିକା ବୋଉର ବନ୍ଧୁ ମିଳନ
ଭୁବନେଶ୍ୱର : ଭୁବନେଶ୍ବର ୟୁନିଟ ୯ ସ୍ଥିତ ଜନକଲ୍ୟାଣ ଭବନରେ ତ୍ରୟୋମାସିକ ପତ୍ରିକା "ବୋଉ"ର ବନ୍ଧୁମିଳନ ଓ "ରାଷ୍ଟ୍ରର ପ୍ରଗତିରେ ମାତୃଶକ୍ତିର ଭୂମିକା" ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ବନମାଳୀ ସାମନ୍ତରାୟ, ସଂଜୟ କୁମାର ଚୌଧୁରୀ, ସମିତା ମହାରଣା,…