Latest Odisha News

BREAKING NEWS

Browsing Tag

From Tomorrow

ରାଜ୍ୟରେ କୋଭିଡ଼ ପାଇଁ କଟକଣା ଜୋରଦାର, କାଲିଠାରୁ ଭୁବନେଶ୍ୱର ରେଳ ଷ୍ଟେସନରେ ହେବ କଡ଼ାକଡ଼ି ଚେକିଂ 

ଭୁବନେଶ୍ୱର: କରୋନା କଟକଣା ପାଇଁ କାଲିଠାରୁ ଭୁବନେଶ୍ୱର ରେଳ ଷ୍ଟେସନରେ କଡ଼ାକଡ଼ି ଚେକିଂ ହେବ । ଏନେଇ ଷ୍ଟେସନ ଡାଇରେକ୍ଟର ଚିତ୍ତରଞ୍ଜନ ନାୟକ ସୂଚନା ଦେଇଛନ୍ତି । ଆସନ୍ତକାଲି ଠାରୁ ରାଜ୍ୟ ବାହାରୁ ଆସୁଥିବା ସମସ୍ତ ଯାତ୍ରୀଙ୍କ କଡ଼ାକଡ଼ି ଯାଞ୍ଚ ହେବ ବୋଲି ସେ କହିଛନ୍ତି ।  ବିଏମସି ଏବଂ…

ଆସନ୍ତାକାଲିଠୁ ଜନତା ମଇଦାନରେ ତୋଷାଳି ମେଳା

ଆସନ୍ତାକାଲିଠୁ ଜନତା ମଇଦାନରେ ଆରମ୍ଭ ହେବ ୧୫ତମ ତୋଷାଳି ମେଳା । ଏନେଇ ସରିଛି ସମସ୍ତ ପ୍ରସ୍ତୁତି । ଫେବୃଆରୀ ୪ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଚାଲିବ ମେଳା । କାର୍ଯ୍ୟକ୍ରମକୁ ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଉଦଘାଟନ କରିବେ । ଦେଶର ବିଭିନ୍ନ ରାଜ୍ୟରୁ…

କୁମ୍ଭୀର ଗଣନା ପାଇଁ କାଲିଠୁ ଭିତରକନିକା ବନ୍ଦ

ପଟ୍ଟାମୁଣ୍ଡାଇ : କୁମ୍ଭୀର ଗଣନା ପାଇଁ ଶୁକ୍ରବାରଠାରୁ ବନ୍ଦ ରହିବ କେନ୍ଦ୍ରାପଡାରେ ଥିବା ବିଶ୍ବ ପ୍ରସିଦ୍ଧ ଜାତୀୟ ଉଦ୍ୟାନ ଭିତରକନିକା । କାଲିଠୁ କୁମ୍ଭୀର ଗଣନା ଆରମ୍ଭ ହୋଇ ଆସନ୍ତା ୨୩  ତାରିଖ ପର୍ଯ୍ୟନ୍ତ ଚାଲିବ। ୯ ଦିନ ଧରି କୁମ୍ଭୀର ଗଣନା କରାଯିବ । ନଦୀ, ନାଳ, ଜଳାଶୟ ଭିତରେ ଥିବା…