Latest Odisha News

BREAKING NEWS

Browsing Tag

Fuel Price Hike

ଚୁପ୍ ବସିଛି କେନ୍ଦ୍ର, ୪ ରାଜ୍ୟ କମାଇଲେଣି ତୈଳଦର… କେବେ କମାଇବ ଓଡ଼ିଶା ?

ଭୁବନେଶ୍ୱର: ଦେଶରେ ତୈଳଦର ବୃଦ୍ଧି ପାଇଥିବା ବେଳେ କେନ୍ଦ୍ର ଚୁପ୍ ବସିଛି । ଯାହାକୁ ନେଇ କେନ୍ଦ୍ର ଧର୍ମ ସଂକଟରେ ପଡ଼ିଛି । ବର୍ଦ୍ଧିତ ତୈଳଦରରୁ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ୪ ରାଜ୍ୟ ଟିକସ ହ୍ରାସ କରିଛନ୍ତି । ଆଗକୁ ବିଧାନସଭା ନିର୍ବାଚନ ଥିବାବେଳେ ପଶ୍ଚିମବଙ୍ଗ ମଧ୍ୟ ଭାଟ୍ କମାଇଛି ।…

ବନ୍ଦର ଭିନ୍ନ ଦିଗ; ଭୁବନେଶ୍ୱରରେ ସାଇକେଲ ଚଳାଇ ସୁରଙ୍କ ପ୍ରତିବାଦ, ଆଠଗଡ଼ରେ ଆନ୍ଦୋଳନକାରୀ ବାଣ୍ଟୁଛନ୍ତି ଚକଲେଟ୍

ଭୁବନେଶ୍ୱର: କଂଗ୍ରେସ ବନ୍ଦ ଡାକରା ଦେଲେ ପ୍ରାୟତଃ ଲୋକେ ଡରି ଯାଆନ୍ତି । କାରଣ କଂଗ୍ରେସ ଯେତେବେଳେ ବି ବନ୍ଦ ପାଳନ କରିଛି । ସେତେବେଳେ ଛୋଟ ମୋଟ ହିଂସା ଘଟିଛି । ତେବେ ଆଜି କଂଗ୍ରେସ ପକ୍ଷରୁ ଦିଆଯାଇଥିବା ବନ୍ଦରେ କୌଣସି ସ୍ଥାନରେ କିଛି ହିଂସା ଦେଖିବାକୁ ମିଳିନାହିଁ । କଂଗ୍ରେସ କର୍ମୀ…

କଂଗ୍ରେସର ଓଡ଼ିଶା ବନ୍ଦ, ବିଭିନ୍ନ ସ୍ଥାନରେ କର୍ମୀଙ୍କ ପିକେଟିଂ

ଭୁବନେଶ୍ୱର: ତୈଳଦର ବୃଦ୍ଧି ପ୍ରତିବାଦ ଓ ଅନ୍ୟ ପ୍ରସଙ୍ଗକୁ ଆଜି ଓଡ଼ିଶା କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ସକାଳ ୭ଟାରୁ ଦିନ ଗୋଟାଏ ଯାଏ ବନ୍ଦ ଡାକରା ଦେଇଛି ଦଳ । ସକାଳୁ ସକାଳୁ ରାଜଧାନୀରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । କଂଗ୍ରେସର ଓଡ଼ିଶା ବନ୍ଦ ପାଳନ ଯୋଗୁଁ…