ଜର୍ମାନୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ: ଆଜିଠୁ ପ୍ରଧାନମନ୍ତ୍ରୀ ଜର୍ମାନୀ ଗସ୍ତ ଆରମ୍ଭ କରିଥିବା ବେଳେ ପ୍ରଧାନମନ୍ତ୍ରୀ ମୋଦି ଜର୍ମାନୀରେ ପହଁଚିଛନ୍ତି ।
https://twitter.com/ANI/status/1540902622890455041
ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ଟୁଇଟ କରି କହିଥିଲେ ଯେ ଚାନସେଲର ମହାମହିମ ଓଲାଫ ସୋଜଙ୍କ…