ସୋଆରେ ଜି-୨୦ ପ୍ରେସିଡେନ୍ସି ପାଳନ ନେଇ ସଭା ଆୟୋଜିତ
ଭୁବନେଶ୍ୱର: ଭାରତର ଜି-୨୦ ଅଧ୍ୟକ୍ଷତା ଉପଲକ୍ଷେ ଓଡ଼ିଶାରେ ଏକ ମାସ ଧରି କାର୍ଯ୍ୟକ୍ରମର ଆୟୋଜନ କରାଯିବ । ଏଥି ନିମନ୍ତେ ଫ୍ୟାକଲ୍ଟି ଓ ଛାତ୍ରଛାତ୍ରୀମାନଙ୍କୁ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଠାରେ ଉତ୍କଳ ଦିବସ ଅବସରରେ ଏକ ସଭା ଆୟୋଜିତ ହୋଇଯାଇଛି ।
ଆସନ୍ତା ଏପ୍ରିଲ୍ ୨୭ରୁ ୨୯ ତାରିଖ…