Latest Odisha News
Browsing Tag

Gaganyaan

ଚଳିତ ମାସଠାରୁ ଆରମ୍ଭ ହେବ ଗଗନଯାନ ମହାକାଶଚାରୀଙ୍କ ପ୍ରଶିକ୍ଷଣ

ନୂଆଦିଲ୍ଲୀ: ଭାରତର ପ୍ରଥମ ମାନବ ମହାକାଶ ଅଭିଯାନ “ଗଗନଯାନ”ର ମହାକାଶଚାରୀମାନେ ଚଳିତ ମାସ ଠାରୁ ସେମାନଙ୍କ ପ୍ରଶିକ୍ଷଣ ଆରମ୍ଭ କରିବେ । ପ୍ରାପ୍ତ ସୂଚନାନୁଯାୟୀ ଏହି ପ୍ରଶିକ୍ଷଣ ଜାନୁଆରୀ ତୃତୀୟ ସପ୍ତାହ ଠାରୁ ଆରମ୍ଭ ହେବାର ସମ୍ଭାବନା ରହିଛି । ଏନେଇ ସୂଚନା ପ୍ରଦାନ କରିଛନ୍ତି କେନ୍ଦ୍ର…

ଲ୍ୟାଣ୍ଡର ବିକ୍ରମ ସହ ହୋଇପାରୁନି ସମ୍ପର୍କ, ଏବେ ଲକ୍ଷ୍ୟ ଗଗନଯାନ: ଶିବନ

ନୂଆଦିଲ୍ଲୀ: ଚନ୍ଦ୍ରଯାନ-୨ର ଅର୍ବିଟର ସଠିକ୍ ଭାବେ କାମ କରୁଥିବା ବେଳେ ଲ୍ୟାଣ୍ଡର ବିକ୍ରମ ସହ ଯୋଗାଯୋଗ କରିବା ଆଶା ଧିରେଧିରେ ମଉଳିବାକୁ ଲାଗିଛି । ଏନେଇ ଶନିବାର ଦିନ ଇସ୍ରୋ ମୁଖ୍ୟ କେ. ଶିବନ ଏକ ମନ୍ତବ୍ୟ ଦେଇଛନ୍ତି । ଲ୍ୟାଣ୍ଡର ବିକ୍ରମ ସହ ସମ୍ପର୍କ ଯୋଡିବା ଆଶା ଶେଷ ହେଉଥିବାବେଳେ…