ଗଜପତି ଜିଲ୍ଲା ସପ୍ତାହରେ ୪ଦିନ ସଟଡାଉନ୍, ୩ ଦିନ ଲକଡାଉନ୍
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସଂକ୍ରମଣ ବଢୁଥିବାରୁ ଜିଲ୍ଲାରେ ସପ୍ତାହରେ ଚାରି ଦିନ ସଟଡାଉନ୍ ଓ ତିନି ଦିନ ଲକଡାଉନ ଜାରି କରାଯିବ । ଏନେଇ ସୂଚନା ଦେଇଛନ୍ତି ଗଜପତି ଜିଲ୍ଲାପାଳ ।
ଗୁରୁବାରଠାରୁ ରବିବାର ପର୍ଯ୍ୟନ୍ତ ସଟଡାଉନ୍ ପାଇଁ ନିର୍ଦ୍ଦେଶ…