Latest Odisha News

BREAKING NEWS

Browsing Tag

Gajapati Maharaja

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଗଜପତି ମହାରାଜା

ପୁରୀ : ବିଧାନସଭାରେ ଶ୍ରୀମନ୍ଦିର ପରିକ୍ରମା ଯୋଜନା ଗୃହୀତ ହୋଇଛି । ଦଳ ମତ ନିର୍ବିଶେଷରେ ଏହାକୁ ସମସ୍ତେ ସମର୍ଥନ ଜଣାଇଚନ୍ତି । ତେବେ ଏନେଇ ଗଜପତି ମହାରାଜ ଦିବ୍ୟସିଂହ ଦେବ ସମସ୍ତ ବିଧାୟକଙ୍କ ନିକଟରେ କୃତଜ୍ଞ ବୋଲି କହିଛନ୍ତି । ଯୋଜନା ସର୍ବସମ୍ମତିକ କ୍ରମେ ପାରିତ ହୋଇଥିବାରୁ…

ରଥଯାତ୍ରାରେ ୧୦-୧୨ ଲକ୍ଷ ଜନସମାଗମ ହେବ ବୋଲି ରାଜ୍ୟ ସରକାରଙ୍କ ଭ୍ରମାତ୍ମକ ତଥ୍ୟ ସବୁ ବିଗାଡି ଦେଇଥିଲା : ଗଜପତି

ଭୁବନେଶ୍ୱର: ଅନେକ ଦ୍ୱନ୍ଦ୍ୱ ଆଶା ଆଶଙ୍କା ଭିତରେ ଶେଷରେ ଅନୁଷ୍ଠିତ ହୋଇଛି ରଥଯାତ୍ରା । ପ୍ରଥମେ ୧୮ ତାରିଖରେ ରଥ ଯାତ୍ରା ବନ୍ଦ କରିବା ନେଇ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ପରେ ପୁନଃବିଚାରର ଆବେଦନର ଶୁଣାଣି କରି କଟକଣା ଭିତରେ ରଥ ଯାତ୍ରା କରିବା ପାଇଁ ନିର୍ଦ୍ଦେ ଶ ଦେଇଥିଲେ କୋର୍ଟ…

ପୁରୀ ରଥଯାତ୍ରା: ଗଜପତିଙ୍କ ଅନୁରୋଧ ସପକ୍ଷରେ ସୁପ୍ରିମକୋର୍ଟରେ ଆଇନ ଅନୁଯାୟୀ କାର୍ଯ୍ୟ କରିବେ ରାଜ୍ୟ ସରକାର

ଭୁବନେଶ୍ୱର : ରଥଯାତ୍ରାକୁ ନେଇ ଗଜପତି ମହାରାଜାଙ୍କ ଚିଠିରେ ଉଲ୍ଲେଖ କରାଯାଇଥିବା ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ହେବାକୁ ଥିବା ଶୁଣାଣିରେ ରାଜ୍ୟ ସରକାର ଏହା ସପକ୍ଷରେ ଆଇନ ଅନୁଯାୟୀ କାର୍ଯ୍ୟ କରିବେ । ଏ ନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିର ପରିଚାଳନା…

ରଥଯାତ୍ରା ହେବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଗଜପତି ମହାରାଜା

ଭୁବନେଶ୍ୱର: ରଥଯାତ୍ରା ପ୍ରସଙ୍ଗକୁ ନେଇ ଶୁକ୍ରବାର ଦିନ ଛତିଶା ନିଯୋଗ ବୈଠକ ହୋଇଥିଲା । ଦୀର୍ଘ ୩ ଘଣ୍ଟା ବୈଠକ ହେବା ପରେ ସୁପ୍ରିମକୋର୍ଟରେ ସରକାର ସାନି ମତ ରଖିବା ନେଇ ମତ ପ୍ରକାଶ ପାଇଥିଲା । ପରିଚାଳାଳନା କମିଟିର ପ୍ରସ୍ତାବ ଅନୁଯାୟୀ କିପରି ବିନା ଭକ୍ତରେ ରଥଯାତ୍ରା  ହୋଇପାରିବ ସେ ନେଇ…

ସୁପ୍ରିମକୋର୍ଟଙ୍କ ରାୟକୁ ମାନିବାକୁ ପଡିବ: ଗଜପତି

ପୁରୀ: ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ରାୟ ଜଗନ୍ନାଥ ପ୍ରେମୀଙ୍କ ମନକୁ ଆଘାତ ଦେବ । କିନ୍ତୁ ସର୍ବୋଚ୍ଚ ଅଦାଲତଙ୍କ ରାୟକୁ ମାନିବାକୁ ପଡିବ। ଆଉ କୌଣସି ବିକଳ୍ପ ନାହିଁ । ରଥଯାତ୍ରା ନକରିବା ନେଇ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ଏଭଳି ପ୍ରିତିକ୍ରିୟା ରଖିଛନ୍ତି ପୁରୀ ଗଜପତି ମହାରାଜା…

ଜାଣନ୍ତୁ: ରଥଯାତ୍ରାରେ ଶ୍ରୀଜଗନ୍ନାଥଙ୍କ କେଉଁସବୁ ସେବା କରନ୍ତି ଗଜପତି ମହାରାଜା

ପୁରୀ: ପ୍ରାଚୀନ ସମୟରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ନୀତି, ଯାନିଯାତ୍ରା ସହିତ ଗଜପତି ମହାରାଜା ପାରମ୍ପରିକ ରୀତିରେ ପ୍ରତ୍ୟକ୍ଷ ଭାବେ ସଂପୃକ୍ତ । ଏହି ସେବା ନୀତି ପୁରୀ ରାଜବଂଶର ବଂଶାନୁକ୍ରମିକ ଅଟେ । ଆଷାଢ ମାସ ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥିରେ ଅନୁଷ୍ଠିତ ରଥଯାତ୍ରା ଓ ଦଶମୀରେ…