Latest Odisha News

BREAKING NEWS

Browsing Tag

gambling

ହିଞ୍ଜିଳିରେ ଜୁଆ ଆଡ୍ଡା ଉପରେ ଚଢାଉ, ୧୫ ଗିରଫ

ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲା ହିଂଜିଳି ଥାନା ଅନ୍ତର୍ଗତ ସାରୁ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଧରିଛି ପୋଲିସ। ଚଢାଉ କରି ୧୫ ଜଣ ଜୁଆଡ଼ିଙ୍କୁ ଗିରଫ କରିବା ସହିତ ୧ ଲକ୍ଷ ୫୩ ହଜାର ଟଙ୍କା ଏବଂ ୧୮ଟି ଦାମୀ ମୋବାଇଲ ଫୋନ ଜବତ କରାଯାଇଛି। ସୂଚନା ଅନୁଯାୟୀ, ଶନିବାର ରାତିରେ ସାରୁ ଗ୍ରାମରେ ଏକ…

ଜୁଆ ଆଡ୍ଡାରେ ପୋଲିସର ଅତର୍କିତ ଚଢାଉ, ୫ ଅଟକ

ସମ୍ବଲପୁର: ଜୁଆଡିଙ୍କ ନାକେଦମ କରିଛି ସମ୍ବଲପୁର ପୋଲିସ । ଜିଲ୍ଲାରେ ପ୍ରତିଦିନ ଜାରି ରହିଛି ଅତର୍କିତ ଚଢାଉ । ଆଜି ମାନେଶ୍ୱର ଗାଁରେ ଜୁଆ ଖେଳ ଚାଲିଥିବା ସମୟରେ ସଦର ପୋଲିସ ଅତର୍କିତ ଭାବେ ଚଢାଉ କରିଥିଲା । ବିଶ୍ୱସ୍ତ ସୁତ୍ରରୁ ଖବର ପାଇ ମାନେଶ୍ୱର ଗାଁର କେନାଲପଡାରେ ପୋଲିସ ଚଢାଉ…

ଜୁଆ ଆଡ୍ଡାରେ ରେଡ୍: ୭ଲକ୍ଷ ୮୩ ହଜାର ଟଙ୍କା ଜବତ, ୨୦ ଜଣ ଅଟକ

କୋରାପୁଟ: ଜୁଆ ଆଡ୍ଡାରେ ପୋଲିସର ଅଚାନକ ରେଡ୍ । ବିଡ଼ା ବିଡ଼ା ନୋଟ୍ ଜବତ । ମୋଟ୍ ୭ଲକ୍ଷ ୮୩ହଜାର ୪୪୦ ଟଙ୍କା ଜବତ ହୋଇଛି । କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ଖଟୁଲୁଗୁଡା ନିକଟ ନୀଳଗିରି ବଣରେ ଚାଲିଥିଲା ଜୁଆ ଆଡ୍ଡା । ଖବର ପାଇଁ ପହଞ୍ଚିଥିଲା ପୋଲିସ । ଘଟଣାସ୍ଥଳରୁ ସମସ୍ତେ ଛତ୍ରଭଙ୍ଗ…

କଟକ: ଜୁଆ ଆଡ୍ଡାରେ ପୋଲିସ ଚଢାଉ,୨ ଗିରଫ

କଟକ : କଟକର ବକ୍ସି ବଜାରସ୍ଥିତ ଏକ ଗ୍ୟାସ ଫିଲିଂ ଦୋକାନ ନିକଟରେ କିଛି ଲୋକ ଜୁଆ ଖେଳୁଥିବା ବେଳେ କ୍ୟାଣ୍ଟନମେଣ୍ଟ୍ ପୋଲିସ ଚଢାଉ କରିଛି । ଏହି ଘଟଣାରେ ପୋଲିସ ୨ ଜଣଙ୍କୁ ଗିରଫ କରିଛି । ସେମାନେ ହେଲେ ବିଦେଶୀ ନାୟକ (୫୦) ଓ ଅନ୍ୟ ଜଣେ ଶେଖ ରାଜୁ (୪୦) । ପୋଲିସ ଚଢାଉ କରିବା…