ସୁଭଦ୍ରା ଆର୍ଟ ଗ୍ୟାଲେରୀ ଦ୍ଵାରା ଦିଲ୍ଲୀରେ ଗାନ୍ଧୀ ଚିତ୍ରକଳା ପ୍ରଦର୍ଶନୀ
ନୂଆଦିଲ୍ଲୀ : ଭାରତର ସ୍ବାଧିନତା ପୁର୍ତ୍ତିର ୭୫ ବର୍ଷ ପାଳନ ଉପଲକ୍ଷେ ପାଳିତ ହେଉଥିବା ''ଆଜାଦୀକା ଅମୃତ ମହୋତ୍ସବ'' ଅବସରରେ ଭୁବନେଶ୍ୱରର ସୁଭଦ୍ରା ଆର୍ଟ ଗ୍ୟାଲେରୀ ଆନୁକୁଲ୍ୟରେ ଦିଲ୍ଲୀଠାରେ ଗାନ୍ଧୀ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି।
ଏହି ଚିତ୍ରକଳା ପ୍ରଦର୍ଶନୀରେ…