Latest Odisha News

BREAKING NEWS

Browsing Tag

Ganesh Chaturthi

ଜାଣନ୍ତି କି ଭଣ୍ଡ ଗଣେଶ କିଏ ?

ଆଜି ଗଣେଶ ପୂଜା ବା ଗଣେଶ ଚତୁର୍ଥୀ। ଭଗବାନ୍ ଶ୍ରୀ ଗଣେଶଙ୍କର ଅନେକ ସ୍ୱରୂପ ରହିଛି। ଭଣ୍ଡ ଗଣେଶ ହେଉଛନ୍ତି ଗଣେଶଙ୍କର ଏକ ସ୍ୱରୂପ। ପୁରୀ, ଶ୍ରୀମନ୍ଦିରର ଭିତର ବେଢ଼ାରେ ପଶ୍ଚିମ ଦ୍ୱାରର ଦକ୍ଷିଣକୁ ଭଣ୍ଡ ଗଣେଶ ମନ୍ଦିର ଅବସ୍ଥିତ। ଶ୍ରୀମନ୍ଦିର ସ୍ୱତ୍ୱଲିପିରେ ଏହି ମନ୍ଦିରର ନାମ କାଞ୍ଚି…

ଗଣେଶ ପୂଜା: ବିଦ୍ୟା ଅନୁକୂଳର ଦିନ ଖଡ଼ିଛୁଆଁ

। । ବକ୍ରତୁଣ୍ଡ ମହାକାୟ, ସୂର୍ୟକୋଟି ସମପ୍ରଭଃ। ନିର୍ବିଘ୍ନମ୍। କୁରମେଦେବ, ସର୍ବକାର୍ଯ୍ୟେସୁ ସର୍ବଦା । । ଭାଦ୍ରବ ଶୁକ୍ଳ ଚତୁର୍ଥୀ ଦିନ ସାରା ଭାରତରେ ଗଣେଶ ପୂଜା ପାଳନ ହୋଇଥାଏ । ତେବେ, ଓଡ଼ିଆ ମାନଙ୍କର ଆଉ ଏକ ନିଆରା ପ୍ରାଚୀନ ପରମ୍ପରା ଏହି ଉତ୍ସବ ସହିତ ଯୋଡ଼ି ହୋଇ ରହିଛି। ତାହା…

ବର୍ଷକୁ ଗୋଟିଏ ଦିନ ହିଁ ଖୋଲିଥାଏ ଏହି ଗଣେଶ ମନ୍ଦିର

ଭୁବନେଶ୍ୱର :  ହିନ୍ଦୁ ପରମ୍ପରାରେ ଶ୍ରୀଗଣେଶଙ୍କୁ ସର୍ବପ୍ରଥମେ ପୂଜା କରିବାର ବିଧାନ ରହିଛି  । ଶ୍ରୀଗଣେଶଙ୍କୁ ପ୍ରଥମ ପୂଜ୍ୟ ଦେବତା କୁହାଯାଏ ।ସେଥିପାଇଁ ପ୍ରତ୍ୟକ ଶୁଭ କାର୍ଯ୍ୟ ଆରମ୍ଭରେ ଶ୍ରୀଗଣେଶଙ୍କୁ ଆରାଧନା କରାଯାଏ । ଭାରତରେ ପ୍ରତିଟି କୋଣରେ ଶ୍ରୀଗଣେଶଙ୍କ ମନ୍ଦିର ଦେଖିବାକୁ ମିଳେ…

ଗଣେଶ ପୂଜା ଅବସରରେ ଗଣେଶଙ୍କ ସମ୍ପର୍କରେ ଜାଣିବା କିଛି ମଜାଦାର କଥା

ଆଜି ଗଣେଶ ପୂଜା ବା ଗଣେଶ ଚତୁର୍ଥୀ । ସ୍କୁଲ କଲେଜ ଆଦି ସ୍ଥାନରେ ବେଶ୍ ଆଡମ୍ବରରେ ପାଳନ ହୁଏ ଏହି ପୂଜା । ଏହାକୁ ବିଘ୍ନ ବିନାଶକଙ୍କ ପୂଜା ମଧ୍ୟ କୁହାଯାଏ । କିନ୍ତୁ ଏଥର କରୋନା ସଂକ୍ରମଣର ଭୟ ଥିବାରୁ ପୂଜା ନିରାଡମ୍ବରରେ ପାଳିତ ହେଉଛି । ଗଣେଶଙ୍କୁ କୁହାଯାଏ ଅଗ୍ରପୂଜ୍ୟ । ଯେଉଁ ପୂଜା…

ଗଣେଶ ଚତୁର୍ଥୀ: କିଛି ରହସ୍ୟ, କିଛି ରୋଚକ ତଥ୍ୟ !

ଭୁବନେଶ୍ୱର: ପ୍ରତ୍ୟେକ ବର୍ଷ ଭାଦ୍ରବ ମାସ ଶୁକ୍ଲପକ୍ଷ ଚତୁର୍ଥୀ ତିଥୀରେ ଗଣେଶ ଚତୁର୍ଥୀ ଉତ୍ସବ ପାଳନ ହୋଇଥାଏ । ପ୍ରଥମ ପୂଜ୍ୟ ଦେବତା ହୋଇଥିବାରୁ ହିନ୍ଦୁ ଧର୍ମରେ ପ୍ରତ୍ୟେକ ଶୁଭକାର୍ଯ୍ୟର ଆରମ୍ଭ ଗଣେଶଙ୍କ ପୂଜାଠୁ ଆରମ୍ଭ ହୋଇଥାଏ । ସାରା ଦେଶରେ ଧୁମଧାମରେ ଗଣେଶ ଚତୁର୍ଥୀ ପାଳନ ହୋଇଥାଏ ।…