Latest Odisha News
Browsing Tag

Ganesh Puja

ଆସୁଛି ଗଣେଶ ପୂଜା; ଡିଜେ ବଦଳରେ ପାରମ୍ପାରିକ ବାଦ୍ୟକୁ ଅନୁମତି

ଭୁବନେଶ୍ୱର: ଆସନ୍ତା ୭ ତାରିଖରେ ଗଣେଶ ପୂଜା ଅନୁଷ୍ଠିତ ହେବ। ରାଜଧାନୀ ଭୁବନେଶ୍ବରରେ ଗଣେଶ ପୂଜାକୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୂର୍ତ୍ତି ଗଢ଼ା କାମ ଜୋରସୋରରେ ଚାଲିଛି। ଏହାରି ମଧ୍ଯରେ ଗଣେଶ ପୂଜାକୁ ସୁବ୍ୟବସ୍ଥିତ ଢଙ୍ଗରେ କରିବା ନେଇ କମିଶନରେଟ୍ ପୋଲିସ ପକ୍ଷରୁ ସୂଚନା…

ଗଣଦେବତା ଶ୍ରୀଗଣେଶଙ୍କ ଉପାସନା

ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ  କେଉଁ ପ୍ରାଚୀନ କାଳରୁ ଧର୍ମ ମାନବ ଜୀବନର ଆତ୍ମ ବିକାଶର ସାର୍ବଭୌମ ସାରଥି ସାଜିଛି । ଚକ୍ର ବିହୀନ ରଥ ଯେପରି ଗତିହୀନ, ଅନୁରୂପ ଭାବରେ ଧର୍ମ ଓ ନୀତିର ଅଭାବରେ ଏକ ସୁସ୍ଥ ସୁନ୍ଦର ସମାଜ ଗଠନ କରିବା ଅସମ୍ଭବ । ତେଣୁ ଯୁଗ ଯୁଗ ଧରି ଭାରତ ମାଟିରେ ଧର୍ମ…

ବ୍ରହ୍ମପୁର କେଦାରନାଥ ମନ୍ଦିରରେ ଗଜାନନଙ୍କୁ ଦେଖିବାକୁ ଭିଡ଼

ବ୍ରହ୍ମପୁର: ଦୁଇ ବର୍ଷ ପରେ ବ୍ରହ୍ମପୁର ସହର ଓ ଉପକଣ୍ଠରେ ବେଶ ଧୂମଧାମରେ ପାଳନ ହୋଇଛି ଗଣେଶ ପୂଜା। ଆୟୋଜକଙ୍କ ପକ୍ଷରୁ ଭିନ୍ନ ଭିନ୍ନ ପ୍ରକାର ସାଜସଜ୍ଜା ସହ ମୂର୍ତ୍ତି ପ୍ରସ୍ତୁତ କରାଯାଇଛି। ଚଳିତ ବର୍ଷ ସହର ଉପକଣ୍ଠ ସାନକୁଶସ୍ଥଳୀ ଗ୍ରାମରେ ଆକର୍ଷଣୀୟ ତୋରଣ ନିର୍ମାଣ କରାଯାଇଛି।…

ଗଣେଶ ପୂଜା: ବିଦ୍ୟା ଅନୁକୂଳର ଦିନ ଖଡ଼ିଛୁଆଁ

। । ବକ୍ରତୁଣ୍ଡ ମହାକାୟ, ସୂର୍ୟକୋଟି ସମପ୍ରଭଃ। ନିର୍ବିଘ୍ନମ୍। କୁରମେଦେବ, ସର୍ବକାର୍ଯ୍ୟେସୁ ସର୍ବଦା । । ଭାଦ୍ରବ ଶୁକ୍ଳ ଚତୁର୍ଥୀ ଦିନ ସାରା ଭାରତରେ ଗଣେଶ ପୂଜା ପାଳନ ହୋଇଥାଏ । ତେବେ, ଓଡ଼ିଆ ମାନଙ୍କର ଆଉ ଏକ ନିଆରା ପ୍ରାଚୀନ ପରମ୍ପରା ଏହି ଉତ୍ସବ ସହିତ ଯୋଡ଼ି ହୋଇ ରହିଛି। ତାହା…

ବିଶେଷତାରେ ବିଘ୍ନରାଜ

ପ୍ରିୟ କୁନି ପିଲାମାନେ ଆଜି ହେଉଛି ଗଣେଶ ପୂଜା । ତୁମେମାନେ ତ ଆଜି ପୂଜା କରିବ। ଗଣେଶ ହେଉଛନ୍ତି ଅଗ୍ରପୂଜ୍ୟ । ଏହାର ଅର୍ଥ ଆମେ କୌଣସି ଦେବାଦେବୀଙ୍କ ପୂଜା କରିବା ଆଗରୁ ପ୍ରଥମେ ଗଣେଶଙ୍କର ପୂଜା କରୁ। କାରଣ ଗଣେଶ ବିଘ୍ନବିନାଶକ ଭାବରେ ସବୁ ଅସୁବିଧାର ସମାଧନ କରିଥାନ୍ତି। ପିଲାମାନେ…

ଭୁବନେଶ୍ୱରରେ ଗଣେଶ ପୂଜା ପାଇଁ ବିଏମସିର ନୂଆ ଗାଇଡଲାଇନ୍

ଭୁବନେଶ୍ୱର: ଆଉ ସପ୍ତାହେ ପରେ ଗଣେଶ ପୂଜା । କରୋନା କଟକଣାରେ କେମିତି ପୂଜା ହେବ ସେନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଜାରି ହୋଇଛି ନୂଆ ଗାଇଡଲାଇନ୍ । ମଣ୍ଡପ/ପେଣ୍ଡାଲରେ କୋଭିଡ କଟକଣାରେ ପୂଜା କରିବାକୁ କମିଶନରେଟ ପୁଲିସର ଅନୁମତି ନେବାକୁ ପଡ଼ିବ । ମଣ୍ଡପ/ପେଣ୍ଡାଲର ତିନି ପଟକୁ…

ଗଣେଶ ପୂଜା ଅବସରରେ ଗଣେଶଙ୍କ ସମ୍ପର୍କରେ ଜାଣିବା କିଛି ମଜାଦାର କଥା

ଆଜି ଗଣେଶ ପୂଜା ବା ଗଣେଶ ଚତୁର୍ଥୀ । ସ୍କୁଲ କଲେଜ ଆଦି ସ୍ଥାନରେ ବେଶ୍ ଆଡମ୍ବରରେ ପାଳନ ହୁଏ ଏହି ପୂଜା । ଏହାକୁ ବିଘ୍ନ ବିନାଶକଙ୍କ ପୂଜା ମଧ୍ୟ କୁହାଯାଏ । କିନ୍ତୁ ଏଥର କରୋନା ସଂକ୍ରମଣର ଭୟ ଥିବାରୁ ପୂଜା ନିରାଡମ୍ବରରେ ପାଳିତ ହେଉଛି । ଗଣେଶଙ୍କୁ କୁହାଯାଏ ଅଗ୍ରପୂଜ୍ୟ । ଯେଉଁ ପୂଜା…

କରୋନା ପାଇଁ ରାଜ୍ୟରେ ନିରାଡମ୍ବରରେ ପାଳନ ହେଉଛି ଗଣେଶ ପୂଜା

ଭୁବନେଶ୍ୱର: ଆଜି ଗଣେଶ ଚତୁର୍ଥୀ । ସାଧାରଣତଃ ବିଭିନ୍ନ ସ୍କୁଲ, କଲେଜ, ଅଫିସ ଏପରିକି ଘରେ ଘରେ ବେଶ୍ ଆଡମ୍ବରରେ ପାଳିତ ହୋଇଥାଏ ବିଘ୍ନ ବିନାଶକଙ୍କ ପୂଜା । କିନ୍ତୁ ଚଳିତ ଥର କରୋନା କଟକଣା ଯୋଗୁଁ ସାର୍ବଜନୀନ ପୂଜା ଉପରେ ରୋକ ଲାଗିଛି । କୌଣସି ସ୍ଥାନରେ ଯେମିତି ଲୋକଙ୍କ ଭିଡ ନ ଲାଗିବ ସେଥି…

ଗଣେଶ ପୂଜା ନିଷ୍ପତ୍ତି ନେବେ ସ୍ଥାନୀୟ ପ୍ରଶାସନ: ହାଇକୋର୍ଟ

କଟକ: ଆଉ ଦିନକ ପରେ ଗଣେଶ ଚତୁର୍ଥୀ । ତେବେ ଚଳିତ ବର୍ଷ ମଣ୍ଡପରେ ଗଜାନନ ପୂଜା ପାଇବେ କି ନାହିଁ ଏବଂ ଭକ୍ତମାନେ ଗଣେଶଙ୍କୁ ମଣ୍ଡପରେ ଦେଖି ପାରିବେ ନା ନାହିଁ ସେ ନେଇ କୌଣସି ନିଷ୍ପତ୍ତି ହୋଇ ନାହିଁ । ତେବେ ଏହାରି ଭିତରେ ସ୍ଥାନୀୟ ପ୍ରଶାସନଙ୍କ ଉପରେ ନିଷ୍ପତ୍ତି ଛାଡିଛନ୍ତି ହାଇକୋର୍ଟ ।…

ଗଣେଶ ପୂଜା ନେଇ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

ଭୁବନେଶ୍ୱର: ଟ୍ୱିନ୍‌ସିଟିରେ ଗଣେଶ ପୂଜା ନେଇ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି । କଂଟେନ୍‌ମେଂଟ ଅଂଚଳକୁ ଛାଡି ଅନ୍ୟ ସବୁଠି ପୂଜା ପାଇଁ ଅନୁମତି ମିଳୁ ବୋଲି ଦାବି ହୋଇଛି । ଆଇନଜୀବୀ ବିଭୂତିଭୂଷଣ ଚୌଧୁୂରୀ ଏନେଇ ମାମଲା ରୁଜୁ କରିଛନ୍ତି । ପୂଜା ସମୟରେ ଆୟୋଜକ ସାମାଜିକ…