Latest Odisha News

BREAKING NEWS

Browsing Tag

Gang Rape Case

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବିବନକୁ ନେଇ ସିନ୍ ରିକ୍ରିଏଟ୍ କଲା ସିବିଆଇ

ଭୁବନେଶ୍ୱର: ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା । ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏଟ କରିଛି ସିବିଆଇ ଟିମ୍ । ବାରଙ୍ଗ ଅଞ୍ଚଳର ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏଟ୍ କରାଯାଇଛି । ୧୯୯୯ ମସିହାର ସେହି କାଳ ରାତିରେ କେମିତି ବିବନ କୁକର୍ମ…

କ୍ରାଇମବ୍ରାଞ୍ଚରେ ହାଜର ହେଲେନି ଓଟିଭି ଏମ୍‌ଡି, ମାଗିଲେ ସମୟ

ଭୁବନେଶ୍ୱର: ସମୟ ନେଲେ ଓଟିଭି ଏମ୍‌ଡି ଜଗି ପଣ୍ଡା । ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆଜି ଓଟିଭି ଏମ୍‌ଡିଙ୍କୁ ଜେରା ହେବାର ଥିଲା କିନ୍ତୁ ତାହା ଟଳିଛି । ଇ-ମେଲ ଜରିଆରେ ଅନୁରୋଧ କରି ସମୟ ନେଇଛନ୍ତି ଓଟିଭି ଏମ୍ ଡି ଜଗି ମଙ୍ଗତ ପଣ୍ଡା । ତେବେ ଓଟିଭି କାର୍ଯ୍ୟାଳୟରେ ତାଙ୍କୁ…

ପୁରୀ ଗଣଦୁଷ୍କର୍ମ ମାମଲା: ୬ ଅଭିଯୁକ୍ତଙ୍କ ବିରୋଧରେ ପୋଲିସର ଚାର୍ଜସିଟ୍

ପୁରୀ: ପୁରୀର ଏକ ପୋଲିସ କ୍ୱାର୍ଟରରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରିବା ଘଟଣାରେ ପୋଲିସ ୬ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି । ଗଣମାଧ୍ୟମକୁ ସୂଚନା ଦେଇ ପୁରୀ ଏସପି ଉମା ଶଙ୍କର ଦାସ କହିଛନ୍ତି ଯେ “ଏହି ଘଟଣାର ୨୦ ଦିନ ପରେ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍…

ପୁରୀ ଗଣଦୁଷ୍କର୍ମ ମାମଲା: ଗିରଫ ହେଲେ ଆଉ ୨ ଜଣ ବ୍ୟକ୍ତି

ପୁରୀ: ପୁରୀର ଏକ ପୋଲିସ କ୍ୱାର୍ଟରରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରିବା ଘଟଣାରେ ପୁଣି ଦୁଇ ଜଣ ଦମ୍ପତ୍ତିଙ୍କୁ ଗିରଫ କରାଯାଇଛି । ସମ୍ପୃକ୍ତ ଦମ୍ପତ୍ତି ଦ୍ୱୟ ରଞ୍ଜିତ ପରିଡା ଏବଂ ସୌମ୍ୟ ଶେଫାଳିକା ପରିଡା ବୋଲି ସୂଚନା ଦେଇଛନ୍ତି ପୁରୀ ଏସପି ଉମା ଶଙ୍କର ଦାସ । ପୋଲିସର…

ପୁରୀ ଗଣଦୁଷ୍କର୍ମ ମାମଲା: ରାୟଗଡାରୁ ଗିରଫ ହେଲେ ସିଆରପିଏଫ୍ ଯବାନ

ପୁରୀ: ପୁରୀର ଏକ ପୋଲିସ କ୍ୱାର୍ଟରରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରିବା ଅଭିଯୋଗରେ ଜଣେ ସିଆରପିଏଫ୍ ଯବାନଙ୍କୁ ଗିରଫ କରାଯାଇଛି । ସମ୍ପୃକ୍ତ ଯବାନଙ୍କ ନାମ ବୁଲୁ ବାରିକ୍ ହୋଇଥିବା ବେଳେ ତାଙ୍କୁ ରାୟଗଡା ଜିଲ୍ଲାରୁ ଗିରଫ କରାଯାଇଛି । ଏହି ଘଟଣାରେ ପୂର୍ବରୁ ମୁଖ୍ୟ ଅଭିଯୁକ୍ତ…

ପୋଲିସ କ୍ୱାର୍ଟରରେ ଚାଲୁଥିଲା ସେକ୍ସ ରାକେଟ୍, ଚାଞ୍ଚଲ୍ୟକର ତଥ୍ୟ ଦେଲେ ଅଭିଯୁକ୍ତଙ୍କ ୨ୟ ପତ୍ନୀ !

ପୁରୀ: ପୁରୀର ଏକ ପୋଲିସ କ୍ୱାର୍ଟର ମଧ୍ୟରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରିବା ଅଭିଯୋଗରେ ଜଣେ ପୋଲିସ ବାବୁ ଗିରଫ ହୋଇଥିବା ବେଳେ ଏହି ମାମଲା ଏକ ରୋଚକ ମୋଡ ନେଇଛି । ଅଭିଯୁକ୍ତ ପୋଲିସ କନଷ୍ଟେବଳ ଜିତେନ୍ଦ୍ର ସେଠୀଙ୍କ ଦ୍ୱିତୀୟ ପତ୍ନୀ ଭାବେ ନିଜକୁ ଦାବି କରି ଅଞ୍ଜଳୀ ନାମକ ଜଣେ…

ପୁରୀ ଗଣଦୁଷ୍କର୍ମ ମାମଲା: ୨୦ ଦିନ ଭିତରେ ଚାର୍ଜସିଟ୍ ପ୍ରସ୍ତୁତ କରିବ ପୋଲିସ

ପୁରୀ: ପୁରୀରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରିବା ଅଭିଯୋଗରେ ଜଣେ ପୋଲିସ ବାବୁ ଗିରଫ ହେବା ପରେ ପୋଲିସ ପକ୍ଷରୁ ଏହି ମାମଲାରେ ୨୦ ଦିନ ଭିତରେ ଚାର୍ଜସିଟ୍ ପ୍ରସ୍ତୁତ କରାଯିବ । ପୋଲିସ ଡିଆଇଜି (କେନ୍ଦ୍ରାଞ୍ଚଳ) ଆଶିଷ ସିଂହ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, “ମୁଖ୍ୟ ଅଭିଯୁକ୍ତ…

ପୁରୀ ଗଣଦୁଷ୍କର୍ମ ମାମଲା: ଅଭିଯୁକ୍ତ ପୋଲିସ ଗିରଫ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେପି

ଭୁବନେଶ୍ୱର/ପୁରୀ: ପୁରୀରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରିବା ଅଭିଯୋଗରେ ଜଣେ ପୋଲିସ ବାବୁ ଗିରଫ ହେବା ପରେ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିଜେପି। ଗତ ସୋମବାର ଦିନ ପୁରୀରେ ଥିବା ଏକ ପୋଲିସ କ୍ୱାଟର ମଧ୍ୟରେ ଜଣେ ନାବାଳିକାଙ୍କ ସହ ଗଣଦୁଷ୍କର୍ମ ହୋଇଥିବା ନେଇ…

ହାଇଦ୍ରାବାଦରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟାଘଟଣା: ‘ଅଜଣା ବ୍ୟକ୍ତିଙ୍କ ସହ କଥାନହେବା’କୁ…

ଭୁବନେଶ୍ୱର: ତେଲେଙ୍ଗାନାରେ ଜଣେ ୨୭ ବର୍ଷୀୟ ମହିଳା ପଶୁ ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯିବା ଘଟଣାକୁ ନେଇ ସାରା ଦେଶରେ ଉଦବେଗ୍ ପ୍ରକାଶ ପାଇଛି । ଏହି ପରିପ୍ରେକ୍ଷୀରେ ମହିଳାମାନଙ୍କ ସୁରକ୍ଷା ପାଇଁ ରବିବାର ଦିନ ଟ୍ୱିନସିଟି କମିଶନରେଟ୍ ପୋଲିସ ପକ୍ଷରୁ ଏକ ଆଡଭାଇଜାରୀ ଜାରି…

ଖୋର୍ଦ୍ଧା ଗଣଦୁଷ୍କର୍ମ ଘଟଣା: ପ୍ରମାଣ ଅଭାବରୁ କାର୍ ଡ୍ରାଇଭରଙ୍କୁ ଛାଡିଲା ପୋଲିସ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଚଳନ୍ତା ଗାଡି ମଧ୍ୟରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରିବା ଘଟଣାରେ ପ୍ରମାଣ ନମିଳିବାରୁ ସୋମବାର ଦିନ ପୋଲିସ ଅଭିଯୁକ୍ତ ଡ୍ରାଇଭରଙ୍କୁ ଛାଡିଦେଇଛି । ଗତ ନଭେମ୍ବର ୭ ତାରିଖରେ ପିଏନ୍ କଲେଜ ନିକଟ ୧୬ନଂ ଜାତୀୟ ରାଜପଥ ନିକଟରେ ସମ୍ପୃକ୍ତ ପିଡିତାଙ୍କୁ…