Latest Odisha News

BREAKING NEWS

Browsing Tag

Gang Rape Case

ଖୋର୍ଦ୍ଧା ଗଣଦୁଷ୍କର୍ମ ଘଟଣା: ମୁହଁ ଖୋଲିଲେ ଅଭିଯୁକ୍ତଙ୍କ ପରିବାର ସଦସ୍ୟ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଚଳନ୍ତା ଗାଡି ମଧ୍ୟରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରିବା ଘଟଣାରେ ଶୁକ୍ରବାର ଦିନ ମୁହଁ ଖୋଲିଛନ୍ତି ଅଭିଯୁକ୍ତ ସୌମ୍ୟ ରଞ୍ଜନ ମହାନ୍ତିଙ୍କ ପରିବାର ବର୍ଗ । ଏନେଇ ତାଙ୍କ ପରିବାର ସଦସ୍ୟ କହିଛନ୍ତି, ସମ୍ପୃକ୍ତ ମହିଳା ଜଣକ ଦୁଷ୍କର୍ମ ନେଇ ସମ୍ପୂର୍ଣ୍ଣ…

ଖୋର୍ଦ୍ଧାରେ ମହିଳାଙ୍କୁ ଗଣଦୁଷ୍କର୍ମ ଘଟଣା: ଜଣେ ଅଟକ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରିବା ଘଟଣାରେ ପୋଲିସ ଗୁରୁବାର ଦିନ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି । ଏଥିସହିତ ଘଟଣାରେ ବ୍ୟବହୃତ ଏକ କାରକୁ ମଧ୍ୟ ଜବତ କରାଯାଇଛି । ପିଏନ୍ କଲେଜ ନିକଟ ୧୬ନଂ ଜାତୀୟ ରାଜପଥ ନିକଟରେ ସମ୍ପୃକ୍ତ ପିଡିତାଙ୍କୁ ଗୁରୁତର…

କଳାହାଣ୍ଡି ଗଣଦୁଷ୍କର୍ମ ମାମଲା: ଜଣେ ନାବାଳକ ସମେତ ୭ ଗିରଫ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର ଜାରିଙ୍ଗ ଜଙ୍ଗଲ ନିକଟରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରିବା ଘଟଣାରେ ପୋଲିସ ବୁଧବାର ଦିନ ଜଣେ ନାବାଳକଙ୍କ ସମେତ ୭ ଜଣଙ୍କୁ ଗିରଫ କରିଛି । ଗଣମାଧ୍ୟମକୁ ସୂଚନା ଦେଇ କଳାହାଣ୍ଡି ଏସପି ବାତୁଲା ଗଙ୍ଗାଧର କହିଛନ୍ତି, ଗିରଫ ୭ ଜଣ ମଧ୍ୟରୁ ୪ ଜଣ ଉକ୍ତ ୨୨…

ରାଉରକେଲାରେ ନାବାଳିକା ଗଣଦୁଷ୍କର୍ମ ଘଟଣା: ଗିରଫ ହେଲେ ୫ ଅଭିଯୁକ୍ତ

ରାଉରକେଲା: ରାଉରକେଲାର ହାରପାଲି ବସ୍ତି ନିକଟରେ ଜଣେ ନାବାଳିକାକୁ କେହି ଦୁର୍ବୃତ୍ତ ଗଣଦୁଷ୍କର୍ମ କରିବା ଘଟଣାରେ ବୀରମିତ୍ରପୁର ପୋଲିସ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହି ଘଟଣାରେ ପୂର୍ବରୁ ୨ ଜଣ ଗିରଫ ହୋଇଥିବା ବେଳେ ଏବେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୭ ହୋଇଥିବା ନେଇ ସୁତ୍ରରୁ…

ସୁକିନ୍ଦା ଗଣଦୁଷ୍କର୍ମ ମାମଲା: ମୁଖ୍ୟ ଅଭିଯୁକ୍ତ ଗିରଫ

ଯାଜପୁର : ସୁକିନ୍ଦା ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ସୁକିନ୍ଦା ପୋଲିସ ଏବଂ କପିଳାସ ପୋଲିସ ମିଳିତ ଭାବେ ଢେଙ୍କାନାଳ ସ୍ଥିତ କପିଳାସରୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ନାମ ସବ୍ୟସାଚୀ ବେଉରା ବୋଲି ଜଣାପଡିଛି । ପୀଡ଼ିତାଙ୍କ ବାପା ସୁକିନ୍ଦା ଥାନାରେ ଲିଖିତ ଅଭିଯୋଗ କରିବା…

ସୁକିନ୍ଦା ଗଣଦୁଷ୍କର୍ମ ମାମଲା: ୪୮ ଘଣ୍ଟାରେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ବିଜେପିର ଚେତାବନୀ

ଯାଜପୁର: ଯାଜପୁର ଜିଲ୍ଲା ଅନ୍ତର୍ଗତ ସୁକିନ୍ଦା ପୋଲିସ ଷ୍ଟେସନକୁ ଗୁରୁବାର ଦିନ ବିଜେପି ପକ୍ଷରୁ ଘେରାଉ କରାଯାଇଛି । ପୂର୍ବଦିନ ସନ୍ଧ୍ୟାରେ ଏଠାରେ ହୋଇଥିବା ଗଣଦୁଷ୍କର୍ମ ଘଟଣାରେ ସଂପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ୪୮ ଘଣ୍ଟା ମଧ୍ୟରେ ଗିରଫ କରିବାକୁ ଦାବି କରି ବିଜେପି କର୍ମୀମାନେ ଥାନା…