Latest Odisha News

BREAKING NEWS

Browsing Tag

Gang Rape

ଚଳନ୍ତା କାରରେ ବିଧବାଙ୍କୁ ଦୁଷ୍କର୍ମ ମାମଲା, ୩ ଜଣଙ୍କୁ ୨୦ ବର୍ଷ ଲେଖାଏ ଜେଲ୍

ସୁନ୍ଦରଗଡ଼: ୮ ବର୍ଷ ତଳର ଏକ ଦୁଷ୍କର୍ମ ମାମଲାରେ ସୁନ୍ଦରଗଡ଼ର କୋର୍ଟ ରାୟ ଶୁଣାଇଛନ୍ତି । ୩ ଅଭିଯୁକ୍ତଙ୍କୁ କୋର୍ଟ ୨୦ ବର୍ଷ ଲେଖାଏ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି । ଚଳନ୍ତା କାରରେ ବିଧବା ମହିଳାଙ୍କୁ ଦୁଷ୍କର୍ମ ମାମଲାରେ କୋର୍ଟ ଜେଲ୍ ଦଣ୍ଡାଦେଶ ଶୁଣାଇବା ସହ ଅଭିଯୁକ୍ତଙ୍କୁ ୫ ହଜାର ଲେଖାଏ…

ଗଣଦୁଷ୍କର୍ମ ପୀଡ଼ିତାଙ୍କ ମୃତଦେହକୁ ରାସ୍ତାରେ ଘୋଷାଡ଼ି ନେଲା ପୋଲିସ, ଲୋକେ ଫିଙ୍ଗିଲେ ପଥର

କୋଲକାତା: ଦଳିତ ନାବାଳିକାଙ୍କୁ ଗଣଦୁଷ୍କର୍ମ ପରେ ହତ୍ୟା ପରେ ହିଂସା ସୃଷ୍ଟି ହୋଇଛି । ନାବାଳିକାଙ୍କ ମୃତଦେହ ନେବାକୁ ଆସିଥିବା ବେଳେ ଗ୍ରାମବାସୀଙ୍କ ଆକ୍ରୋଶର ଶିକାର ହୋଇଛି ପୋଲିସ । ଲୋକେ ପୋଲିସ ଉପରକୁ ଢେଲା, ପଥର ଫିଙ୍ଗିଛନ୍ତି । ଏଭଳି ଘଟଣା ଘଟିଛି ପଶ୍ଚିମବଙ୍ଗର ଦିନାଜପୁରରେ ।…

୧୧ ଆଦିବାସୀ ମହିଳାଙ୍କୁ ଗଣଦୁଷ୍କର୍ମ, ନିରପେକ୍ଷ ତଦନ୍ତ ହେଲାନି ବୋଲି ୨୧ ପୋଲିସ ନିର୍ଦ୍ଦୋଷ

ବିଶାଖାପାଟ୍ଟଣମ: ୨୦୦୭ ମସିହାରେ ୧୧ ଜଣ ଆଦିବାସୀ ମହିଳାଙ୍କୁ ଗଣଦୁଷ୍କର୍ମ ନେଇ ଅଭିଯୋଗ ହୋଇଥିଲା । ଗଣଦୁଷ୍କର୍ମ ଅଭିଯୋଗର ୧୬ ବର୍ଷ ପରେ ସ୍ୱତନ୍ତ୍ର କୋର୍ଟ ରାୟ ଶୁଣାଇଛନ୍ତି । ଯେଉଁ ୨୧ ପୋଲିସ ଅଧିକାରୀଙ୍କ ବିରୋଧରେ ଗଣଦୁଷ୍କର୍ମ ନେଇ ଅଭିଯୋଗ ଥିଲା, ନିରପେକ୍ଷ ଯାଞ୍ଚ ନ ହେବାରୁ କୋର୍ଟ…

ମାଉସୀ ଘର ଛାଡ଼ି ଦେବା ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ଗଣବଳାତ୍କାର

ଜବଲପୁର: ପୁଣି ସାମ୍ନାକୁ ଆସିଲା ଦୁଷ୍କର୍ମ ଘଟଣା । ୧୨ ବର୍ଷର ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ। ଏଭଳି ଘଟଣା ମଧ୍ୟପ୍ରଦେଶ ଜବଲପୁରରେ ଘଟିଛି  । ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି।…

ଭିନ୍ନକ୍ଷମ ଦଳିତ ଯୁବତୀଙ୍କୁ ଗଣଦୁଷ୍କର୍ମ

ବରମେର(ରାଜସ୍ଥାନ): ମାନବିକତା ପାଇଁ ଲଜ୍ଜା । ରାଜସ୍ଥାନର ବରମେର ଜିଲ୍ଲାରେ ଜଣେ ମୁକ ବଧିର ଦଳିତ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଛି । ଦୁର୍ବୃତ୍ତମାନେ ବୋଲେରୋ ଆସି ଯୁବତୀ କୁ ଉଠାଇ ନେଇ ନିକଟସ୍ଥ ଜଙ୍ଗଲରେ ଗଣଦୁଷ୍କର୍ମ କରିଛନ୍ତି । ପରେ ଯୁବତୀଙ୍କୁ ରକ୍ତାକ୍ତ ଅବସ୍ଥାରେ ପରିବାର ଲୋକେ…

ମକର ବୁଡ଼ ପାଇଁ ଯାଇଥିବା ବେଳେ ଗଣଦୁଷ୍କର୍ମର ଶିକାର ହେଲେ ଯୁବତୀ

ବାରିପଦା : ଏକୁଟିଆ ମକର ବୁଡ଼ ପକାଇବାକୁ ଯାଇଥିବା ଗଣଦୁଷ୍କର୍ମର ଶିକାର ହେଲେ ଯୁବତୀ । ଏଭଳି ଅଭିଯୋଗ ଆସିଛି ମୟୂରଭଞ୍ଜ ବାରିପଦାରୁ । ଏହି ଘଟଣାରେ ଟାଉନ ଥାନା ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସୂଚନା ଅନୁଯାୟୀ, ଯୁବତୀ ଜଣକ ଆଜି ଭୋରରୁ ଉଠି ଏକୁଟିଆ ମକର ବୁଡ ପକାଇବାକୁ…

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲା: ଓଟିଭି ଏମ୍‌ଡିଙ୍କ ସମେତ ୪ଜଣଙ୍କୁ ନୋଟିସ

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲାରେ ଓଟିଭି ଏମ୍‌ଡି ଜଗି ମଙ୍ଗତ ପଣ୍ଡାଙ୍କୁ ନୋଟିସ । ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ତାଙ୍କୁ ନୋଟିସ ଜାରି କରିଛନ୍ତି । ଏଥିସହ କ୍ରାଇମବ୍ରାଞ୍ଚ ତଦନ୍ତକାରୀ ଅଫିସର, ଅଭିଯୋଗକାରିଣୀ ଓ ଭୁବନେଶ୍ୱର ଡିସିପିଙ୍କୁ ମଧ୍ୟ ନୋଟିସ ଜାରି…

ଗଣବଳାତ୍କାରର ଶିକାର ହୋଇଥିବା ନାବାଳିକା କଲା ଆତ୍ମହତ୍ୟା;ମାମଲା ରୁଜୁ

ପାଟନା: ଉତ୍ତରପ୍ରଦେଶର ହାଥ୍ରାସରେ ଜଣେ ୨୦ବର୍ଷ ବୟସ୍କା ମହିଳାଙ୍କୁ ଗଣଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ଦେଶବ୍ୟାପୀ ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ବିହାରର ଗୟା ଜିଲ୍ଲାର ଜଣେ ଦଳିତ ନାବାଳିକା ଶୁକ୍ରବାର ଦିନ ଆତ୍ମହତ୍ୟା କରିଥିବା ପୋଲିସ ସୂଚନା ଦେଇଛି । ପୋଲିସର ସୂଚନାନୁସାରେ,…

ଛୁରୀ ଦେଖାଇ ଯୁବତୀଙ୍କୁ ଗଣଦୁଷ୍କର୍ମ, ଭାଇରାଲ ହେଲା ଭିଡିଓ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର ଜାରିଙ୍ଗ ଜଙ୍ଗଲ ନିକଟରେ କିଛି ଦୁବୃର୍ତ୍ତ ଜଣେ ମହିଳାଙ୍କୁ ଗଣଦୁଷ୍କର୍ମ କରିବା ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ପୋଲିସ ଖୋଳତାଡ ଆରମ୍ଭ କରିଛି । ଜୁନାଗଡ ଥାନାରେ ପିଡିତା ଜଣକ ଅଭିଯୋଗ କରିବା ପରେ ଘଟଣାଟି ଲୋକଲୋଚନକୁ ଆସିଥିଲା ।…