Latest Odisha News

BREAKING NEWS

Browsing Tag

Gangster Hyder

କେମିତି ରିକ୍ସାବାଲାରୁ ଗ୍ୟାଙ୍ଗଷ୍ଟର ହେଲା ହାଇଦର ?

ଭୁବନେଶ୍ୱର: ରିକ୍ସାବାଲାରୁ ଗ୍ୟାଙ୍ଗଷ୍ଟର । ହାଇଦରର କଳା ସାମ୍ରାଜ୍ୟର ତାଲିକା ଢେର ଲମ୍ବା । ଯେତିକି ଚାଞ୍ଚଲ୍ୟକର ସେତିକି ରହସ୍ୟମୟ । ଆଗରୁ ଦୁଇ ଦୁଇ ଥର ଗୁଳି ଖାଇ ବଞ୍ଚି ଯାଇଥିବା ହାଇଦର ଏଥର ଏନକାଉଣ୍ଟରରେ ନିହତ ହୋଇଛି । ୩୦ ବର୍ଷ ଧରି ଅପରାଧିକ ଦୁନିଆରେ ଜଡ଼ିତ ଥିଲା ।…

ଏନକାଉଣ୍ଟରରେ ହାଇଦରର ମୃତ୍ୟୁ ପରେ କେନ୍ଦ୍ରାପଡ଼ାରେ ୧୪୪ ଧାରା ଜାରି

କେନ୍ଦ୍ରାପଡ଼ା: ଗ୍ୟାଙ୍ଗଷ୍ଟର ହାଇଦର ପୋଲିସ ଏନକାଉଣ୍ଟରରେ ମୃତ୍ୟୁବରଣ କରିଛି । ଏହାପରେ କୌଣସି ପ୍ରକାର ଶାନ୍ତି ଭଙ୍ଗ ଓ ସାମ୍ପ୍ରଦାୟିକ ଗଣ୍ଡଗୋଳ ଆଶଙ୍କା କରି କେନ୍ଦ୍ରାପଡ଼ାରେ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ । ଆସନ୍ତା ୩୦ ତାରିଖ ଯାଏ ଦିନ ୧୧ଟା ଯାଏ ୧୪୪(୨) ଧାରା ଜାରି ରହିବ…

ଗ୍ୟାଙ୍ଗଷ୍ଟର ହାଇଦରର ହାଇଡ୍ରାମା

୧୨୦ଘଣ୍ଟାର ଅପରେସନ ପରେ ତେଲେଙ୍ଗାନରୁ ଗିରଫ ହୋଇଛି ଗ୍ୟାଙ୍ଗଷ୍ଟର ହାଇଦର । ପୁଲିସର ଦୁଇଟି ଟିମ୍ ତେଲେଙ୍ଗାନା ପ।ଇ ଛାନ୍‌ଭିନ୍ ପରେ ଧରାପଡିଥିଲା ସେଖ୍ ହାଇଦର । ତେବେ ଦୀର୍ଘ ୧୬ ବର୍ଷ ପରେ ହାଇଦର ଫେରାର ହେବା ପଛରେ କିଛି ଷଡନ୍ତ୍ର ଥିଲା କି? ନା ଅଲଗା କିଛି ରହସ୍ୟ ଅଛି । ଏନେଇ ତଦନ୍ତ…

ଗ୍ୟାଙ୍ଗଷ୍ଟର ହାଇଦର କରୋନା ପଜିଟିଭ୍, ଆଇସୋଲେସନରେ ଧରିଥିବା ଅଧିକାରୀ

କଟକ: ଫେରାର ହାଇଦର ଗିରଫ ପରେ ବି ଚର୍ଚ୍ଚାରେ । ଏସସିବିରୁ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ହେବା ପରେ ପୋଲିସର ନିଦ ହଜି ଯାଇଥିଲା । ଦିନରାତି ୫ ଦିନର ଅକ୍ଲାନ୍ତ ପରିଶ୍ରମ ପରେ ହାଇଦ୍ରାବାଦରୁ ହାଇଦରକୁ ଧରିବାରେ ସକ୍ଷମ ହୋଇଥିଲା ପୋଲିସ । ହାଇଦରକୁ ଶୁକ୍ରବାର ଓଡ଼ିଶା ଆଣିବା ପରେ…

କେମିତି କଟକରୁ ହାଇଦ୍ରାବାଦ ଖସି ଯାଇଥିଲା ହାଇଦର ? କହିଲେ ପୋଲିସ କମିଶନର

କଟକ: ଗାଙ୍ଗଷ୍ଟର ହାଇଦର ଗିରଫ ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ କଟକ ପୋଲିସକୁ ପ୍ରଶଂସା କରିଛନ୍ତି । ପୋଲିସ କମିଶନର ପ୍ରେସମିଟ୍ କରି କହିଛନ୍ତି- ୧୨୦ଘଣ୍ଟାର ଅପରେସନ ପରେ ତେଲଙ୍ଗାନାରୁ ହାଇଦରକୁ ଗିରଫ କରାଯାଇଛି । ୨ଟି ମାମଲାରେ ସମ୍ବଲପୁର ଜେଲରେ ଆଜୀବନ ସଜ୍ଜା କାଟୁଛି…

ବିମାନବନ୍ଦରରେ ପହଞ୍ଚିବା ପରେ ହାଇଦରକୁ କଟକ ନେଲା ପୋଲିସ

ଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲା ହାଇଦ୍ରାବାଦରୁ ଗିରଫ ଗ୍ୟାଙ୍ଗଷ୍ଟର ହାଇଦର । ସକାଳ ପ୍ରାୟ ୯ଟା ସମୟରେ ଭୁବନେଶ୍ୱର ବିମାନବନ୍ଦରରେ ହାଇଦରକୁ ନେଇ ପୋଲିସ ପହଞ୍ଚିଥିଲା । ସେଠାରେ ହାଇଦରର କରୋନା ଟେଷ୍ଟ କରାଯାଇଥିଲା । ତା'ପରେ ପୋଲିସ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗିରଫ ହାଇଦରକୁ…

ହାଇଦର ଫେରାର୍ ଷଡ଼ଯନ୍ତ୍ରରେ ସଲ୍ଲୁ ସାମିଲ୍, ରିମାଣ୍ଡରେ ଆଣିବାକୁ ଆବେଦନ କରିବ ପୋଲିସ

କଟକ: ଏସସିବିରେ ସାଧାରଣ ରୋଗୀଙ୍କୁ ବେଡ୍ ମିଳୁନି, କିନ୍ତୁ କୁଖ୍ୟାତ ଅପରାଧୀଙ୍କୁ ମିଳୁଛି କ୍ୟାବିନ୍ । ଏ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଏସସିବିର ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା । ସେ କହିଛନ୍ତି- ଏସସିବିରେ ଚିକିତ୍ସା ପାଇଁ କ୍ୟାବିନ୍ ଆବେଦନ କରିଥିଲା ନିଜେ ହାଇଦର ।…

ହାଇଦର ସହଯୋଗୀ ୟାକୁବକୁ ଗିରଫ କଲା ପୋଲିସ, ଗ୍ୟାଙ୍ଗଷ୍ଟର ପତ୍ତା ମିଳୁନି

କଟକ: ଗ୍ୟାଙ୍ଗଷ୍ଟ ହାଇଦର ସହଯୋଗୀ ୟାକୁବ ଖାନ୍ ଓରଫ ସଲ୍ଲୁ ଗିରଫ । ତାକୁ ଗିରଫ କରିଛି କଟକ ମଙ୍ଗଳାବାଗ ଥାନା ପୋଲିସ । ଗତକାଲି ସେ ଚାଉଳିଆଗଞ୍ଜ ଥାନାରେ ଆତ୍ମସମର୍ପଣ କରିଥିଲା । ହାଇଦର ଫେରାର୍ ହେବା ନେଇ ତାକୁ ପଚରାଉଚରା କରିଥିଲା ପୋଲିସ । ଏହାପରେ ତାକୁ ଗିରଫ କରାଯାଇଛି । ଏସସିବି…

ହାଇଦରକୁ ଧରିବାକୁ ଆଲର୍ଟରେ ଓଡ଼ିଶା ପୋଲିସ, ସବୁ ସୀମାନ୍ତବର୍ତ୍ତୀ ଅଞ୍ଚଳ ଉପରେ ନଜର

ଭୁବନେଶ୍ୱର: ଓଡ଼ିଶା ପୋଲିସର ଅପରେସନ୍ ହାଇଦର । ଶନିବାପ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର ଚିକିତ୍ସାଧୀନ ଅବସ୍ଥାରେ ଫେରାର୍ ହୋଇଯିବା ପରେ ପୋଲିସର ଚିନ୍ତା ବଢ଼ିଛି । ଆଜି ଭୁବନେଶ୍ୱର ସ୍ଥିତ ପୋଲିସ ଡିଜିଙ୍କ କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବୈଠକ ପରେ କ୍ରାଇମବ୍ରାଞ୍ଚ…