ଗ୍ୟାଙ୍ଗଷ୍ଟର ହାଇଦରର ପୁଅ ମୁନ୍ନାକୁ ଆଜୀବନ ଜେଲ୍ , ଦଣ୍ଡାଦେଶ ଶୁଣାଇଲେ କେନ୍ଦ୍ରାପଡ଼ା ଜିଲ୍ଲା ଦୌରା ଜଜ୍
କେନ୍ଦ୍ରାପଡା : ଗାଙ୍ଗଷ୍ଟାର ହାଇଦର ର ପୁଅ ତଥା ଦୁର୍ଦାନ୍ତ ଅପରାଧୀ ସେକ କାଦିର ଓରଫ ମୁନ୍ନାକୁ ଆଜି ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି କେନ୍ଦ୍ରାପଡା ଜିଲ୍ଲା ଦୌରାଜଜ । ୨୦୧୩ ମସିହାରେ କେନ୍ଦ୍ରାପଡା ଜିଲ୍ଲା ଆଳି ଅଂଚଳର ସାର ବ୍ୟବସାୟୀ ସାହା ନବାଜ ଖାଁ ହତ୍ୟାକାଣ୍ଡରେ କାଦିର ଦୋଷୀ ସାବ୍ୟସ୍ତ…