Latest Odisha News
Browsing Tag

Ganja Seize

ଅଟୋ ସହ ୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ

କଳାହାଣ୍ଡି : ଗଞ୍ଜେଇ ଚାଲାଣକୁ ବିଫଳ କଲା ପୋଲିସ । ଅଟୋରେ ଗଞ୍ଜେଇ ଆଣି ଟ୍ରେନ ଯୋଗେ ଝାନସି ଚାଲାଣ କରିବା ପୂର୍ବରୁ ମାଡି ବସିଲା ପୋଲିସ । ଏପରି ଘଟଣା ଘଟିଛି ରାୟଗଡା ଜିଲ୍ଲା ମୁନିଗୁଡାରେ । କଳାହାଣ୍ଡି ଜିଲ୍ଲା ଏମ. ରାମପୁର ଥାନା ପାଙ୍ଗାବାଜୁ ଗାଁରୁ ଡ୍ରାଇଭର ସମେତ ୩ଜଣ ୩ଟି ବ୍ୟାଗରେ…

୬ କ୍ବିଣ୍ଟାଲ ୪୦ କେଜି ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ରାୟଗଡ଼ା ପଦ୍ମପୁର ପୋଲିସ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ପଦ୍ମପୁର ଓ କେନ୍ଦୁଗୁଡା ପୋଲିସକୁ ସଫଳତା । ଚୋରା ଚାଲାଣ ବେଳେ ୬ କ୍ବିଣ୍ଟାଲ ୪୦ କୋଜି ଗଞ୍ଜେଇ ଜବତ କରିଛି ପୋଲିସ । ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୬୪ ଲକ୍ଷ ଟଙ୍କାରୁ ଅଧିକ ହେବ । କେନ୍ଦୁଗୁଡା ଫାଣ୍ଡି ସିମିରି…

ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ଭଦ୍ରକ ଟାଉନ ପୋଲିସ, ୮ ଯୁବକ ଗିରଫ

ଭଦ୍ରକ : ଚେକିଂ ବେଳେ ଖୋଲିଲା ଗଞ୍ଜେଇ ଚୋରା ଚାଲାଣ କରୁଥିବା ରାକେଟର ଗୁମର । ଗଞ୍ଜେଇ ଚାଲାଣ ଅଭିଯୋଗରେ ୮ ଜଣଙ୍କୁ ଗିରଫ କରିଛି ଭଦ୍ରକ ଟାଉନ୍ ପୋଲିସ । ଚେକିଂ ବେଳେ ଜବତ ହୋଇଛି ୪୫ କିଲୋ ଗଞ୍ଜେଇ ସହ ମାରଣାସ୍ତ୍ର, ୮ଟି ମୋବାଇଲ, ୧୦ ହଜାର ଟଙ୍କା ଓ କାର ସହ ଗୋଟିଏ ଆମ୍ବୁଲାନ୍ସ ।…

କୋରାପୁଟରୁ ୬୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ : ଜଙ୍ଗଲରେ ଗଞ୍ଜେଇ ରଖିଥିବା ବେଳେ ଜୟପୁର ସଦର ପୋଲିସର ଚଢାଉ । ମାମଲାରେ ଜଣକୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତ ହେଲେ କୋରାପୁଟ ଜିଲ୍ଲା ମାଛକୁଣ୍ଡ ଅଞ୍ଚଳର ନରସିଂହ ପାଡାଲ । ଗଞ୍ଜେଇକୁ ପ୍ୟାକେଟ୍ କରି ରଖାଯାଇଥିବା ନେଇ ସୂଚନା ପାଇଥିଲେ ଜୟପୁର ସଦର ଥାନା ଅଧିକାରୀ…

ବାଇକ ସହ ଗଞ୍ଜେଇ ଜବତ, ଜଣେ ଗିରଫ

ବଲାଙ୍ଗିର : ବଲାଙ୍ଗିର ପୋଲିସକୁ ସଫଳତା । ରାସ୍ତା ଲିଟିଲ ଫ୍ଲାୱାର ସ୍କୁଲ ନିକଟରୁ ବାଇକ ସହ ଏକ ବସ୍ତାରେ ଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ବଲାଙ୍ଗିର ପୋଲିସ । ଗଞ୍ଜେଇ ଚୋରା ଚାଲାଣ କରୁଥିବା ଅଭିଯୋଗରେ ପୋଲିସ ଜଣେ ମାଫିଆକୁ ଗିରଫ କରିଛି । ଦୀର୍ଘ ଦିନରୁ ବଲାଙ୍ଗୀର ଧୁମଭାଟାର…

ମାଲକାନଗିରି ପୋଲିସକୁ ସଫଳତା, ଜବତ ହେଲା ୨ କ୍ବିଣ୍ଟାଲ ଗଞ୍ଜେଇ, ୩ ଗିରଫ

ମାଲକାନଗିରି : ମାଲକାନଗିରି ପୋଲିସକୁ ବଡ଼ ସଫଳତା । ଚିତ୍ରକୋଣ୍ଡା ଅଞ୍ଚଳରୁ ଛତିଶଗଡକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ନମ୍ବର ନଥିବା ଏକ ତିନି ଚକିଆ ଅଟୋକୁ ଜବତ କରିଛି ପୋଲିସ । ଅଟୋ ଭିତରୁ ୨ କ୍ବିଣ୍ଟାଲ ୩ କେଜି ଚୋରା ଗଞ୍ଜେଇ ଜବତ କରିଛି ପୋଲିସ । ଯାହାର ବଜାର ମୂଲ୍ୟ ପ୍ରାୟ ୧୦ ଲକ୍ଷ…

ମୁନିଗୁଡା ପୋଲିସ ଦ୍ବାରା ଗଞ୍ଜେଇ ଜବତ, ୨ ଗିରଫ

ରାୟଗଡ଼ା : ରାୟଗଡା ଜିଲ୍ଲା ମୁନିଗୁଡା ପୋଲିସକୁ ମିଳିଛି ସଫଳତା । ୨୨ କିଲୋ ୧୬୦ ଗ୍ରାମ ଗଞ୍ଜେଇ ଜବତ କରିବା ସହ ୨ ଜଣ ମାଫିଆଙ୍କୁ ଗିରଫ କରିଛି ପୋଲିସ । ମୁନିଗୁଡା ଥାନା ଗତିଗୁଡା ଛକ ନିକଟରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଖବର ପାଇ ଚଢ଼ାଉ କରିଥିଲା ପୋଲିସ । ଗତିଗୁଡା ଛକ ନିକଟରେ…

୪୦ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ଗିରଫ କଲା ପଦ୍ମପୁର ପୋଲିସ

ରାୟଗଡ଼ା : ରାୟଗଡ଼ା ମୁଚୁକି ପଦର ଛକରୁ ଗଞ୍ଜେଇ ଜବତ କରିଛି ପଦ୍ମପୁର ପୋଲିସ । ଗାଡି ଯାଞ୍ଚ ବେଳେ କାରରୁ ୪୦ କେଜି ଗଞ୍ଜେଇ ଜବତ କରିଛି ପୋଲିସ । ଘଟଣାରେ ୪ ଜଣଙ୍କୁ ପୋଲିସ ଗିରଫ କରିଛି । ପଚରାଉଚରା ସମୟରେ ଗିରଫ ୪ ଅଭିଯୁକ୍ତ ଉତ୍ତରପ୍ରଦେଶର ବୋଲି ଜଣାପଡିଛି । ଜବତ ଗଞ୍ଜେଇର ଆନୁମାନିକ…

ପେଟ୍ରୋଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ

ଗଞ୍ଜାମ : ଟ୍ୟାଙ୍କରରେ ପେଟ୍ରୋଲ, ଡିଜେଲ ବା କିରୋସିନ୍ ନିଆଯାଏ ବୋଲି ଆମେ ସମସ୍ତେ ଜାଣିଛେ । କିନ୍ତୁ ପେଟ୍ରୋଲ ଟ୍ୟାଙ୍କରରେ ଯେ ଗଞ୍ଜେଇ ଚାଲାଣ ହୁଏ ତାହା ଶୁଣିଲେ ଆପଣଙ୍କ ହୋସ ଉଡିଯିବ । ହଁ, ଧରା ନପଡ଼ିବା ଲାଗି ଏଭଳି ଅଭିନବ ଉପାୟରେ ଚାଲାଣ ହୋଇଛି ଗଞ୍ଜେଇ । ଆଉ ସବୁ ଉଦ୍ୟମ ଫେଲ୍…

କୋରାପୁଟ ପୋଲିସକୁ ସଫଳତା, କୋଟିଏରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ : କୋରାପୁଟ ଜିଲ୍ଲା ଜୟପୁର ସଦର ପୋଲିସକୁ ବଡ ସଫଳତା । ୧ କୋଟି ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଧରିବାରେ ସଫଳ ହୋଇଛି ସଦର ପୋଲିସ । ବ୍ରାହ୍ମଣୀ ଗାଁ ନିକଟରେ ପୋଲିସ ପାଟ୍ରୋଲିଂ କରିବା ସମୟରେ ଗଞ୍ଜେଇକୁ ଜବତ କରାଯାଇଛି । ପାଖାପାଖି ୧୨୪୦ କିଲୋ ଗଞ୍ଜେଇ ଜବତ ହୋଇଥିବା ବେଳେ, ଘଟଣାରେ…