Latest Odisha News

BREAKING NEWS

Browsing Tag

Ganja Seized

ବିଷମକଟକରେ ବିପୁଳ ଗଂଜେଇ ଜବତ, ୩ ଗିରଫ

ବିଷମକଟକ: ସମଗ୍ର ରାଜ୍ୟରେ ଲକ୍‌ଡାଉନ୍ ସ୍ଥିତି ଥିବାବେଳେ ବଢିବାରେ ଲାଗିଛି ଗଂଜେଇ ବେପାରୀଙ୍କ ସାହାସ । ଶୂନ୍‌ଶାନ୍ ଇଲାକାର ଫାଇଦା ଉଠାଇ ଅବାଧରେ ଚାଲିଛି ଗଂଜେଇ ଚାଲାଣ । ହେଲେ ଗତକାଲି ରାୟଗଡା ଜିଲ୍ଲାରେ ଏକ ବଡ ଧରଣର ଗଂଜେଇ ଚାଲାଣକୁ ରୋକିବାରେ ସଫଳ ହୋଇଛି ବିଷମକଟକ ପୋଲିସ । ଗତ…

ପୋଲିସକୁ ବଡ଼ ସଫଳତା, ୬୫୩ କେଜି ଗଞ୍ଜେଇ ଜବତ

ରାୟଗଡା : ପୋଲିସକୁ ମିଳିଲା ବଡ଼ ସଫଳତା । ରାୟଗଡା ଜିଲ୍ଲା ମୁନିଗୁଡା ପୋଲିସ ହାତରେ ଧରାପଡ଼ିଲା ଗଞ୍ଜେଇ । ରାୟଗଡା ଜିଲ୍ଲା ପାଲଟିଛି ଚୋରା ଗଞ୍ଜେଇର ପେଣ୍ଠସ୍ଥଳୀ । ଦୁର୍ଗମ ଚନ୍ଦ୍ରପୁର ବ୍ଲକର କୁଟୁଡୁକୁପା ଏବଂ ମୁଚୁକିଗୁଡା ଛକରେ ଥିବା ଏକ ଘରୁ ପ୍ରାୟ ୬୫୩ କେଜି ଗଞ୍ଜେଇ ବିକ୍ରି ହେବାକୁ…

ଭଦ୍ରକରେ ଅବାଧ ଗଂଜେଇ ଚାଲାଣ, ୪ ଗିରଫ

ଭଦ୍ରକ: ପରିସୀମାରେ ବେଶ ଛୋଟ ଭଦ୍ରକ ଜିଲ୍ଲା । ହେଲେ ଏଠି ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି ବେଆଇନ କାରବାର । ମାତ୍ର କିଛି ଦିନ ପୂର୍ବରୁ ବନ୍ତ ଛକରେ ବ୍ରାଉନ୍ ସୁଗାର ଓ ଆସ୍କା ଫୋର୍ଟ ମଦ ଜବତ ହୋଇଥିଲା । ହେଲେ ଗତକାଲି ଗଂଜେଇ ଚାଲାଣ କାରବାରରେ ସଂପୃକ୍ତ ୪ ଅଭିଯୁକ୍ତଙ୍କୁ ଭଦ୍ରକ…

ପଇଡ଼ ବୋଝେଇ ଟ୍ରକରୁ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଜଣ ଗିରଫ

କୋରାପୁଟ: ଗଞ୍ଜେଇ ଚୋରା ଚାଲାଣ ପାଇଁ କେତେ କଣ ଫନ୍ଦି । ପଇଡ଼ ବୋଝେଇ ଟ୍ରକରେ ଗଞ୍ଜେଇ ଚାଲାଣ ବେଳେ ଧରିଲା ପୋଲିସ । କୋରାପୁଟ ଜିଲ୍ଲା ପାଡୁଆରୁ ୪୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି ନନ୍ଦପୁର ଥାନା ପୋଲିସ । ଏହି ଘଟଣାରେ ୩ ଜଣ ଗିରଫ ହୋଇଛନ୍ତି । ବ୍ଲକ ଛକରେ ଚେକିଂ ବେଳେ ପଇଡ଼ ବୋଝେଇ…

ଲମତାପୁଟରେ ପଣସ ବୋଝେଇ ଟ୍ରକରୁ ୪୦ ଲକ୍ଷ ଟଙ୍କାର ଗଂଜେଇ ଜବତ ୨ ଗିରଫ

କୋରାପୁଟ: ଗଂଜେଇ ଚୋରାଚାଲାଣ ପାଇଁ ଅଭିଯୁକ୍ତମାନେ ସବୁବେଳେ ନୂଆ ନୂଆ ଉପାୟ ଆପଣାଉଥିବା ଦେଖିବାକୁ ମିଳୁଛି । ଆଜି ଏପରି ଆଉ ଏକ ଘଟଣା ନଜରକୁ ଆସିଛି । ବାଡେଲରୁ ରାଜସ୍ଥାନକୁ ଯାଉଥିବା ଏକ ପଣସ ବୋଝେଇ ଟ୍ରକରେ ଗଂଜେଇ ଚୋରା ଚାଲାଣ ହେଉଥିବା ବେଳେ ମାଛକୁଣ୍ଡ ପୋଲିସ ହାତରେ ଧରା ପଡିଛି ।…

ପଶ୍ଚିମବଙ୍ଗକୁ ଚାଲାଣ ବେଳେ ଉଦଳା ଅଞ୍ଚଳରୁ ସାଢ଼େ ୪ କ୍ୱିଣ୍ଟାଲ ଗଞ୍ଜେଇ ଜବତ

ବାରିପଦା: ପଶ୍ଚିମବଙ୍ଗକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଧରିଲା ମୟୂରଭଞ୍ଜ ଜିଲ୍ଲା କପ୍ତାପଦା ଥାନା ପୋଲିସ । ଉଦଳା ଅଞ୍ଚଳରୁ ସାଢେ ୪ କ୍ୱିଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ଏହି ଘଟଣାରେ ଗଞ୍ଜେଇ ମାଫିଆ ଶରତ ନାଏକଙ୍କୁ ଗିରଫ କରିଛି ପୋଲିସ । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୪୦ଲକ୍ଷରୁ ଅଧିକ ଟଙ୍କା…

ରାଜଧାନୀରେ ଗଂଜେଇ ଚାଲାଣ କରୁଥିବା ୨ ମହିଳା ସମେତ ୩ ଗିରଫ

ଭୁବନେଶ୍ୱର: ଗଂଜେଇ ଚୋରା ଚାଲାଣ ବେଳେ ଧରିଲା ଅବକାରୀ ବିଭାଗ । ଭୁବନେଶ୍ୱର ତମାଣ୍ଡୋ ରାଜରାସ୍ତାରେ ଚେକିଂ ବେଳେ ପ୍ରାୟ ୫୦ କିଲୋଗ୍ରାମ ଗଂଜେଇ ଜବତ ହୋଇଛି । ଯାହାର ଆନୁମାନିକ ମୂଲ୍ୟ ୩୫ ଲକ୍ଷ ଟଙ୍କା ହେବ । ତେବେ ଏହି ଗଂଜେଇ ଚାଲାଣରେ ସଂପୃକ୍ତ ଥିବା ଦୁଇ ମହିଳାଙ୍କ ସମେତ ତିନି…

କଟକ ମଙ୍ଗୁଳି ଛକରୁ ଗଞ୍ଜେଇ ଜବତ, ୨ ଗିରଫ

କଟକ: ବୌଦ୍ଧରୁ ବାଲେଶ୍ୱର ଗଞ୍ଜେଇ ଚାଲାଣ ବେଳେ କଟକ ମଙ୍ଗୁଳି ଛକରୁ ଧରାପଡ଼ିଲା । ଜବତ ହୋଇଛି ବିପୁଳ ପରିମାଣରେ ଗଞ୍ଜେଇ । ୧୦୫ କେଜି ଗଞ୍ଜେଇ ଜବତ କରିଛି କଟକ ଅବକାରୀ ଫ୍ଲାଇଂ ସ୍କ୍ୱାଡ୍ । ଏହି ଘଟଣାରେ ଦୁଇ ଜଣଙ୍କ ଗିରଫ କରାଯାଇଛି । କାର୍ ବି ଜବତ ହୋଇଛି । ଆଜି କୌଣସି ସୂତ୍ରରୁ ଅବକାରୀ…

ଚିତ୍ରକୋଣ୍ଡାରୁ ୯୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

ମାଲକାନଗିରି: ରାଜ୍ୟରେ ବଢ଼ି ଚାଲିଛି ଗଞ୍ଜେଇ ଚୋରା ଚାଲଣ । ମାଲକାନଗିରି ଜିଲ୍ଲାରୁ ପୁଣି ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ପିକଅପ ଭ୍ୟାନରୁ ୩୦ ପ୍ୟାକେଟ୍ ଜବତ କରିଛି ଚିତ୍ରକୋଣ୍ଡା ଥାନା ପୋଲିସ । ଜବତ ଗଞ୍ଜେଇର ଓଜନ ୯୦୦ କିଲୋ । ଯାହାର ଆନୁମାନିକ ମୂଲ୍ୟ ୯୦ ଲକ୍ଷରୁ ଅଧିକ ଟଙ୍କା…

କଟକରୁ ୧୦.୫ କେଜି ଗଞ୍ଜେଇ ଜବତ, ୨ ଗିରଫ

କଟକ: ଗତକିଛି ଦିନ ହେଲା ଗଂଜେଇର ଚୋରାଚାଲାଣ ବଢିଯାଇଛି । କଟକରୁ ପୁଣି ୧୦ କେଜି ୫ଶହ ଗ୍ରାମ ଗଞ୍ଜେଇ ଜବତ କରିଛି ଚାଉଳିଆଗଞ୍ଜ ପୋଲିସ । ଏଥି ସହ ୨ ଜଣଙ୍କୁ ଗିରଫ କରାଯାଇଛି । ଏକ ଟ୍ରକରେ ଏହି ଗଞ୍ଜେଇ ଚାଲାଣ ହେଉଥିବା ବେଳେ ପୋଲିସ ପାଟ୍ରୋଲିଂ ବେଳେ ଏମାନଙ୍କୁ ଧରିଥିଲା । ଗିରଫ…