Latest Odisha News

BREAKING NEWS

Browsing Tag

Ganja

ମହାରାଷ୍ଟ୍ରରେ ଗଞ୍ଜେଇ ଚାଲାଣ ଅଭିଯୋଗରେ ଓଡ଼ିଶାର ଦୁଇ ବ୍ୟକ୍ତି ଗରିଫ

ଥାନେ: ମହାରାଷ୍ଟ୍ରରେ ଗଞ୍ଜେଇ ଚାଲାଣ ବେଳେ ଧରାପଡ଼ିଲେ ଓଡ଼ିଶାର ଦୁଇ ବ୍ୟକ୍ତି। ସେମାନଙ୍କ ନିକଟରୁ ୧୬.୬୮ ଲକ୍ଷ ଟଙ୍କା ମୂଲ୍ୟର ୩୭.୩୯ କିଲୋଗ୍ରାମ ଗଞ୍ଜେଇ ଜବତ କଲା ଥାନେ ପୋଲିସ। ଏନେଇ ଥାନା ଅଧିକାରୀ ସୋମବାର ସୂଚନା ଦେଇଛନ୍ତି। ସୂଚନା ମୁତାବକ ଭିୱଣ୍ଡି ଅଞ୍ଚଳର ଅଞ୍ଜୁରଫାଟ-ଭସାଇ…

ଗଞ୍ଜେଇ ମାଫିଆ ବାପପୁଅଙ୍କ ୩ କୋଟି ମୂଲ୍ୟର ସମ୍ପତ୍ତି ବାଜ୍ୟାପ୍ତ

ପୁରୀ: ଗଞ୍ଜେଇ ମାଫିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ । ଗଞ୍ଜେଇ ବ୍ୟବସାୟ କରୁଥିବା ପୁରୀର ବାପପୁଅଙ୍କ ୩ କୋଟି ମୂଲ୍ୟର ସମ୍ପତ୍ତିକୁ ବାଜ୍ୟାପ୍ତ କରାଯାଇଛି । ବାଜ୍ୟାପ୍ତି କରାଯାଇଥିବା ସମ୍ପତ୍ତି ମଧ୍ୟରେ ୯ଟି ପ୍ଲଟ, ୪ଟି ଘର ସହ କାର ଓ ବାଇକ୍ ରହିଛି । ଗଞ୍ଜେଇ କାରବାରର ସମ୍ପୃକ୍ତ…

ବିଲ ହିଡ଼ରେ ୩ କୋଟି ମୂଲ୍ୟର ଗଞ୍ଜେଇ ଚାଷ, ନଷ୍ଟ ପାଇଁ ଅବକାରୀ ବିଭାଗକୁ ଲାଗିବ ୫ ଦିନ

ପୁରୀ: ଚାଷ ଜମିର ହିଡ଼ରେ ଶହ ଶହ ଗଞ୍ଜେଇ ଗଛ । ପୁରୀ ଜିଲ୍ଲାର କଣାସ ବ୍ଲକ ନାନକେରା ଅଞ୍ଚଳର ଚାଷ ଜମି ହିଡ଼ରେ ଶହ ଶହ ଗଞ୍ଜେଇ ଗଛ ଲାଗିଛି । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ପୁରୀ ଅବକାରୀ ବିଭାଗ ପହଞ୍ଚି ଗଞ୍ଜେଇ ଗଛ ନଷ୍ଟ କରିବା ଆରମ୍ଭ କରିଛି । ପୁରୀ ଅବକାରୀ ଏସପିଙ୍କ ଅନୁସାରେ,…

ଧାନ ନେଉନି ମଣ୍ଡି, ଗଞ୍ଜେଇ ଚାଷ ପାଇଁ ଜିଲ୍ଲାପାଳଙ୍କୁ ଅନୁମତି ମାଗିଲେ ଚାଷୀ

ବଲାଙ୍ଗିର: ରାଜ୍ୟରେ ଗଞ୍ଜେଇ ଚାଷ ବେଆଇନ୍ । କେହି ଗଞ୍ଜେଇ ଚାଷ କଲେ ପୋଲିସ ହେଉ କି ଅବକାରୀ ବିଭାଗ ଚାଷ ନଷ୍ଟ କରିବା ସହ କାର୍ଯ୍ୟାନୁଷ୍ଠାନ ନେଇଥାଏ । କିନ୍ତୁ ବଲାଙ୍ଗିରର ଜଣେ ଚାଷୀ ଗଞ୍ଜେଇ ଚାଷ ପାଇଁ ଅନୁମତି ମାଗିଛନ୍ତି । ତାହା ପୁଣି ଖୋଦ୍ ଜିଲ୍ଲାପାଳଙ୍କୁ । ଅଡ଼ୁଆ ଲାଗୁଥିଲେ ବି ଏ…

୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଟୋରେ ଚାଲାଣ ବେଳେ ଧରିଲା ଅବକାରୀ ବିଭାଗ

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ ଗଞ୍ଜେଇ ଚାଲାଣ ମାମଲା ଥମିବାର ନାଁ ନେଉନି । କେତେବେଳେ କାର ତ ଆଉ କେବେ ଟ୍ରକରେ ଗଞ୍ଜେଇ ଚାଲାଣ ହେଉଛି । ଆଜି ଅଟୋରେ ଗଞ୍ଜେଇ ଚାଲାଣ ବେଳେ ଧରିବାରେ ସକ୍ଷମ ହୋଇଛି ଅବକାରୀ ବିଭାଗ । ପାରଳାଖେମୁଣ୍ଡି ଅବକାରୀ ବିଭାଗର ସ୍କ୍ୱାଡ୍ ପାଟ୍ରୋଲିଂ ବେଳେ…

କରିମଗଞ୍ଜରୁ ୯୨୭ କେଜି ଗଞ୍ଜେଇ ଜବତ, ୩ ଗିରଫ

ଗୌହାଟୀ: ଆସାମ ପୋଲିସକୁ ପୁଣି ମିଳିଛି ବଡ଼ ସଫଳତା। କରିମଗଞ୍ଜ ଜିଲ୍ଲାର ଦୁଇଟି ଭିନ୍ନ ଭିନ୍ନ ଅଞ୍ଚଳରୁ ପୋଲିସ ୯୨୭ କେଜି ଗଞ୍ଜେଇ ଜବତ କରିଛି। ସୋମବାର ଗଞ୍ଜେଇ ଚାଲାଣ ବେଳେ ଚୁରାଇବାରୀ ଏବଂ ଆସାମ-ତ୍ରିପୁରୀ ସୀମା ଅଞ୍ଚଳରୁ ଗଞ୍ଜେଇ ଜବତ କରିଥିଲା ଚୁରାଇବାରୀ ପୋଲିସ ଟିମ। ପୂର୍ବରୁ…

ଟ୍ରେନରେ ଋଷିକେଶକୁ ଗଞ୍ଜେଇ ଚାଲାଣ ବେଳେ ଜଣେ ଗିରଫ

ଭୁବନେଶ୍ୱର: ଟ୍ରେନରେ ଗଞ୍ଜେଇ ଚାଲାଣ । ପୁରୀ-ଋଷିକେଶ ଉତ୍କଳ ‌ଏକ୍ସେପ୍ରେସରେ ଗଞ୍ଜେଇ ଚାଲାଣ ବେଳେ ୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରାଯାଇଛି । ଖୋର୍ଦ୍ଧା ଷ୍ଟେସନରୁ ଟ୍ରେନରେ ହରିଦ୍ୱାର ଯିବା ପାଇଁ ଯୋଜନା ବେଳେ ବାଟରୁ ଅଭିଯୁକ୍ତକୁ ଧରିଛି ରେଲୱେ କ୍ରାଇମବ୍ରାଞ୍ଚ, ଆରପିଏଫ୍ ଏସଟିଏଫ୍ ।…

ଅପରେସନ ଗ୍ରୀନ୍ କ୍ଲିନ୍‌: ମାଲକାନଗିରିରେ ଲକ୍ଷାଧିକ ଗଂଜେଇ ଗଛ ନଷ୍ଟ କଲା ଅବକାରୀ ବିଭାଗ

ମାଲକାନଗିରି: ପ୍ରକୃତିରେ ଭରପୁର ମାଲକାନଗିରି ଜିଲ୍ଲାରେ ଆଉ ବରଦାସ୍ତ କରାଯିବନି ସବୁଜ ଜହର କାରବାର । ଏଥିପାଇଁ ଅଣ୍ଟା ଭିଡିଛି ଅବକାରୀ ବିଭାଗ । ଆରମ୍ଭ ହୋଇଛି ଅପରେସନ୍ ଗ୍ରୀନ୍ କ୍ଲିନ୍ । ଆଜି ପୋଲିସ ଓ ଅବକାରୀ ବିଭାଗ ମିଳିତ ଭାବେ ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ସ୍ୱାଭିମାନ ଅଂଚଳରେ…

ଅକ୍ସିଜେନ୍ ସିଲିଣ୍ଡର ବେଝେଇ ଗାଡିରେ ଗଂଜେଇ ଚାଲାଣ, ୨ ଗିରଫ

ଜୟପୁର: କରୋନା ମହାମାରୀ ଆଳରେ ଅଭିନବ ଉପାୟରେ ଗଂଜେଇ ଚାଲାଣ । ଅକ୍ସିଜେନ୍ ସିଲିଣ୍ଡର ବୋଝେଇ ଗାଡିରେ ହେଉଥିଲା ଗଂଜେଇ ଚୋରା ଚାଲାଣ । ଅନ୍ୟ କେଉଁ ରାଜ୍ୟ ନୁହେଁ ବରଂ ଓଡିଶାରେ ସାମ୍ନାକୁ ଆସିଛି ଗଂଜେଇ ବେପାରୀଙ୍କ ଏପରି ଅଭିନବ ଅପରାଧିକ କାରନାମା । ଆଜି କୋରାପୁଟ ଜିଲ୍ଲା ଜୟପୁରରେ ସଦର…

ନଡ଼ିଆ କତା ବୋଝେଇ ଟ୍ରକରୁ ୭୦୦ କିଲୋ ଗଞ୍ଜେଇ ଜବତ

ଖୋର୍ଦ୍ଧା: ଗଞ୍ଜେଇ ଚୋରା ଚାଲାଣର ନୂଆ ତରିକା । ନଡ଼ିଆ କତା ବୋଝେଇ ଟ୍ରକରେ ଚାଲାଣ ବେଳେ ଧରିଲା ନାରକୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ । ୭୦୦ ଶହ କିଲୋ ଗଞ୍ଜେଇ ଜବତ ହୋଇଛି । ଖୋର୍ଦ୍ଧା ନିକଟ ଗୋଡ଼ିପଡ଼ା ଟୋଲ୍ ଗେଟ୍ ନିକଟରୁ ଚେକିଂ ବେଳେ ଗଞ୍ଜେଇ ଚୋରା ଚାଲାଣ ପର୍ଦ୍ଦାଫାସ ହୋଇଥିଲା । ଏହି…