Latest Odisha News

BREAKING NEWS

Browsing Tag

Ganjam Collecters

ଗଂଜାମରେ ପୁଣି ୩ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ଗଞ୍ଜାମ: ଗଂଜାମରେ ଆଜି ପୁଣି ୩ କରୋନା ଯୋଦ୍ଧାଙ୍କ ମୃତ୍ୟୁ ହୋଇଛି । ଏନେଇ ଗଂଜାମ ଜିଲ୍ଲାପାଳ ଟ୍ୱିଟ୍ କରି ସୂଚନା ଦେବା ସହ ଦୁଃଖ ପ୍ରକାଶ ମଧ୍ୟ କରିଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, ଆମେ ଆମ କୋଭିଡ ଯୋଦ୍ଧାଙ୍କୁ ହରାଇଛୁ। ଜିଲ୍ଲା ପ୍ରଶାସନ ମୃତ କୋଭିଡ ଯୋଦ୍ଧାଙ୍କ ପରିବାର ସହିତ…

ଧରାକୋଟରେ କୋରୋନାରେ ୩ ନୁହେଁ ଜଣଙ୍କର ମୃତ୍ୟୁ: ଜିଲ୍ଲାପାଳ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଧରାକୋଟର ଜାହାଡାରେ ୩ କୋରୋନା ମୃତ୍ୟୁ ଖବରକୁ ଖଣ୍ଡନ କରିଛନ୍ତି ଜିଲ୍ଲାପାଳ । ୩ ଜଣଙ୍କର ନୁହେଁ, ବରଂ ଜଣଙ୍କର ମୃତ୍ୟୁ ହୋଇଥିବା ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସ୍ପଷ୍ଟ କରିଛନ୍ତି । ପୂର୍ବରୁ ୩ ଜଣଙ୍କ ମୃତ୍ୟୁ ନେଇ ସୂଚନା ଦେଇଥିଲେ ଜାହାଡ଼ା ସରପଞ୍ଚ ।…

ବଢ଼ିଲା କଟକଣା: ଜୁନ୍ ୩୦ ଯାଏଁ ଗଞ୍ଜାମ ଜିଲ୍ଲା ଲକଡାଉନ୍‌

ଗଞ୍ଜାମ: ଗଂଜାମ ଜିଲ୍ଲାରେ ବଢ଼ିଲା କଟକଣା । ଆଜିଠାରୁ ଜୁନ୍ ୩୦ ଯାଏଁ ଜିଲ୍ଲାରେ ଲକଡାଉନ୍ ଘୋଷଣା କରାଯାଇଛି । ଏନେଇ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଗଂଜାମରେ ଗୋଷ୍ଠୀ ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ…

ଗଂଜାମରେ ଆଉ ଏକ କୋଭିଡ ହସ୍ପିଟାଲ କର: ବାଚସ୍ପତି

ଭୁବନେଶ୍ୱର: ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ତେଣୁ ଜିଲ୍ଲାରେ ଆଉ ଏକ ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ ପ୍ରସ୍ତୁତ କର । ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ଗଂଜାମ ଜିଲ୍ଲାପାଳଙ୍କୁ ଏଭଳି ପ୍ରସ୍ତାବ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ଗଂଜାମରେ ଏବେ ୨୦୦ ବେଡ୍ ବିଶିଷ୍ଟ ଏକ…

ଜିଲ୍ଲାପାଳଙ୍କ ମାନବୀୟତା; ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ ନେଲେ

ବ୍ରହ୍ମପୁର: ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାସ୍ତାରେ ପଡିଥିବା ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲଙ୍ଗେ। ଏନେଇ ସବୁଠି ଚର୍ଚ୍ଚା ହେଉଥିବା ବେଳେ ତାଙ୍କର ଏଭଳି କାର୍ଯ୍ୟକୁ ଜିଲ୍ଲାବାସୀ ଖୁବ୍ ପ୍ରଶଂସା କରୁଥିବା ଦେଖିବାକୁ…