Latest Odisha News

BREAKING NEWS

Browsing Tag

Ganjam Covid

ଭଲ ଖବର: ଗଞ୍ଜାମରେ ସୁସ୍ଥ ହେଲେଣି ୯୫% କରୋନା ଆକ୍ରାନ୍ତ

ଗଞ୍ଜାମ: କରୋନାର ଦିନେ ରେଡହଟ୍ ଜିଲ୍ଲା ଥିବା ଗଞ୍ଜାମ ଏବେ ମହାମାରୀକୁ ନିୟନ୍ତ୍ରଣକୁ ଆଣୁଛି । ଧୀରେ ଧୀରେ ସଂକ୍ରମଣ କମିବାରେ ଲାଗିଛି । କମ୍ ଆକ୍ରାନ୍ତ ହସ୍ପିଟାଲ ଯାଉଛନ୍ତି । ବେଶୀ ଡିସଚାର୍ଜ ହେଉଛନ୍ତି । ଦିନେ ଆକ୍ଟିଭ୍ କେସରେ ରାଜ୍ୟରେ ଏକ ନମ୍ୱର ଜିଲ୍ଲା ଥିବା ଗଞ୍ଜାମ ୨୦ଟି ସ୍ଥାନ…

ଗଞ୍ଜାମରେ ଶହେ ତଳକୁ ଖସିଲା ପଜିଟିଭ୍ କେସ, ୯୩% ସୁସ୍ଥ

ଭୁବନେଶ୍ୱର: ଗଞ୍ଜାମରେ ନିୟନ୍ତ୍ରଣକୁ ଆସୁଛି କରୋନା । ଧୀରେ ଧୀରେ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ରାଜ୍ୟରେ କରୋନାର ରେଡହଟ୍ ଥିବା ଗଞ୍ଜାମ ଜିଲ୍ଲାରେ ଦୁଇ ମାସ ପରେ ଶହେ ତଳକୁ ଖସିଲି ପଜିଟିଭ୍ କେସ୍ । ଗତ ୨୪ ଘଣ୍ଟାରେ ଗଞ୍ଜାମରୁ ୯୭ ଜଣ ନୂଆ ଭୂତାଣୁ ସଂକ୍ରମିତ…

କାଲି ଏକ ନମ୍ବର ହେବ ଖୋର୍ଦ୍ଧା !

ଭୁବନେଶ୍ୱର: କରୋନା ସଂକ୍ରମଣରେ ଗଞ୍ଜାମକୁ ଟପିଯିବ ଖୋର୍ଦ୍ଧା । ରେଡହଟ୍ ଜିଲ୍ଲା ଭାବରେ ଉଭା ହୋଇଛି । ପ୍ରତିଦିନ ପାଞ୍ଚ ଶହରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । କେତେବେଳେ ସଂଖ୍ୟା ସାତ ଶହ ବି ଡେଇଁ ଯାଉଛି । ଏଯାଏଁ ଗଞ୍ଜାମ ସଂକ୍ରମିତ ଜିଲ୍ଲା ତାଲିକାର ଏକ ନମ୍ବରରେ ରହିଛି ।…

ଗଞ୍ଜାମରେ କରୋନା ଆରୋଗ୍ୟଙ୍କ ପୁଣି ଥରେ ହେବ ସ୍ୱାସ୍ଥ୍ୟ ପରୀକ୍ଷା

ଗଞ୍ଜାମ: କୋଭିଡ୍ ମୁକିବାଲ କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ପ୍ରଶାସନର ନୂଆ ପଦକ୍ଷେପ । କରୋନାରୁ ଆରୋଗ୍ୟ ଲାଭ କରିଥିବା ଲୋକଙ୍କର ପୁଣି ଥରେ ହେବ ସ୍ୱାସ୍ଥ୍ୟ ପରୀକ୍ଷା । ଏହି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ । ଆସନ୍ତାକାଲିଠୁ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା…

ଗଞ୍ଜାମ କୋଭିଡ୍: ତିନି ମାସରେ ୨ରୁ ୧୦ ହଜାର କରୋନା କେସ୍

ଗଞ୍ଜାମ: ୧୦ ହଜାର ପାର କରିଛି ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୩୬୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୩୬୪କୁ ବୃଦ୍ଧି ପାଇଛି । ତିନି ମାସରେ ଦୁଇରୁ ଦଶ ହଜାର ଗଞ୍ଜାମ ଜିଲ୍ଲାରେ ପ୍ରବାସୀ…

ଗଞ୍ଜାମ ପାଇଁ ଗୁଡ୍ ନିଉଜ୍: କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ଗଞ୍ଜାମ: ରାଜ୍ୟରେ ସବୁଠୁ ଅଧିକ ସଂକ୍ରମିତ ଜିଲ୍ଲା ଗଞ୍ଜାମ । କରୋନା ଆକ୍ରାନ୍ତ ସଂଖ୍ୟା ପାଖାପାଖି ୧୦ ହଜାର । ଚଳିତ ମାସରେ ବଢ଼ିଛି ସଂକ୍ରମଣ । କିନ୍ତୁ ମାସର ଶେଷ ସପ୍ତାହ ତଥ୍ୟ କହୁଛି, ଜିଲ୍ଲାରେ ପଜିଟିଭ୍ କେସ୍ କମୁଛି । ପୂର୍ବ ସପ୍ତାହ ଅପେକ୍ଷା ଖସିଛି । ସେହିପରି ସୁସ୍ଥ ହେଉଛନ୍ତି…

ଗଞ୍ଜାମ ଜିଲ୍ଲାର ସହରାଞ୍ଚଳ ଆଜିଠୁ ପାଞ୍ଚ ଦିନ ସଟଡାଉନ୍

ଗଞ୍ଜାମ: କରୋନା ଚେକ୍ ଭାଙ୍ଗିବା ପାଇଁ ଆଜିଠୁ ଗଞ୍ଡାମ ଜିଲ୍ଲାର ସହରାଞ୍ଚଳରେ ଲାଗୁ ହୋଇଛି ସଟଡାଉନ୍ । ଆସନ୍ତା ୧୩ ତାରିଖ ଯାଏଁ ଜିଲ୍ଲାର ସମସ୍ତ ମ୍ୟୁନିସିପାଲିଟି, ହିଞ୍ଜିଳାକାଟୁ ପୌରାଞ୍ଚଳ, ବ୍ରହ୍ମପୁର ମହାନଗର ନିଗମ ଓ ବ୍ଲକ ହେଡକ୍ୱାର୍ଟର ଅଞ୍ଚଳରେ କଟକଣା ବଳବତ୍ତର ରହିବ । ଏହି…